Browsing Category

Odisha

All about all odisha state news updates

କୁମ୍ବିଂ ଅପରେସନ ବେଳେ ମାଓ ଡମ୍ପ ଠାବ

ମାଲକାନଗିରି ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । କୁମ୍ବିଂ ଅପରେସନ ବେଳେ ଘଞ୍ଚ ଜଙ୍ଗଲ ଭିତରୁ ମାଓ ଡମ୍ପ ଠାବ କଲେ ଯବାନ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଲୁଚାଇ ରଖିଥିବା ଏହି ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ…

ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ସେଗୁଡିକ ପରିବର୍ତ୍ତନ କରାଯିବ । ଚଟାଣ ନୂଆ ଭାବେ କରାଯିବ । ଯେଉଁ ଦିନଠାରୁ କାମ ଆରମ୍ଭ ହେଲାଣି ସଠିକ ସମୟ ଦିଆଯାଇପାରିନି । ସେହିପରି ବିଶେଷ ଦିନ ମାନଙ୍କରେ କାମ ବନ୍ଦ ରହିଛି ।…

ଗଜପତି ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ

ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ଗଜପତିଙ୍କ ପୁଷ୍ୟାଭିଷେକ । ଏଥିପାଇଁ ଶ୍ରୀନହରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା । ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି…

୧୮ରୁ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧…

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି…

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଛି । ଏହି ପୁଷ୍ୟାଭିଷେକରେ ଷୋଳ ଶାସନ ବ୍ରାହ୍ମଣ ପୁରୋହିତ ଗଜପତିଙ୍କୁ ଆଶୀର୍ବାଦ କରିଛନ୍ତି । ଏହି ପୁଷ୍ୟାଭିଷେକ କାର୍ଯ୍ୟ ରାଜଗୁରୁ ଦେବୀପ୍ରସାଦ, ରାଜଗୁରୁ ସୁଧାଂଶୁ  ସମ୍ପାଦନ କରିଛନ୍ତି । ପରେ ଗଜପତି…

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ ହୋଇଛି । ବିଦେଶରୁ ବିମାନ ଯୋଗେ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ଓ ଡିଆରଆଇ ୪ କୋଟି ମୂଲ୍ୟର ନିଶା ଦ୍ରବ୍ୟ ଜବତ କରିବାରେ ସଫଳ ହୋଇଛନ୍ତି । ପୂର୍ବରୁ ଏୟାରପୋର୍ଟରୁ ବିପୁଳ ସୁନା ଜବତ ହେଉଥିବା…

୮୦ ବର୍ଷରୁ ଅଧିକ ବୟସ୍କ ଓ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ଵ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମାସିକ ଭତ୍ତା ଆକାରରେ ୩୫୦୦ ଟଙ୍କା ପ୍ରଦାନ କରିଛନ୍ତି । କେନ୍ଦୁଝରରେ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।…

୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର‌୍ୟାମ୍ପ ଓ ବ୍ୟାରିକେଡ୍‌ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି ।  ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ ।  ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ନଦୀ ଘାଟରେ ପ୍ରବଳ ଜନ ସମାଗମ ଦେଖିବାକୁ…