Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ବିଜେଡ଼ିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ…
ହଟିଲେ ବିବାଦୀୟ ବିଷ୍ଣୁପଦ ସେଠୀ , ଆଜି ଦିନ ୧୨ଟା ରେ ସିବିଆଇ ଅଫିସରେ ହାଜର ହେବାକୁ ନିର୍ଦେଶ
ଟେଣ୍ଡର ଫିକ୍ସିଂକୁ ନେଇ ସିବିଆଇ ସମନ ପାଇ ଚର୍ଚ୍ଚାରେ ଥିବା ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ମଙ୍ଗଳବାର ଦାୟିତ୍ବରୁ ହଟାଇ ଦେଇଛନ୍ତି। ସାମାଜିକ ନ୍ୟାୟ ଓ ସଶକ୍ତୀକରଣ, ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ…
ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏହା ପୂର୍ବରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଭାରା ବାନ୍ଧିବା ପାଇଁ ଲୁହା ପାଇପ ଓ ଅନ୍ୟାନ୍ୟ ସରଞ୍ଜାମ ପ୍ରସ୍ତୁତ ରଖିଛି ଏଏସଆଇ । ଦୁଇ ତିନିଦିନ ଭିତରେ ଭାରାବନ୍ଧା କାମ ସରିବା ପରେ ଚୁନ ଛଡ଼ା କାମ ଆରମ୍ଭ ହେବ। ଏହା ପରେ…
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତା ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା…
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର । ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ରଖିଥିବା ଓଡ଼ିଆ ପୁଅ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି । ଉତ୍ତରାଖଣ୍ଡ ମସୁରୀରେ ସ୍ଥିତ ଜାତୀୟ ପ୍ରଶାସନିକ ଏକାଡେମୀରେ ଅନିମେଶ ପ୍ରଧାନ ଆଇଏଏସ ଟ୍ରେନିଂ ନେଉଛନ୍ତି । ତାଲିମ…
ବାଘମାରି ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା ବାଘମାରି ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ୪୦ରୁ ଅଧିକ ଯାତ୍ରୀ ଆହତ। ଗୁରୁତର ଏକାଧିକ ଲୋକଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର। ପ୍ରବଳ କୁହୁଡି ଭିତରେ ବସର ଡ୍ରାଇଭର ଶୋଇ ପଡିବାରୁ ଏଭଳି ଅଘଟଣ ସୂଚନା। ସୋରଡ଼ାରୁ ପୁରୀ ଯାଉଥିଲା ଚକାଡୋଳା ନାମକ…
ଆଜି ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ସମ୍ବଲପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଂଚି ପ୍ରଥମେ ବୁର୍ଲା ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ଲାଟିନମ ଜୁବଲି ଉତ୍ସବରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଏହାପରେ…
ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ
୧୦ ବର୍ଷ ମଧ୍ୟରେ ୧୪ଟି ଶିଳ୍ପ ସଂସ୍ଥାକୁ ୪୦୯୭ କୋଟି ବକେୟା ବିଲ ଛାଡ଼ କରାଯାଇଛି। ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ । ୨୩ ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି । ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ…
ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ
ସମନକୁ ନେଇ କ୍ଷମତା କରିଡରରେ ଆଲୋଡ଼ନ ସୃଷ୍ଟି ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେଲା ପରେ ପ୍ରଥମ ଥର ସିବିଆଇର ବଡ଼ ଧରଣର ଧରପଗଡ଼ ହେଉଥିବାରୁ ଏହାକୁ ନେଇ ସବୁ ମହଲରେ ଉତ୍ସୁକତା ପ୍ରକାଶ ପାଇଛି।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ର ଜିଜିଏମ୍ ଏକ ଠିକାସଂସ୍ଥାରୁ…
ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଲକାନଗିରି,କୋରାପୁଟ ଓ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମାଲକାନଗିରିରେ କୃଷକ ମେଳା ଓ ପଲିଶ୍ରି ମେଳାର କରିବେ ଉଦ୍ଘାଟନ। ତାହା ସହ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମ ଭାଗ ନେବେ। କୋରାପୁଟରେ ଅନୁଷ୍ଠିତ…