Trending
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
Browsing Category
Odisha
All about all odisha state news updates
ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍
ଆସନ୍ତା ଜୁଲାଇ ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ନ ପାରେ । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ । ତେବେ ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଏହା ଖୋଲାଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ…
ପ୍ରଥମ ଥର ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ
ଆଜିଠୁ ପ୍ରଥମ ଥର ପାଇଁ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନରେ…
ମାଷ୍ଟରକ୍ୟାଣ୍ଟିନରୁ ଗାଡକଣ ପର୍ଯ୍ୟନ୍ତ ମୋ ବସରେ ଯାତ୍ରା କରିଛନ୍ତି ମନ୍ତ୍ରୀ
ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ମୋ ବସରେ ଯାତ୍ରା କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ସେ ଗାଡକଣ ପର୍ୟ୍ୟନ୍ତ ଯାତ୍ରା କରିଛନ୍ତି । ଆଉ ଲୋକଙ୍କ ସୁବିଧା ଅସୁବିଧା ବୁଝିଛନ୍ତି । ମୋ ବସରେ ଯାତ୍ରା କରିବା ସମୟରେ ମନ୍ତ୍ରୀ କହିଛନ୍ତି, ବସରେ ଯାତ୍ରା…
୫ରେ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକ
ଆସନ୍ତା ଜୁଲାଇ ୮ ତାରିଖରୁ ରତ୍ନଭଣ୍ଡାର ଖୋଲିବା ସହିତ ଅଳଙ୍କାର ଗଣତି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ୨୦ ଦିନ ଧରି ଏହି ଗଣତି ଓ ମଣତି ପ୍ରକ୍ରିୟା ଚାଲିବ। ଏଥିପାଇଁ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ ପଶାୟତ ପୁରୀ…
ରାଜ୍ୟବାସୀଙ୍କୁ ମୋହନ ସରକାରଙ୍କ ଉପହାର ଭେଟି
ନୂଆ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ରାଜ୍ୟବାସୀଙ୍କୁ ମୋହନ ସରକାର ଆଉ ଏକ ଉପହାର ଭେଟି ଦେଇଛନ୍ତି । ଏହା ୩ ହଜାର ଟଙ୍କାକୁ ବଢିବ ବୋଲି ରାଜ୍ୟ ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଖବର ଅନୁସାରେ, ନିର୍ବାଚନ ପୂୂର୍ବରୁ ରାଜ୍ୟରେ ବିଜେପି ସରକାର ଗଠନ କଲେ…
ଶିଶୁ କନ୍ୟାକୁ ଦୁଷ୍କର୍ମ: ଅଭିଯୁକ୍ତକୁ ଗିରଫ କଲା ପୋଲିସ
ଭୁବନେଶ୍ବର: ୩ ବର୍ଷର ଶିଶୁ କନ୍ୟାକୁ ପ୍ରଲୋଭିତ କରି ଦୁଷ୍କର୍ମ ଅଭିଯୋଗ । ଏପରି ଏକ ଚାଞ୍ଚଲ୍ୟକର ଘଟଣାକୁ ନେଇ କମିଶନରେଟ ପୋଲିସ ତଦନ୍ତ ପରେ ଅଭିଯୁକ୍ତକୁ ଗିରଫ କରିଛି । ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଅଭିଯୁକ୍ତ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ସନ୍ତୋଷ ଏୟାରଫିଲଡ…
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା
ଚଳିତଥର ରଥଯାତ୍ରା ୨ ଦିନ ଚାଲିବାକୁ ଥିବାରୁ ଛୁଟି ଘୋଷଣା କରାଯାଇଛି ।ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ସମୀକ୍ଷା…
ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଜାରି ହୋଇଛି ଚୂଡାନ୍ତ ଗସ୍ତସୂଚୀ । ଜୁଲାଇ ୭ରେ ଘୋଷଯାତ୍ରା ରହିଛି । ରାଷ୍ଟ୍ରପତି ଜୁଲାଇ ୬ରୁ ୯ ତାରିଖ ଯାଏ ଓଡିଶା ଗସ୍ତରେ ରହିବେ ।
ଜୁଲାଇ ୭: ପୁରୀ ଗସ୍ତ, ଅପରାହ୍ନରେ ଦେଖିବେ ରଥଯାତ୍ରା
ଜୁଲାଇ ୮: ସମୂଦ୍ର…
କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍ପି
ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ ଓଡ଼ିଶା କେନ୍ଦ୍ର ଉଦାସୀନତାର ଫଳ ଭୋଗୁଛି।…
ଏବେ ତାଳ ଗଛ କାଟିବାକୁ ବନବିଭାଗ ଠାରୁ ଅନୁମତି ନେବାକୁ ପଡିବ
ଦିନକୁ ଦିନ ବଢିଚାଲିଛି ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟ । ବଜ୍ରପାତ କାରଣରୁ ଅନେକ ଜୀବନହାନି ହେଉଛି । ପୂର୍ବରୁ ତାଳଗଛ ପାଇଁ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା କମ ରହୁଥିଲା । କିନ୍ତୁ ଏବେ ରାଜ୍ୟରେ ତାଳଗଛ ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଇଛି । ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି…