Browsing Category

Odisha

All about all odisha state news updates

ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା…

ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ

ଆଜି ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ବତନ୍ତ୍ର ହେଲିକ୍ୟାପ୍ଟରରୁ ଭୁବନେଶ୍ବରରୁ ଯାଇଁ ଘଟଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଉଭୟ ପାର୍ଶ୍ବରେ ଶହ ଶହ ମହିଳା । ମୁଖ୍ୟମନ୍ତ୍ରୀ ହେବା ପରେ କେନ୍ଦୁଝରକୁ ଏହା ତାଙ୍କର ପ୍ରଥମ ଗସ୍ତ।…

ସୁଭଦ୍ରା ଯୋଜନା : ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା

ରାଜ୍ୟରେ ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଚାରିଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି । ସେହି ଘୋଷଣା ଭିତରେ ସବୁଠାରୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା । ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା ।…

ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା

ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ।…

ବନ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ଦୁର୍ବଳ ନଦୀ ବନ୍ଧ ଗୁଡିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର

ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି…

ଭୁବନେଶ୍ବର ହେବ ବିଶ୍ବସ୍ତରୀୟ

ଭାରତ ଲକ୍ଷ୍ୟରେ ବିକଶିତ ଓଡ଼ିଶା ସାମିଲ୍ ଅଛି। ଏଥିପାଇଁ ସହରାଞ୍ଚଳର ବିକାଶ ହେବା ଦରକାର। ତେଣୁ ରାଜ୍ୟର ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସପାଲଟି ଓ ମହାନଗର ନିଗମଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବାକୁ ହେବ। ଭୁବନେଶ୍ୱର ରାଜ୍ୟର ରାଜଧାନୀ ହୋଇଥିବା ଦୃଷ୍ଟିରୁ ଏହାକୁ ଏକ ବିଶ୍ୱସ୍ତରୀୟ…

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ

ପଟିଆଛକର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଖବର ସାମ୍ନାକୁ ଆସିଛି । ଆପାର୍ଟମେଣ୍ଟର ଗୋଟିଏ ମହଲାରେ ଏହି ଅଗ୍ନିକାଣ୍ଡଟି ଘଟିଛି । ହୁତହୁତ ହୋଇ ଜଳୁଛି ଏହି ଆପାର୍ଟମେଣ୍ଟ । ଏହି ଅଗ୍ନିକାଣ୍ଡ କେଉଁ କାରଣ ପାଇଁ ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।ଭୟଙ୍କର ନିଆଁ…

ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ

ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…