Browsing Category

Odisha

All about all odisha state news updates

ବନ୍ଦ ହେଲା ହୀରାକୁଦର ଦୁଇଟି ଗେଟ୍

ବନ୍ଦ ହେଲା ହୀରାକୁଦର ଦୁଇଟି ଗେଟ୍। ବର୍ତ୍ତମାନ ୧୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ବାମ ପାର୍ଶ୍ବରେ ୧୨ ଓ ଦକ୍ଷିଣ ପାର୍ଶ୍ବରେ ୬ଟି ଗେଟ୍ ଖୋଲା ରହିଛି। ଏବେ ହୀରାକୁଦର ଜଳସ୍ତର ୬୧୧.୮୫ ଫୁଟ୍ ରହିଛି। ୧ ଲକ୍ଷ ୫୭ ହଜାର ୨୭୨ କ୍ୟୁସେକ ଜଳ ବର୍ତ୍ତମାନ ଡ୍ୟାମ୍ ମଧ୍ୟକୁ ପ୍ରବେଶ…

ଆଇପିଏସ ରାଜେଶଙ୍କୁ ନିଲମ୍ବନ

ଆଇପିଏସ ଅଧିକାରୀ ରାଜେଶ ପଣ୍ଡିତଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜ୍ୟ ଗୃହ ବିଭାଗକୁ ଏକ ଚିଠି ଲେଖାଯାଇଛି । କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ଆଇପିଏସ ରାଜେଶଙ୍କ ଉପରେ ଏହି…

ମହାନଦୀରେ ବନ୍ୟା ଆଶଙ୍କା

ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଯୋଗୁ ମହାନଦୀରେ ପାଣି ବଢ଼ିବାରେ ଲାଗିଛି। ଅନୁଗୋଳ ଜିଲାର ଆଠମଲ୍ଲିକଠାରେ ହୀରାକୁଦର ପାଣି ପହଞ୍ଚିବା ପରେ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିସହିତ ମହାନଦୀ ପାଣି ଦୁଇ କୂଳକୁ ଛୁଇଁଛି l…

 ଆଜି ଦିନ ୧୧ଟା ସୁଦ୍ଧା ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି

ଆଜି ଦିନ ୧୧ଟା ସୁଦ୍ଧା ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି । ରବିବାର ୩ଟି ପର୍ୟ୍ୟାୟରେ ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଖୋଲା ହୋଇଥିଲା । ଏହାପରେ ଆଜି ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି ।ମହାନଦୀ ଅବବାହିକାରେ ସମ୍ବଲପୁର, ସୋନପୁର, ନୟାଗଡ, ପୁରୀ, କଟକ, କେନ୍ଦ୍ରପଡା ଓ ଜଗତସିଂହପୁର…

ଖାଲି ଆଲମିରା ଓ ସିନ୍ଦୁକ ହଟିଲେ ହେବ ମରାମତି – ଜଷ୍ଟିସ ବିଶ୍ୱନାଥ ରଥ

ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଶେଷ ପରେ ପ୍ରତିକ୍ରିୟା ରଖିଛନ୍ତି କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ। ଗଣମାଧ୍ୟମକୁ ସୂଚନା ଦେଇ ବିଶ୍ୱନାଥ ରଥ କହିଛନ୍ତି, ମନ୍ଦିରର ସ୍ଥାୟିତ୍ୱକୁ ଅଧିକ ଧ୍ୟାନ ଦିଆଯାଇଛି । ରତ୍ନ ଖାଲି କରାଯିବା ପରେ ଯେଉଁ ଖାଲି ସିନ୍ଦୁକ ଅଛି ତାହାକୁ ସ୍ଥାନାନ୍ତର କରାଯିବ ।…

ସାବଧାନ ! ଫୁଲୁଛି ମହାନଦୀ

ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। ସାରା…

ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ…

ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ଲାଗୁ

ଆସନ୍ତା ସେପ୍ଟେମ୍ବର ୧୭ ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଅର୍ଗସକୁ ଦେଇଥିବା ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟାରେ ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଓଡିଶାରୁ ଜମ୍ମୁ କାଶ୍ମୀର ଯିବେ ବିଏସଏଫ୍ ଯବାନ

ଓଡିଶାର ମାଲକାନଗିରି ଅଞ୍ଚଳରେ ମୁତୟନ ହୋଇଥିବା ପ୍ରାୟ ୨୦୦୦ ବିଏସଏଫ (BSF) ଯବାନଙ୍କୁ ଜମ୍ମୁ-କାଶ୍ମୀରରେ ମୁତୟନ କରାଯିବ । ସେଥିପାଇଁ ଭାରତୀୟ ସେନା ଏହି ନିଷ୍ପତ୍ତି ନେଇଛି । ଭାରତ ପାକ ସୀମାରେ ଅଧିକ ସୈନିକଙ୍କ ଆବଶ୍ୟକତାକୁ ଉପଲବ୍ଧି କରି ଭାରତୀୟ ସେନା ଏଭଳି କରିଥିବା କୁହାଯାଉଛି ।…

ଆଇଏଏସ୍‌ ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ…