Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Browsing Category
Odisha
All about all odisha state news updates
ବାଣ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ, ୨ ଆହତ
ଦୀପାବଳିରେ ଅଘଟଣ ଘଟିବାରୁ ବାଣ ବିସ୍ଫୋରଣରେ ତିନି ଜଣ ଆହତ ହୋଇଛନ୍ତି। ପୁରୀ ସଦର ଥାନା ବାଟ ଗାଁରେ ଘଟିଛି ଏହି ଘଟଣା। ଆହତମାନେ ହେଉଛନ୍ତି, ଗୁଲା ରାଉତ, ଲିପା ରାଉତ ଓ ସଞ୍ଜୟ ଜେନା। ଗୁଲା ଓ ସଞ୍ଜୟଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ି ଯାଇଥିବା…
ଦୀପାବଳି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋହନ ମାଝି
ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆରେ ସେ ଟୁଇଟ୍ କରି କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର…
ମହିଳା ନିର୍ଯ୍ୟାତନା କ୍ଷେତ୍ରରେ ବିଜେପି ସରକାରଙ୍କ ଶୂନ୍ୟ ସହନଶୀଳତା
ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳା କର୍ମଚାରୀଙ୍କୁ ସିଡିପିଓ ଡାକ୍ତରଖାନା ଛାଡିନଥିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦ୍ରାପଡ଼ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।…
ଡ୍ୟାନସ ବାରରେ ମହିଳା ଆଉ ନାଚିପାରିବେନି
ଡ୍ୟାନସ ବାରରେ ମହିଳା ଆଉ ନାଚିପାରିବେନି ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି । ଅବକାରୀ ନୀତିରେ ବଡ ପରିବର୍ତ୍ତନ କରାଯାଇଛି । ଏଣିକି ଡାନ୍ସ ବାରରେ ନୃତ୍ୟ କରିପାରିବେନି ବାରଗାର୍ଲ୍ । ଅର୍କେଷ୍ଟ୍ରା ପରିବେଷଣ କରାଯାଇପାରିବ । ବାରରେ କୌଣସି ବାର ଗାର୍ଲ୍ସ ନୃତ୍ୟ ପରିବେଷଣ…
ଆଜି ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ
କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ…
ଓଡିଶାରେ ହ୍ରାସ ପାଇବ ପେଟ୍ରୋଲ ଓ ଡିଜେଲ ଦର
ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। କମିବ ପେଟ୍ରୋଲ ଓ ଡିଜେଲ ଦର। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ମାଲକାନଗିରି,…
ଦୀପାବଳି ପାଇଁ ଲାଗୁ ହେଲା ଗାଇଡ୍ଲାଇନ୍
ରତିପାହିଲେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ଲାଗି ମନା କରାଯାଇଛି।…
ବିଜେଡ଼ି ଛାଡିଲେ ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ
ଦଳ ଉପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡୁଛନ୍ତି ନେତା | ଆଜି ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ ବିଜେଡ଼ି ଛାଡିଛନ୍ତି | ବିଜେଡ଼ି ପ୍ରାଥିନୀ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ସୁନନ୍ଦା ଦାସ |ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପାତ୍ର ପଠାଇଛନ୍ତି |୫ମାସ ହେବ ଦଳରେ ଅଣଦେଖା…
ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ
ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା । ବିବାଦ ପରେ ଆକ୍ସନ ମୋଡକୁ ଆସିଛି ଲିଙ୍ଗରାଜ ମନ୍ଦିର ପ୍ରଶାସନ । ସଂପୃକ୍ତ ସେବାୟତ ତଥା ସୁପରଭାଇଜର ରାଜକିଶୋର ମହାପାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହେବ ବୋଲି କହିଛନ୍ତି ମନ୍ଦିର ପରିଚାଳନା…
ଖୋଲିଲା ଶିମିଳିପାଳ ଅଭୟାରଣ୍ୟ
ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି। ଫଳରେ ପୁଣି ଥରେ…