Browsing Category

Odisha

All about all odisha state news updates

ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ

ରଥାରୁଢ଼ ଜଗନ୍ନାଥଙ୍କ ଦର୍ଶନାଭିଳାଷରେ ଧାଇଁ ଆସିଥିଲେ ଶ୍ରୀକ୍ଷେତ୍ର । ବଳିଆର ଭୁଜଙ୍କୁ ଦେଖି ସୁଖ ଦୁଃଖ ସବୁ କହିବେ ବୋଲି ଭାବିଥିବେ । ଦୁଇ ହାତ ଟେକି ନିଜକୁ ସମର୍ପି ମଧ୍ୟ ଦେଇଥିବେ । କିନ୍ତୁ କିଏ ଜାଣିଥିଲା ଚଳିତ ବର୍ଷ ରଥଯାତ୍ରା ହେବ ତାଙ୍କ ଜୀବନର ଶେଷ ଦିନ ହେବ ବୋଲି । ପୁରୀରେ…

ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ

ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ…

ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ…

ଶ୍ରୀକ୍ଷେତ୍ରରେ ପହଣ୍ଡିରେ ଆସୁଛନ୍ତି ପ୍ରଭୁ ବଳଭଦ୍ର । ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି । ବଡ଼ ଠାକୁରଙ୍କୁ ବାଇଶି ପାହାଚ ଦେଇ ସେବକମାନେ ରଥକୁ ଆଣିଛନ୍ତି । ବଳଦେବଙ୍କୁ ବଡ଼ଦାଣ୍ଡରେ ଅପେକ୍ଷାରତ ତାଳଧ୍ବଜରେ ରଥାରୂଢ ହୋଇଛନ୍ତି । ଦିବ୍ୟ,…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ   ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ଘଣ୍ଟଘଣ୍ଟା, ହରିବୋଲରେ…

ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ…

ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ କିଛି ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଜି ଭୀଷଣରୁ ଅତିଭୀଷଣ ବର୍ଷା ପାଇଁ ପୁରୀକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭…

ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ

ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି ବା CCEA ଆଜି ରେଳମନ୍ତ୍ରଣାଳୟର ଦୁଇଟି ପ୍ରମୁଖ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି ।  ଏହି ପ୍ରକଳ୍ପଗୁଡ଼ିକର ଆନୁମାନିକ ମୋଟ ବ୍ୟୟବରାଦ…

ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ…

ରଥ ଯାତ୍ରା ପାଇଁ ଉତ୍ସବ ମୁଖର ହୋଇ ଉଠିଛି ଶ୍ରୀକ୍ଷେତ୍ର ପୁରୀ। ଭକ୍ତମୟ ହେଲାଣି ବଡ଼ଦାଣ୍ଡ। କାଳିଆ ସାଆନ୍ତର ଟିକେ ଦରଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତଙ୍କ ସୂଅ ଛୁଟିଲାଣି। ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି।…

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା , ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା । ଗୁରୁବାର ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଆଜି ରଥଖଳାକୁ ଆଜ୍ଞାମାଳ ବିଜେ କରିବ। ରଥଯାତ୍ରା ପ୍ରସ୍ତୁତି ଏବଂ ନୀତି ବହୁଳତା ଯୋଗୁଁ ସର୍ବସାଧାରଣ ଦର୍ଶନ…

ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା…

ଗାଁକୁ ପକ୍କା ସଡ଼କ, ନଦୀରେ ବ୍ରିଜ ! ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜ । ଗ୍ରାମୀଣ ଅଞ୍ଚଳରେ ରାସ୍ତାଘାଟ ଓ ପୋଲ ନିର୍ମାଣକୁ ବ୍ୟାପକ କରିବା ପାଇଁ ଓଡ଼ିଶା କ୍ୟାବିନେଟ୍ ଏକ ସାଙ୍ଗରେ ୨୭ ହଜା କୋଟିରୁ…

ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ -ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ। ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ । ଘୋଷଣା ହେଲା କେଜିରୁ ପିଜି ପର୍ଯ୍ୟନ୍ତ ନିଃଶୁଳ୍କ ଶିକ୍ଷା ବ୍ୟବସ୍ଥା । ପୂର୍ବରୁ ଏହି ବ୍ୟବସ୍ଥା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ଏଥିରେ…