Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର
ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଫରୁଖାବାଦ ସାଂସଦ ମୁକେଶ ରାଜପୁତଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି। ଏହି ଘଟଣାକୁ…
ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ଘରେ ଇଡି ରେଡ
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍। ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ରେଡ୍। କେଉଁ ଘଟଣା ନେଇ ED ରେଡ୍ କରୁଛି କିଛି ସ୍ପଷ୍ଟ ହୋଇନି। ED ରେଡ୍ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଦିଲ୍ଲୀରେ ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୋହନ ଚରଣ ମାଝୀ
ଦିଲ୍ଲୀରୁ ଆଜି ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଜୟପୁରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ରାଜସ୍ଥାନରେ 55ତମ ଜିଏସଟି ବୈଠକ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ 20 ଏବଂ 21…
ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ
ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର…
ଜାନୁୟାରୀ ୧୮ରେ ହେବ ପକ୍ଷୀ ଗଣନା,୧୬ରୁ ଆରମ୍ଭ ହେବ ପ୍ରକ୍ରିୟା
ଜାନୁୟାରୀ ୧୮ରେ ହେବ ପକ୍ଷୀ ଗଣନା,୧୬ରୁ ଆରମ୍ଭ ହେବ ପ୍ରକ୍ରିୟା । ଏଥର ସାରା ରାଜ୍ୟରେ ଗୋଟିଏ ଦିନରେ ହେବ ଗଣନା । ଏହି ଗଣନାରେ ଫ୍ଲେମିଂଗୋର ଟ୍ରାକିଙ୍ଗ କରାଯିବ । ସେଥିପାଇଁ ୧୦ଟି ଫ୍ଲେମିଂଗୋରଙ୍କ ଗୋଡରେ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ ଲଗାଯିବ । ସାଟେଲାଇଟ୍ ଟ୍ରାକିଂ ରିଙ୍ଗ ଲଗାଗଲେ…
ଆଜି ପୁର୍ନବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ
ଗତକାଲି ମହାପ୍ରଭୁଙ୍କ ଦିବାପହୁଡ ନୀତି ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଥିଲା। ଆଜି ବନ୍ଧାଯାଇଥିବା ଭାରା ବ୍ୟବହାର କରି ବିଭିନ୍ନ ସ୍ଥାନରେ ଥିବା କ୍ରାକ୍ ବା ଫାଟ ମରାମତି କାର୍ଯ୍ୟ କରାଯିବ। ପ୍ରାଥମିକ ଭାବେ ଡିପ୍ଲାଷ୍ଟରିଂ ବା ଚୂନ ପ୍ଲାଷ୍ଟରକୁ ହଟାଯିବା ପରେ ଫାଟ ଥିବା…
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ରାଜସ୍ଥାନ ଓ ଦିଲ୍ଲୀ ଗସ୍ତ
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ରାଜସ୍ଥାନ ଓ ଦିଲ୍ଲୀ ଗସ୍ତରେ ଯିବେ । ଆଜିଠୁ ୨୧ ଯାଏଁ ରାଜସ୍ଥାନରେ ରହିବେ ପରେ ଦିଲ୍ଲୀରେ ୫୫ତମ ଜିଏସଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ୨୧ତାରିଖ ଦିନ ସେ ରାଜସ୍ଥାନରୁ ଦିଲ୍ଲୀ ଗସ୍ତ କରିବେ । ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ…
୨ ମାସରେ ସରିବ ଆବାସ ସର୍ଭେ
ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି। ମନ୍ତ୍ରୀମାନେ ଜିଲା ଗସ୍ତ କରିବାବେଳେ ଏହାର ସମୀକ୍ଷା…
୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି ଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।
ଜାନୁଆରୀରେ ଦୁଇଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
୨୦୨୫ର ପ୍ରଥମ ମାସରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଦୁଇ ଦୁଇଟି ବଡ଼ କାର୍ଯକ୍ରମ। ଜାନୁଆରୀ ୮ରୁ ୧୦ ତିନିଦିନ ଧରି ଭୁବନେଶ୍ବରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ। ଓଡ଼ିଶାରେ ପ୍ରଥମ ଥର ପାଇଁ ଏ ଧରଣର କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଯାଉଥିବା ବେଳେ ଖୋଦ୍ ପ୍ରଧାନମନ୍ତ୍ରୀ…