Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
Odisha
All about all odisha state news updates
ଆସନ୍ତା ୨୧ ରେ ୧୨ ଘଣ୍ଟିଆ ବରଗଡ ବନ୍ଦ ଡାକରା
ବରଗଡ ଜଙ୍ଗଲରୁ ଉଦ୍ଧାର ଯୁବତୀଙ୍କୁ ନ୍ୟାୟ ଦାବୀ ନେଇ ସର୍ବ ଦଳୀୟ ବୈଠକ ବସିଛି । ଏଥିରେ ଆସନ୍ତା ୨୧ ତାରିଖ ମଙ୍ଗଳବାର ଦିନ ୧୨ ଘଣ୍ଟିଆ ବରଗଡ ବନ୍ଦ ଡାକରା ଦିଆଯାଇଛି । ବର୍ତ୍ତମାନ ମଧ୍ୟ ଘଟଣାରେ ପୁଲିସ ଅନ୍ଧାରରେ ବାଡି ବୁଲାଉଛି । ପୀଡିତାଙ୍କୁ ନ୍ୟାୟ ଦାବିରେ ବରଗଡ ନାଗରିକ କମିଟି…
୨୦୩୬ ସୁଦ୍ଧା ଓଡିଶାକ ହେବ ସମୃଦ୍ଧ ରାଜ୍ୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସାମ୍ବାଦିକ ସମ୍ମିଳନୀ । କହିଲେ, ଆମ ସରକାର ମାତ୍ର ସାତ ମାସ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇ ଆମ ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ କ୍ଷେତ୍ର ପ୍ରସ୍ତୁତ କରୁଛନ୍ତି । ବର୍ତ୍ତମାନର ବିଭନ୍ନ ଆହ୍ୱାନର…
ରଘୁରାଜପୁର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ
ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ ସହ ପ୍ରଦର୍ଶନୀ ପଡ଼ିଆରେ…
ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ: ସେପଟେ ଗୁଳିମାଡ଼କୁ ନେଇ ଜୋରଧରିଲା ରାଜନୀତି
ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍ ଜାରି ରହିଛି। କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ। ସେପଟେ ନବ…
କୋଇଲା ହପର୍ ଭୁଶୁଡିବା ଘଟଣା : ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର
ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣାରେ ନିଖୋଜ ଥିବା ସମସ୍ତ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ପ୍ରଥମେ ଦୁଇ ଜଣଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଦୀର୍ଘ ୩୬…
ହୁଣ୍ଡି ସ୍ଥାନାନ୍ତର ପରେ ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ
ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିରରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ତାରିଖ ପୁନର୍ବାର ଘୁଞ୍ଚିବାକୁ ନେଇ ଚର୍ଚା ଜୋର ଧରିଛି ।
ହୁଣ୍ଡି ସ୍ଥାନାନ୍ତର ପାଇଁ କିଛି ଅନୁମତି ଜରୁରୀ।…
ପକ୍ଷୀ ଗଣନା ଚାଲିଛି
ରାଜ୍ୟରେ ପକ୍ଷୀଗଣନା ଚାଲିଛି। ଚଳିତବର୍ଷ ଗୋଟିଏ ଦିନରେ ରାଜ୍ୟର ସମସ୍ତ ସ୍ଥାନରେ ପକ୍ଷୀ ଗଣନା କରାଯିବାକୁ ଯୋଜନା ହୋଇଛି। ଗଣନାରେ ସାମିଲ୍ ହେବାକୁ ଥିବା ସମସ୍ତ ସଦସ୍ୟଙ୍କ ତାଲିମ ପ୍ରକ୍ରିୟା ଶେଷ ହୋଇଛି।
ଆଜି ଭୋର୍ରୁ ଗଣନା ଆରମ୍ଭ ହୋଇ ସଂଧ୍ୟା ସୁଦ୍ଧା ଶେଷ କରିବାକୁ…
ଅନେକ ଦିନର ଅପେକ୍ଷା ପରେ ଆଜି ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ଉପରେ ବୁଲିଲା ବୁଲଡୋଜର
ଅନେକ ଦିନର ଅପେକ୍ଷା ପରେ ଆଜି ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ଉପରେ ବୁଲିଲା ବୁଲଡୋଜର । ଗତକାଲି ଏନେଇ ବିଡିଏ ପକ୍ଷରୁ ଘୋଷଣା ହୋଇଥିଲା। ଆଜି ଦିନ ୧୨ ଟା ସୁଦ୍ଧା ଆଶ୍ରମରୁ ସବୁ ଜିନିଷପତ୍ର ଖାଲି କରିବାକୁ ମଧ୍ୟ ଘୋଷଣା କରିଥିଲା ବିଡିଏ । ଆଜି ସୁରକ୍ଷା କର୍ମୀଙ୍କ ସହ ଠିକଣା…
ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ
ଆଜି ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ । ବୈକୁଣ୍ଠ ଧାମ ଆଶ୍ରମରେ ଆଉ ଚାଲିବନାହିଁ ଆତ୍ମଘୋଷିତ ବାବା କାଶୀନାଥଙ୍କ ଦରବାର । ଧର୍ମ ନାଁରେ ଆଉ ଠକିପାରିବେ ନାହିଁ ବାବା କାଶୀନାଥ । ବେଆଇନ ଭାବେ ସରକାରୀ ଜମି ଉପରେ ଗଢିଥିବା ସାମ୍ରାଜ୍ୟକୁ ମାଟିରେ ମିଶାଇବାକୁ ଯାଉଛି ବିଡିଏ । ଜବରଦଖଲକୁ…
ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ
ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ । ସିଙ୍ଗାପୁରର ଜୁରଙ୍ଗ ପେଟ୍ରୋକେମିକାଲକ୍ସ କମ୍ପ୍ଲେକ୍ସ ଓ ଟୁଆସ ବନ୍ଦର ମଡେଲ୍ରେ…