Browsing Category

Odisha

All about all odisha state news updates

ଆଜି ବିଧାନସଭାରେ ଓଡ଼ିଶା ବଜେଟ୍

ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧…

ବଢ଼ିଲା ହୀରାକୁଦ ଜଳସ୍ତର

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୦୪ ଫୁଟକୁ ଛୁଇଁଲାଣି।ଜଳସ୍ତର ୨ ଫୁଟ ବଢିଛି। ସେକେଣ୍ତ ପ୍ରତି ୧ ଲକ୍ଷ ୭୨ ହଜାର ୧୭୬ କ୍ୟୁସେକ ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି । ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା…

ଓଡ଼ିଶା ଅର୍ଥନୈତିକ ସର୍ଭେ

୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଗଠିତ ବିଜେପି ସରକାରଙ୍କ ପକ୍ଷରୁ ଆଜି ପ୍ରକାଶିତ ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ଅର୍ଥନୀତି ଆଗକୁ ବଢ଼ିବା ଫଳରେ ରାଜ୍ୟବାସୀଙ୍କ ମୁଣ୍ଡପିଛା ଆୟ ବଢ଼ି ୨୦୨୩-୨୪ରେ ୧,୬୧,୪୩୭ ଟଙ୍କାରେ…

୧ରୁ ଖୋଲିବ ଭିତରକନିକା

ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ ୩୧ ଯାଏ ବଉଳା କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ବନ୍ଦ…

ଆଜି ଆସିବ ରାଜ୍ୟ ବଜେଟ୍

ଆଜି ବିଧାନସଭାରେ ଆର୍ଥିକ ବଜେଟ୍ ଉପସ୍ଥାପିତ ହେବ। ଅର୍ଥବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଜେଟ୍ ଉପସ୍ଥାପନ କରିବେ। ନୂଆ ସରକାର ପ୍ରଥମ ଥର ବଜେଟ୍ ଉପସ୍ଥାପନ କରିବାକୁ ଯାଉଥିବାରୁ କ’ଣ ନୂଆ ଘୋଷଣା ହେବ ତାହା ଉପରେ ନଜର ରହିଛି। କେଉଁ କେଉଁ ଦିଗ ପ୍ରତି ଫୋକସ୍…

ଆସନ୍ତା ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ…

କାଳିଆ ଯୋଜନା ଜାରି ରହିବ ନା ବନ୍ଦ ହେଇଯିବ, ଚିନ୍ତାରେ ଚାଷୀ

ବିଧାନସଭା ପ୍ରଶ୍ନକାଳରେ ଉଠିଲା କାଳିଆ ଯୋଜନା। ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ କୃଷି ମନ୍ତ୍ରୀ କେଭି ସିଂ ଦେଓଙ୍କୁ କାଳିଆ ଯୋଜନା ସମ୍ପର୍କରେ ପ୍ରଶ୍ନ କରିଛନ୍ତି। ଏନେଇ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହାର ଉତ୍ତର ରଖିଛନ୍ତି।…

ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇବେ

ଭୁବନେଶ୍ୱର:ନୂଆ ସରକାର ଆସିବା ପରେ ରାସନ କାର୍ଡକୁ ନେଇ ନୂଆ ତାଲିକା ହେବ । ରାଜ୍ୟ ସରକାର ଏନେଇ ମତ ରଖିଛନ୍ତି । ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା କରାଯିବ। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ…

ସାଂସଦ ଅପରାଜିତାଙ୍କୁ ବଡ଼ ଦାୟିତ୍ୱ

ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଛି ଏକ ବଡ଼ ଦାୟିତ୍ୱ । ଏସିଆ ପାସିଫିକ୍ ଗ୍ରୁପର ଉପ-ସଭାପତି ଭାବରେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ୱାରା ଅପରାଜିତାଙ୍କ ନାଁରେ ମୋହର ବାଜିଥିବା କୁହାଯାଇଛି । ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ଏ ନେଇ…

ବିନା ଫିଟ୍‌ନେସ୍‌, ପଞ୍ଜୀକରଣରେ ଗାଡ଼ି ଚଳାଇଲେ ଫସିବେ

ବିନା ଫିଟ୍‌ନେସ୍‌ ଓ ପଞ୍ଜୀକରଣ ସାର୍ଟିଫିକେଟ୍‌ରେ ରାସ୍ତାରେ ଚାଲୁଥିବା ଗାଡ଼ିଗୁଡ଼ିକ ବିରୋଧରେ କେବଳ ଜରିମାନା ନୁହେଁ, ଏଣିକି ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରିବା ଭଳି ନିଷ୍ପତ୍ତି ନିଆଯାଇଛି। ସାରା ରାଜ୍ୟରେ ଫିଟ୍‌ନେସ୍‌ ଓ ରେଜିଷ୍ଟ୍ରେଶନ ସାର୍ଟିଫିକେଟ ଯାଞ୍ଚ…