Browsing Category

Odisha

All about all odisha state news updates

୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ହୀରାକୁଦ ଗେଟ୍ ଖୋଲିଲା, ସତର୍କ ସୂଚନା ଜାରି ହେଲା । ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି । ହୀରାକୁଦ ଗେଟ୍ ଖୋଲିବା ଏବଂ ତତପରେ ନଦୀ ମାନଙ୍କରେ ନିଷ୍କାସିତ ବନ୍ୟାଜଳର ପରିମାଣ ବୃଦ୍ଧି ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ,…

ହୀରାକୁଦ ଡ୍ୟାମରେ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ

ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ଡ୍ୟାମକୁ ଜଳ ପ୍ରବେଶ ଯୋଗୁ ବଢ଼ିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ନିଷ୍କାସନ ନିଷ୍ପତ୍ତି ନିଆଯାଇଛି। ସବୁ ବର୍ଷ ଭଳି ଚଳିତବର୍ଷ ମଧ୍ୟ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର…

ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ଦାବି ପାଇଁ ସହାୟତା ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ। ଧାମରା ଓ ଗୋପାଳପୁରରେ ନିକଟରେ ଶିଳ୍ପାଞ୍ଚଳ ଗଠନ ଦାବି କରିଛନ୍ତି। ଏଥିପାଇଁ ଗଞ୍ଜାମ ଜିଲ୍ଲାରେ ପ୍ରାୟ…

ଖୋଲିବ ହୀରାକୁଦ ଗେଟ୍

ଖୋଲିବ ହୀରାକୁଦ ଗେଟ୍, ନିଷ୍କାସିତ ହେବ ବର୍ଷର ପ୍ରଥମ ବନ୍ୟାଜଳ । ତଳିଆ ଅଞ୍ଚଳରେ ସମସ୍ତଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ କର୍ତ୍ତୃପକ୍ଷ । ଛତିଶଗଡ଼ରେ ତୁହାକୁ ତୁହା ବର୍ଷା ହେଉଛି । ଓଡ଼ିଶାରେ ଭଲ ବର୍ଷା ନଥିବା ବେଳେ ଛତିଶଗଡ଼ର ଉପର ମୁଣ୍ଡରେ ବର୍ଷା ହେବା ପାଇଁ ହୀରାକୁଦରେ ବଢ଼ିବାକୁ…

ଆଳୁ ଦର ବୃଦ୍ଧି 

ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ କେଉଁଠାରେ ୫୦ ଟଙ୍କାରେ ଲୋକମାନଙ୍କୁ କିଣିବାକୁ ପଡୁଛି। କିଛି ସ୍ଥାନରେ ଖୁଚୁରାରେ ୫୫ ଟଙ୍କାରେ ମଧ୍ୟ ବିକ୍ରି ହେଉଥିବା ଖବର ମିଳୁଛି। ଏସବୁ ସ୍ଥିତି ଦେଖି ଗ୍ରାହକମାନଙ୍କ ମଧ୍ୟରେ ଛନକା ସୃଷ୍ଟି ହେଲାଣି। ଖୋଲା ବଜାରରେ ଆଳୁ ବିକ୍ରି କରୁଥିବା…

ଆଳୁ ଗୋଦାମରେ ମନ୍ତ୍ରୀ ,୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ

ଆଉ କିଛି ସମୟ ଭିତରେ ଆଳୁକୁ ନେଇ ବସିବ ବୈଠକ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ…

ଆରମ୍ଭ ହେବ ପ୍ରସ୍ପର-ଓଡ଼ିଶା ଯୋଜନା

ଆଜି ବିଧାନସଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ବଜେଟ୍ ୨୦୨୪-୨୫ ଉପସ୍ଥାପନ କରିଛନ୍ତି । ବଜେଟରେ ଷ୍ଟାର୍ଟଅପକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଏଣିକି ଗତିଶୀଳ ହେବ ଷ୍ଟାର୍ଟଅପ୍ ଓଡ଼ିଶା । ରାଜ୍ୟରେ ବିଶେଷ କରି ଯୁବ ବର୍ଗଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଷ୍ଟାର୍ଟଅପ୍ ଉପରେ ଅଧିକ…

ରାଜ୍ୟ ବଜେଟ – ସିଏମ କିଷାନ ପାଇଁ ୧୯୩୫ କୋଟିର ବ୍ୟୟ ବରାଦ

ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ବଜେଟର ପ୍ରଥମ ପର୍ୟ୍ୟାୟର ସେ କୃଷି ବଜେଟ ସଂପର୍କରେ ଘୋଷଣା କରିଛନ୍ତି । କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ହେଉଛି ରାଜ୍ୟର ପ୍ରମୁଖ ନିଯୁକ୍ତିପ୍ରଦାନକାରୀ…

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ବିଜେପି ସାଂସଦଙ୍କ ଭେଟଘାଟ

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ଭେଟଘାଟ । ଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ବିଜେପି ସାଂସଦଙ୍କ ଭେଟଘାଟ । ଉପସ୍ଥିତ ଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମର ବି ଉପସ୍ଥିତ । ଉପସ୍ଥିତ ଥିଲେ ଦୁଇ କେନ୍ଦ୍ରମନ୍ତ୍ରୀ…

ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର:  ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତି ରଖିଥିବା…