Browsing Category

Odisha

All about all odisha state news updates

ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ…

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବିଭ୍ରାଟ

ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ। କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ। ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ।…

ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ

ମୋଦି ସରକାର ଆସିବାର ଦଶ ବର୍ଷ ପରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ କରିଥିଲେ। ହେଲେ ଓଡ଼ିଶାରେ ପୂର୍ବ ସରକାର ତାକୁ ଲାଗୁ କରିନଥିଲେ। ଚୁକ୍ତିନାମା ସ୍ବାକ୍ଷରିତ ହେବା…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲ ରେ ଛାତ୍ରୀଙ୍କ ଆତ୍ମହତ୍ୟା

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲ ରେ ଛାତ୍ରୀଙ୍କ ଆତ୍ମହତ୍ୟା  ।  +୨ ଦ୍ୱିତୀୟ ବର୍ଷର ଛାତ୍ରୀ । ଉତ୍କଳିକା ସ୍ୱାଇଁ। କେନ୍ଦ୍ରାପଡ଼ା ଜିଲ୍ଲାର ୩ ଜଣିଆ ରୁମ୍ ହଷ୍ଟେଲରେ ରୁହନ୍ତି ।  କେହି ନଥିବା ବେଳେ ବେକରେ ଓଢଣୀ  ଲଗାଇ ଆତ୍ମହତ୍ୟା କରିଛନ୍ତି  । ସୁଚନା ଅନୁଯାୟୀ ଗତକାଲି ରାତିରେ…

ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ରାଜଭବନ ଉଦ୍ୟାନ

ରାଜଭବନ ଉଦ୍ୟାନ ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ। କେବଳ ମୋବାଇଲ ଆପ୍ ପଞ୍ଜୀକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ। ଏଥିନିମନ୍ତେ ପ୍ଲେ…

ପୁରୀରେ ବାଗେଶର ବାବାଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ

ଶ୍ରୀ ବାଗେଶର ଜନ ସେବା ସେମିତି ଆନୁକୁଲ୍ୟରେ ଲାଇଟ ହାଉସ ସ୍ଥିତ ଏକ ହୋଟେଲ ପରିସରରେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ପ୍ରବଚନ ଆଜି ବି ଜାରି ରହିଛି। ଏହା ଗତ ୧୦ ତାରିଖ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ବେଳେ ୧୫ ତାରିଖ…

ମହାକୁମ୍ଭ ଉପଲକ୍ଷେ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ସ୍ଵତନ୍ତ୍ର ବସ

ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍‌ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ…

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ବାଗେଶ୍ୱର ବାବା

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ବାଗେଶ୍ୱର ଧାମର ବାବା ଧୀରେନ୍ଦ୍ର କ୍ରୀଷ୍ନା ଶାସ୍ତ୍ରୀ । କଡା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରକୁ ଯିବା ପୂର୍ବରୁ ବ୍ୟାରିକେଡରେ ଅପେକ୍ଷା କରିଥିବା ଭକ୍ତଙ୍କୁ ଅଭିବାଦନ ଜଣାଇଥିଲେ ବାବା ।…

ଭୁଲ୍‌ରେ ସୁଭଦ୍ରା ଯୋଜନରୁ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ହେଲେ ସାମିଲ

ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା ସୁବିଧା ଉପଲବ୍ଧ କରାଯାଇଛି। ଏହାଦ୍ୱାରା ଯେଉଁମାନେ ଭୁଲରେ ନାମ…

 ତାମିଲନାଡ଼ୁରେ 2 ଓଡ଼ିଆ ଦାଦନଙ୍କୁ ହତ୍ୟା

ତାମିଲନାଡ଼ୁରେ 2 ଦାଦନଙ୍କୁ ହତ୍ୟା କରାଯାଇଛି। ତାମିଲନାଡ଼ୁକୁ ଦାଦନ ଖଟିବାକୁ ଯାଇ 2 ଯୁବକଙ୍କ ମୃତ୍ୟୁ ହୋଇଛି ।ଚେନ୍ନାଇ ସେଣ୍ଟ୍ରାଲ ନିକଟ ପେରାମ୍ବର ଷ୍ଟେସନରୁ ମୃତଦେହକୁ ଉଦ୍ଧାର କରିଛି ପୋଲିସ ।2 ମୃତଦେହ ଉଦ୍ଧାର ନେଇ ସୂଚନା ଦେଲା ତାମିଲନାଡ଼ୁ ପୋଲିସ ।  2 ମୃତକ ହାତୀଶାଲପଡ଼ାର ଉମେଶ…