Trending
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
Browsing Category
Odisha
All about all odisha state news updates
ଆଜି ରାଜ୍ୟ କ୍ୟାବିନେଟ୍
ଆଜି ରାଜ୍ୟ କ୍ୟାବିନେଟ୍। ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଶେଷ କରି ରତ୍ନଭଣ୍ଡାର ମରାମତି…
ଓଡିଶା ହେବ ଗ୍ରୋଥ୍ ଇଞ୍ଜିନ୍
ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ…
ଓଡ଼ିଶାରେ କାର୍ଯ୍ୟକାରୀ ହେବ “ପେସା ଆଇନ”
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଦୀର୍ଘଦିନ ଧରି ବନ୍ଦ ରହିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନିୟମିତ ଭାବେ ଶୁଣାଣି ଆରମ୍ଭ କରିଥିଲେ । ଏଥିସହିତ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲା ଯିବା ସହିତ ରତ୍ନଭଣ୍ଡାର ମଧ୍ୟ ଖୋଲା…
ଆଜି ଶ୍ରାବଣ ମାସର ତୃତୀୟ ସୋମବାର,ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ
ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ରାଜ୍ୟର ବିଭିନ୍ନ ଶିବ ମନ୍ଦିର ଗୁଡିକରେ ଜଳ ଲାଗି କରୁଛନ୍ତି କାଉଡିଆ। ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ଵର, ବାବା ଆଖଣ୍ଡଳମଣି, ପୁରୀର ବାବା ଲୋକନାଥଙ୍କ ପୀଠ…
ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ୟୁନିଟ- ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଜନ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ପୂର୍ବାହ୍ନ ୧୧ରୁ ଆରମ୍ଭ ହେବ ଜନ ଶୁଣାଣି ।…
କେନ୍ଦୁଝର ହେବ ମେଗା ଷ୍ଟିଲ ପ୍ଲାଣ୍ଟ
ବିକଶିତ ଓଡିଶା ଗଠନ ପାଇଁ ମୋହନ ସରକାରଙ୍କ ସଂକଳ୍ପ । ଶିଳ୍ପ ସମୃଦ୍ଧ ହେବ ଓଡିଶା, ଆଉ ରହିବିନି ବେକାରୀ । ନିଜ ମାଟିରେ ରୋଜଗାର ପାଇବ ଓଡ଼ିଆ ପୁଅ । ଶିଳ୍ପ ବିଭାଗର ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନରକାରୀ କ୍ଷେତ୍ର ଗୁଡିକ ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…
ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପେଶା ଆଇନ
ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପେଶା ଆଇନ । ବିଜେପି ଏସଟି ମୋର୍ଚ୍ଚା ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆଦିବାସୀଙ୍କ ବିକାଶ ପାଇଁ ବିଜେପି ସରକାର ସମର୍ପିତ । ନିର୍ବାଚନ ମଣ୍ଡଳୀକୁ କ୍ଲଷ୍ଟର କରାଯିବ । ଯେଉଁଠି…
ଖୋଲିଲା ହୀରାକୁଦରେ ୪ଟି ଗେଟ୍
ଆଜି ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା।…
ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ
ପ୍ଲାର୍ଟଫର୍ମରେ ଛିଡା ହୋଇଥିବା ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ । କୋରବା- ବିଶାଖାପାଟଣା ଏକ୍ସପ୍ରେସର ୩ଟି ଏସି କୋଚ୍ ରେ ଲାଗିଲା ନିଆଁ । ବିଶାଖାପାଟଣା ଷ୍ଟେସନର ୪ନଂ ପ୍ଲାଟଫର୍ମରେ ଅଘଟଣ । କୌଣସି ଯାତ୍ରୀଙ୍କ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।
ଫେରିଲା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ
ମହାତ୍ମା ଗାନ୍ଧୀ ମାର୍ଗକୁ ୫ ବର୍ଷ ପରେ ଫେରିଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ। ଏଣିକି ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆଉ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହେବନି।ଚଳିତବର୍ଷ ସ୍ବାଧୀନତା ଦିବସ ଉପଲକ୍ଷେ ଓଡ଼ିଆ ଅସ୍ମିତା ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତି ଯଥୋଚିତ ସମ୍ମାନ…