Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Browsing Category
Odisha
All about all odisha state news updates
ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳକ
ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ସଚିବ ପଦରୁ ବୀର ବିକ୍ରମ ଯାଦବଙ୍କୁ…
ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି
ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଶ୍ରୀଜୀଉଙ୍କ ପଞ୍ଚୁକ ନୀତି। ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ । କାର୍ତ୍ତିକ ମାସ ଆରମ୍ଭରୁ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ୧୨ ତାରିଖରେ ହେବ ଲକ୍ଷ୍ମୀନାରାୟଣ ବେଶ। ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ…
କଟକର କଲେଜ ଛାତ୍ରୀଙ୍କୁ ବ୍ଲାକମେଲ ପରେ ଗଣଦୁଷ୍କର୍ମ ଅଭିଯୋଗ
କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ । ଘଟଣାରୁ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଛାତ୍ରୀଙ୍କ ନଗ୍ନ ଭିଡିଓ ଦେଖାଇ କଲେଜ ଛାତ୍ରୀଙ୍କ ବନ୍ଧୁ ଏବଂ ଅନ୍ୟ କିଛି ଲୋକ ତାଙ୍କୁ ବ୍ଲାକମେଲ୍ କରିବା ସହ ପୁରୀଘାଟର ଏକ କାଫେରେ ଗଣଦୁଷ୍କର୍ମ କରିଛନ୍ତି।
ଏହି…
ଭୁବନେଶ୍ବରରେ ସାମ୍ନାକୁ ଆସିଲା ଲଭଜିହାଦ!
ସୋସିଆଲ ମିଡିଆରେ ନାମ ବଦଳାଇ ଯୁବତୀଙ୍କ ସହ ବନ୍ଧୁତା କଲେ ମନସୁର । ପରେ ଯୁବତୀଙ୍କ ସହ ସଂପର୍କ ବଢ଼ାଇ ଫଟୋ ନେଲେ । ତାପରେ ବିବାହ କରିବାକୁ କହି ବ୍ଲାକ୍ ମେଲ କଲେ । ଧର୍ମ ବଦଳାଇବାକୁ କହିଲେ । ଏହା ପରେ ଟଙ୍କା ମାଗି ବ୍ଲାକ୍ ମେଲ୍ କରୁଥିଲେ ମନସୁର । ଏପରି ଘଟଣା ଘଟିଛି…
ଭିଜିଲାନ୍ସ ଜଳରେ ଡାକ୍ତର ବିଶ୍ବଜିତ ଭୂୟାଁ
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି।
ମୋ ବସ ଡ୍ରାଇଭରଙ୍କୁ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କଡା ନିର୍ଦ୍ଦେଶ
ବେପରୁଆ ଗାଡ଼ି ଚାଲାଣ କରୁଥିବା ମୋ ବସ ଡ୍ରାଇଭରଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଗାଡ଼ିରେ ଲାଗିବ speed governance | ସହର ଭିତରେ ମୋ ବସର ସ୍ପିଡ଼ ରହିବ 40 କିଲୋମିଟର ଏବଂ ସହର ବାହାରେ ବସର ବେଗ ରହିବ 50 କିଲୋମିଟର । କେବଳ ଲାଇସେନ୍ସ ପ୍ରାପ୍ତ ଡ୍ରାଇଭର ମାନେ ଚଳାଇବେ ମୋ…
ଡିସେମ୍ବର ଶେଷ ସୁଦ୍ଧା ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବ : ସୁରେଶ ପୂଜାରୀ
ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା…
କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତୀକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି…
ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର
ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି…
ଆଜି ବିଜେପିରେ ମିଶିଲେ ସୁନନ୍ଦା ଦାସ
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହେଲେ । ଗତ କିଛି ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ସୁନନ୍ଦା |…