Browsing Category

Odisha

All about all odisha state news updates

ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟରେ ବିଜେପିର ସାଙ୍ଗଠନିକ ସ୍ଥିତିକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତୀୟ ଜନତା ପାର୍ଟି  ଶିବିରରେ ତତ୍ପରତା ପ୍ରକାଶ ପାଇଛି।  ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତୃବୃନ୍ଦଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ଆଗାମୀ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ରାଜ୍ୟର ସମୃଦ୍ଧ ଇତିହାସ ଓ ସଂସ୍କୃତିର ମୂକସାକ୍ଷୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ ଆଜି ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ବାବୁ…

ଶାମ୍ବଦଶମୀ ଅବସରରେ ଆସନ୍ତାକାଲି ମାଗଣାରେ ସୂର୍ଯ୍ୟ ମନ୍ଦିର ବୁଲିବେ ପର୍ଯ୍ୟଟକ; ପ୍ରବେଶ ପାଇଁ ଶୁଳ୍କ ଛାଡ

କୋଣାର୍କ: ପୁରୀ ଜିଲ୍ଲାର ସୂର୍ଯ୍ୟ ମନ୍ଦିରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ଅର୍ଥାତ୍ ଡିସେମ୍ବର ୩୦ ତାରିଖରେ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଶୁଳ୍କ ଛାଡ କରାଯାଇଛି। ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଚଳିତବର୍ଷ ମଧ୍ୟ କୋଣାର୍କ ସୁରକ୍ଷା…

ଆସନ୍ତା ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର : ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।…

ଶୀଘ୍ର ନିଗମ ଓ ବୋର୍ଡ ନିଯୁକ୍ତି ସମ୍ଭାବନା

ସଙ୍ଗଠନକୁ ସୁଦୃଢ କରିବାକୁ ଅଣ୍ଟା ଭିଡ଼ିବ ବିଜେପି । ଜିଲ୍ଲା ସ୍ତରରେ ସରକାରୀ ଓକିଲ ନିଯୁକ୍ତି ପରେ ନିଗମ ବୋର୍ଡ ନିଯୁକ୍ତି ନେଇ ଜୋରଦାର ଚର୍ଚ୍ଚା । ଏଭଳି ଚର୍ଚ୍ଚାକୁ ଖୋରାକ ଯୋଗାଇଛି ଆଇନ ମନ୍ତ୍ରୀ ଓ ରାଜ୍ୟ ସଭାପତିଙ୍କ ପ୍ରତିକ୍ରିୟା । ବର୍ଷର ଶେଷ ୩ ଦିନରେ ନିଗମ ନିଯୁକ୍ତି ବିଜ୍ଞପ୍ତି…

ଯୁବ ଓ ଛାତ୍ର ବିଜେଡିର ରାଜ୍ୟସ୍ତରୀୟ କମିଟି, ୧୬୦ ଯୁବ ଓ ୧୪୫ ଛାତ୍ର ନେତାଙ୍କୁ ବିଭିନ୍ନ ପଦବୀ

ପ୍ରକାଶ ପାଇଲା ଯୁବ ଓ ଛାତ୍ର ବିଜେଡିର ରାଜ୍ୟସ୍ତରୀୟ କମିଟି । ଏଥିରେ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରେ ଥିବା ଯୁବ ଓ ଛାତ୍ର ନେତାଙ୍କୁ ସ୍ଥାନ ଦିଆଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଅନୁମୋଦନରେ ୧୬୦ ଯୁବ ଓ ୧୪୫ ଛାତ୍ର ନେତାଙ୍କୁ ବିଭିନ୍ନ ପଦବୀ ମିଳିଛି । ଆଗକୁ ସରକାରଙ୍କ…

ପୁଣି ବିଜେଡି ନେତାଙ୍କ କଟକରେ ମେଳି

ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଭୁବନେଶ୍ବର ପରେ ଏବେ କଟକରେ କିଛି ବିଜେଡି ନେତା ମେଳି କରିଛନ୍ତି । ଏକାଠି ହୋଇଥିଲେ ବିଜେଡିର କିଛି ଯୁବ ଓ ବରିଷ୍ଠ ନେତା । ସୂଚନା ଅନୁସାରେ, କଟକ ତେଲେଙ୍ଗାପେଣ୍ଠ ଫାର୍ମହାଉସ୍‌ରେ ମେଳି ହୋଇଥିଲେ । ସେହି…

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା: କଳାକାରଙ୍କ ମାସିକ ଭତ୍ତା ବଢ଼ିଲା , ପାଇବେ ତିନି ହଜାର

କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ ମାସିକ ଭତ୍ତା ରାଶିରେ ଉଲ୍ଲେଖନୀୟ ବୃଦ୍ଧି କରାଯାଇଛି। ନୂତନ ଘୋଷଣା ଅନୁଯାୟୀ, ୪୦ରୁ ୮୦ ବର୍ଷ ବୟସ୍କ କଳାକାରମାନଙ୍କ ମାସିକ…

ଓଡ଼ିଶାରେ ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଓଡ଼ିଶାରେ ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ଭୁବନେଶ୍ବରରେ ପହଞ୍ଚିବା ପରେ ବିମାନବନ୍ଦରରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ମହାପ୍ରଭୁଙ୍କ…

ପଳାଶପଙ୍ଗା ଲ୍ୟାମ୍ପରେ ୨୦୨୫-୨୬ ବର୍ଷର ଖରିଫ ଧାନ କିଣା ପ୍ରକ୍ରିୟାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି । ଗସ୍ତ କାର୍ଯ୍ୟକ୍ରମର ପ୍ରଥମ ଦିନରେ ପଳାଶପଙ୍ଗା ଲ୍ୟାମ୍ପରେ ପହଞ୍ଚି ଜିଲ୍ଲାର ୨୦୨୫-୨୬ ବର୍ଷର ଖରିଫ ଧାନ କିଣା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ ପ୍ରଥମେ ଭୁବନେଶ୍ୱରରୁ ଆସି ହେଲିକାପ୍ଟର ଯୋଗେ ରାଇସୁଆଁ…