Trending
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
Browsing Category
Odisha
All about all odisha state news updates
ୟୁପିରୁ ଟ୍ରେନ୍ରେ ଆସିବ ଆଳୁ
ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଉଥିବା ସୂଚନା ରୁ ଜଣାପଡିଛି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ…
ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା
ପୁରୀ: ରତ୍ନଭଣ୍ଡାରରୁ ବାକ୍ସ ଓ ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ୍ ସର୍ଭେ ସହ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ…
ଓଡ଼ିଶାରେ ଜାହାଜ ପୁନଃଚକ୍ରଣ ପାର୍କ ପ୍ରତିଷ୍ଠା
ରାଜ୍ୟରେ ସ୍ଥାପନ ହେବାକୁ ଯାଉଛି ଏକ ‘ଗ୍ରୀନ୍ ଶିପ୍ ରିସାଇକ୍ଲିଂ ଶିଳ୍ପ ପାର୍କ’ । ଏହି ଶିଳ୍ପ ପାର୍କ ସ୍ଥାପନ ହେଲେ ରାଜ୍ୟରେ ୨୦ ହଜାର ପ୍ରତ୍ୟେକ୍ଷ ନିଯୁକ୍ତି ଓ ୫୦ ହଜାର ପରୋକ୍ଷ ନିଯୁକ୍ତି ଏପରି ଭାବେ ମୋଟ ୭୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଏହି ଜାହାଜ ପୁନଃଚକ୍ରଣ ପାର୍କ ସ୍ଥାପନ ନେଇ…
କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ
ଭୁବନେଶ୍ବର: ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…
ଅନ୍ଲାଇନ୍ ଗେମ୍ ଫି ୱିନ୍ରେ ୪୦୦ କୋଟି ଠକେଇ
ରାଉରକେଲା: ଅନ୍ଲାଇନ୍ ଗେମ୍ ଫି ୱିନ୍ରେ ୪୦ ୦ କୋଟି ଠକେଇ ଘଟଣାରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ୪ ଜଣକୁ ଗିରଫ କରି ୧୪ ଦିନିଆ ଜେଲ୍ ହାଜତକୁ ପଠାଇ ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଣାଇ ଥାନା ଅଧିନସ୍ଥ ଗୋଗୁଆର ଅରୁଣ ସାହୁ, ଆଲୋକ ସାହୁ, ପାଟ୍ନାର ଚେତନ…
ଦୁଇଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଅଗଷ୍ଟ ୧୯ ଓ ୨୬ ତାରିଖ ଦୁଇଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ୧୯ରେ ରକ୍ଷା ବନ୍ଧନ ପଡ଼ୁଥିବା ବେଳେ ୨୬ରେ ଜନ୍ମାଷ୍ଟମୀ ପଡ଼ୁଛି । ଏହି ଦୁଇ ଦିନ ସରକାରୀ ଛୁଟିଦିନ ଥିବାରୁ ଉକ୍ତ ଦୁଇ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି ।…
ଅମିତଙ୍କୁ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ପ୍ୟାରିସ ଅଲିମ୍ପିକ୍ସ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଏକମାତ୍ର ଓଡ଼ିଆ ତାରକା ଅମିତ ରୋହିଦାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅମିତ ନିଜ ସାଙ୍ଗରେ ଆଣିଥିବା ସାଥୀ ଖେଳାଳିଙ୍କ…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
କେନ୍ଦ୍ରାପେଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ସକାଳୁ ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ…
ଋତୁସ୍ରାବ ହେଲେ ଏଣିକି ମହିଳାଙ୍କୁ ଦିନେ ଛୁଟି ମିଳିବ
ମହିଳାଙ୍କ ପାଇଁ ଆଶ୍ୱସ୍ତିକର ଖବର। ପିରିୟଡ ପାଇଁ ଗୋଟିଏ ଦିନ ଛୁଟି ପାଇବେ ମହିଳା। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତି ନିଆଯାଇଛି। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ…
ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି।…