Browsing Category

Odisha

All about all odisha state news updates

ଆଜି ସାରା ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ

ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ଗାଁଠୁ ସହର । ସବୁଆଡ ରଙ୍ଗୀନ ଆଲୋକମାଳାରେ ସଜା ହୋଇଛି । ସବୁଆଡ଼େ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ତେବେ ଆଉ କିଛି ସମୟପରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ଉଡ଼ାଇବେ ଜାତୀୟ ପତାକା । ଦେଶବାସୀଙ୍କୁ କରିବେ ସମ୍ବୋଧନ ।…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହୋଇପାରିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଂଚ ଓ ୨୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି । ଆବଶ୍ୟକ ପଡିଲେ ସେପ୍ଟେମ୍ବର ୩ ତାରିଖରେ ଭୋଟଗ୍ରହଣ…

ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ ନବୀନ

ଓଡ଼ିଶା ଏକ ସମୁଦ୍ର କୁଳିଆ ରାଜ୍ୟ ହୋଇଥିବାରୁ ସମୁଦ୍ରପଥ ଦେଇ ବାଂଲାଦେଶୀମାନେ ଓଡ଼ିଶାରେ ପ୍ରବେଶ କରିବାର ଭୟ ରହିଛି। ତେବେ ପୂର୍ବରୁ ମଧ୍ୟ ଅନେକ ବାଂଲାଦେଶୀ ଓଡ଼ିଶାରେ ଆସି ବସବାସ କରୁଥିବା ବେଳେ ଅନେକ ପଶ୍ଚିମବଙ୍ଗର ଲୋକେ ଓଡ଼ିଶାରେ ବ୍ୟବସାୟ କରୁଛନ୍ତି। ଏଭଳି ସ୍ଥିତିରେ ଲୋକମାନେ ଅନେକ…

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ ଆଉ ନାହାନ୍ତି

ବରଗଡ଼: ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ ଆଉ ନାହାନ୍ତି  । ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ । ତାଙ୍କୁ ୭୦ ବର୍ଷ ହୋଇଥିଲା । ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ପୂର୍ବାହ୍ନରେ ଏହି ବୈଠକ ବସିବାର ଅଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ…

ଭିଜିଲାନ୍ସ ହାତରେ ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ର , ଘରୁ ବାହାରୁଛି ପୁଳାପୁଳା ସୁନା

ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ କରିଛି । ତେବେ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବା ନେଇ…

ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ ସହିତ ଆଲୋଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ଦିଲ୍ଲୀରେ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହୋଇଥିଲା ।…

ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ତିନିଦିନ ପରେ ଜାତୀୟ ପର୍ବ ‘ସ୍ବାଧୀନତା ଦିବସ‘।‘ ଅଗଷ୍ଟ ୧୫ତାରିଖରେ ସାରା ଦେଶ ସମେତ ଓଡ଼ିଶାରେ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ଚଳିତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହୋଇଥିବା ବେଳେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେନେଇ ମୁଖ୍ୟମନ୍ତ୍ରୀଙ୍କ…

ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି ।  ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…