Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Odisha
All about all odisha state news updates
ଶନିବାର 10ଟାରେ ଖୋଲିବା ସ୍କୁଲ
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ । କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର । କୋରାପୁଟର ସବୁ ସ୍କୁଲକୁ ଜିଲ୍ଲା ଶିକ୍ଷା ଅଧିକାରୀ ଟିଠି…
ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି : ସୁରେଶ ପୁଜାରୀ
ଆମର ରଙ୍ଗ କେବେହେଲେ ବଦଳି ନାହିଁ । କିନ୍ତୁ ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି । ରଙ୍ଗ ବଦଳାଇ ବିଜେଡି ୧୯୯୮ରେ ଆମ ସହ ମେଂଟ କରିଥିଲା । ନିଜ ଆବଶ୍ୟକତା ପୁର୍ତି ହୋଇଯିବା ପରେ ଏବଂ ନିଜ ସ୍ୱାର୍ଥ ଦୃଷ୍ଟିକୋଣରୁ ବିଜେଡି ୨୦୦୯ରେ ପୁଣି ଥରେ ବିଜେପି ସହ ସଂପର୍କ ଛିନ୍ନ କରିଥିଲା ଏବଂ…
ଜୟନାରାୟଣଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଲେ ମନମୋହନ ସାମଲ
ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟନାରାୟଣଙ୍କ ବୟାନକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳରେ ସମସ୍ତଙ୍କୁ ସମାନ ନ୍ୟାୟ ଦିଆଯାଇଥାଏ।…
ବ୍ଲୁଫ୍ଲାଗ୍ ବେଳାଭୂମିରେ ନୌସେନାର ଅଭ୍ୟାସ
ଓଡିଶାର ପୁରୀ ଉପକୂଳରେ ପାଳନ ହେବ ନୌସେନା ଦିବସ। ପୁରୀ ବେଳାଭୂମିରେ ସୃଷ୍ଟି ହୋଇଛି ଯୁଦ୍ଧଭୂମିର ଭ୍ରମ। ଚାରିପଟେ ଯୁଦ୍ଧ ଟ୍ୟାଙ୍କ୍ ସମେତ ଯୁଦ୍ଧ ଜାହାଜ ଓ ନୌସେନା ଓ ଇଣ୍ଡିଆନ ଆର୍ମିର ଅଧିକାରୀଙ୍କ ଦଖଲରେ ପୁରୀ ବ୍ଲୁଫ୍ଲାଗ୍ ବେଳାଭୂମି। ଡିସେମ୍ବର 4ରେ ଅନୁଷ୍ଠିତ ନୌସେନା ଦିବସ ପାଇଁ…
ଆରମ୍ଭ ହେଲା ବିଜେପିର ସାଙ୍ଗଠନିକ କର୍ମଶାଳା
ଭାରତୀୟ ଜନତା ପାର୍ଟିର ସଙ୍ଗଠନ କର୍ମଶାଳା ଆରମ୍ଭ ହୋଇଛି। ଆଜି ଦିନ ତମାମ ଦଳର ସଙ୍ଗଠନ ମଜଭୂତ ଦିଗରେ ହେବ ଆଲୋଚନା। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ପରାମର୍ଶକୁ କିପରି ଗ୍ରାଉଣ୍ଡକୁ ନିଆଯିବ ସେ ନେଇ ତିଆରି ହେବ ରୋଡମ୍ୟାପ।
ବୈଠକରେ ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ…
କଂଗ୍ରେସ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ
ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ତିନୋଟି ଖରାପ ତତ୍ତ୍ବ କଂଗ୍ରେସ ଠାରେ ଦେଖିବାକୁ ମିଳୁଛି। ତାହା ହେଲା ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ ତତ୍ତ୍ବ। ଏସବୁ ବିଲକ୍ଷଣ ପାଇଁ ସାରା ଦେଶରେ କଂଗ୍ରେସ ସତ୍ତା…
୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ
ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ…
ପଶ୍ଚିମବଙ୍ଗରୁ ଆଉ ଓଡ଼ିଶା ଆସିବ ନାହିଁ ଆଳୁ , ଆମେ ମାଗି ଖିଆ ନୁହଁ
ପଶ୍ଚିମବଙ୍ଗରୁ ଆଉ ଓଡ଼ିଶା ଆସିବ ନାହିଁ ଆଳୁ। ଓଡ଼ିଶା ପଶ୍ଚିମବଙ୍ଗରୁ ଆଉ ଆଳୁ ମାଗିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର। ମନ୍ତ୍ରୀ କହିଛନ୍ତି, ଆମେ ମାଗି ଖିଆ ନୁହଁ, ପଶ୍ଚିମବଙ୍ଗରେ କେବଳ ଆଳୁ ନାହିଁ । ଉତ୍ତର ପ୍ରଦେଶରୁ ଆଜି ଆଳୁ ଆସିଛି । ବଜାରରେ ପର୍ୟ୍ୟାପ୍ତ…
ଆତଙ୍କବାଦୀ ଗୁରୁପତୱନ୍ତ୍ ସିଂ ପନ୍ନୁ ନାମରେ ଏକ ଧମକପୂର୍ଣ୍ଣ ଇମେଲ ,ଅନ୍ୟପଟେ ଭୁବନେଶ୍ବର ବିମାନବନ୍ଦରରୁ ଏକ ଅଜଣା…
ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀ ଭୁବନେଶ୍ବରର ଲୋକସେବା ଭବନରେ ଚାଲିଥିବା ବେଳେ ଏବେ ଭୁବନେଶ୍ବର ବିମାନବନ୍ଦରରୁ ଏକ ଅଜଣା ବ୍ୟାଗ୍ ଜବତ କରାଯାଇଛି। ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ୍ ସିଂ ପନ୍ନୁ ନାମରେ ଏକ ଧମକପୂର୍ଣ୍ଣ ଇମେଲ ଆସିବା ପରେ ଅଜଣା…
ଲୋକସେବା ଭବନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଦେଶ ସୁରକ୍ଷା ପ୍ରସଙ୍ଗରେ ଭୁବନେଶ୍ବରରେ ଐତିହାସିକ ବୈଠକ । ଡିଜିପି/ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ । ଲୋକସେବା ଭବନ କନଭେନସନ୍ ସେଣ୍ଟର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୃହମନ୍ତ୍ରୀ ଅମିତ ଶାହ, NSA ଅଜିତ୍ ଡୋଭାଲ ମଧ୍ୟ ଲୋକସେବା ଭବନରେ ପହଞ୍ଚିଛନ୍ତି । ପ୍ରଥମ…