Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Odisha
All about all odisha state news updates
ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ
୧୦ ବର୍ଷ ମଧ୍ୟରେ ୧୪ଟି ଶିଳ୍ପ ସଂସ୍ଥାକୁ ୪୦୯୭ କୋଟି ବକେୟା ବିଲ ଛାଡ଼ କରାଯାଇଛି। ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ । ୨୩ ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି । ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ…
ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ
ସମନକୁ ନେଇ କ୍ଷମତା କରିଡରରେ ଆଲୋଡ଼ନ ସୃଷ୍ଟି ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେଲା ପରେ ପ୍ରଥମ ଥର ସିବିଆଇର ବଡ଼ ଧରଣର ଧରପଗଡ଼ ହେଉଥିବାରୁ ଏହାକୁ ନେଇ ସବୁ ମହଲରେ ଉତ୍ସୁକତା ପ୍ରକାଶ ପାଇଛି।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ର ଜିଜିଏମ୍ ଏକ ଠିକାସଂସ୍ଥାରୁ…
ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଲକାନଗିରି,କୋରାପୁଟ ଓ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମାଲକାନଗିରିରେ କୃଷକ ମେଳା ଓ ପଲିଶ୍ରି ମେଳାର କରିବେ ଉଦ୍ଘାଟନ। ତାହା ସହ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମ ଭାଗ ନେବେ। କୋରାପୁଟରେ ଅନୁଷ୍ଠିତ…
ଦୂତି ଚାନ୍ଦଙ୍କ କାର୍କୁ ପିଟିଲା ଟ୍ରକ୍
୧୬ ନମ୍ବର ଜାତୀୟ ରାଜପଥର କଟକ ମଧୁପାଟଣା ନିକଟରେ ଗତକାଲି ରାତି ପ୍ରାୟ ୮ଟାରେ ଅଲିମ୍ପିଆନ ଦୂତି ଚାନ୍ଦଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍ କ୍ଷତିଗ୍ରସ୍ତ ହୋଇଛି। ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ଦୂତି କୌଣସି କାର୍ଯ୍ୟକ୍ରମରେ ଯୋଗଦେଇ…
ସୁରକ୍ଷାବାହିନୀ ଗୁଳିରେ 7 ମାଓବାଦୀ ନିହତ
ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଆଜି ସୁରକ୍ଷାବାହିନୀ ସହ ଏନକାଉଣ୍ଟରରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି। ମୃତଙ୍କ ମଧ୍ୟରେ ମାଓବାଦୀଙ୍କ କେନ୍ଦ୍ରୀୟ କମିଟିରେ ଥିବା ଜଣେ ଶୀର୍ଷ କମାଣ୍ଡର ଅଛି । ଘଟଣାସ୍ଥଳରୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୁରକ୍ଷା ବାହିନୀର ସୂଚନା ଅନୁଯାୟୀ, ଭୋର…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ…
ଶ୍ରେଷ୍ଠ ଜିଲା ଭାବେ କୋରାପୁଟକୁ ପୁରସ୍କୃତ କଲେ ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ
ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ବୁଧବାର ଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ
ରାଜ୍ୟ ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଜି (ଡିସେମ୍ବର ୧୧) ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ଗତ ନଭେମ୍ବର ୨୬ରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା ଓ ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିଥାନ୍ତା। କିନ୍ତୁ ଆଜି ବାଚସ୍ପତି ସୁରମା ପାଢ଼ୀ ଅନିର୍ଦ୍ଦିଷ୍ଟ କାଳ ପାଇଁ…
ଜାନୁୟାରୀ ୧୭ରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି
ଆସନ୍ତା ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର ଫିଟା ନୀତି ରାତି ୨ଟାରୁ ଆରମ୍ଭ ହେବ ବୋଲି କୁହାଯାଇଛି।
ତେବେ ଶନିବାର,…
BWF ସୁପର ୧୦୦ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ‘ଓଡ଼ିଶା ମାଷ୍ଟର୍ସ’ ଉଦ୍ଘାଟିତ ହୋଇଛି
BWF ସୁପର ୧୦୦ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ‘ଓଡ଼ିଶା ମାଷ୍ଟର୍ସ’ ମଙ୍ଗଳବାର କଟକର ଜବାହରଲାଲ୍ ନେହରୁ ଇନ୍ଡୋର ଷ୍ଟାଡିୟମ୍ରେ ଉଦ୍ଘାଟିତ ହୋଇଛି। ଉଦ୍ଘାଟନୀ ଦିବସରେ ଓଡ଼ିଶା ଖେଳାଳିଙ୍କ ଚମକ ଦେଖିବାକୁ ମିଳିନି। ମହିଳା ଏକକ ଯୋଗ୍ୟତା ପର୍ଯ୍ୟାୟରେ ଓଡ଼ିଆ ଝିଅ ହର୍ଷିତା ରାଉତ କଡ଼ା…