Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Odisha
All about all odisha state news updates
ମୋ ବସ ସେବା ପ୍ରଭାବିତ
୫୯ତମ ଡିଜି ଆଇଜି ସମ୍ମିଳନୀ ପାଇଁ ମୋ ବସ ସେବା ପ୍ରଭାବିତ। କାଯ୍ୟକ୍ରମ ସମୟରେ ଏହି ସବୁ ରୁଟରେ 3ଦିନ ଧର ମୋ ବସ ସେବା ପ୍ରଭାବିତ ହେବ। ଏନେଇ ଏକ୍ସରେ କ୍ରୁଟ ପକ୍ଷରୁ ସୂଚନା। ସର୍ବମୋଟ 29 ଟି ରୁଟରେ ପ୍ରଭାବିତ ହେବା ମୋ ବସ ସେବା। ଭିଆଇପି ଏବଂ ଭିଭିଆଇପିଙ୍କ ସୁରକ୍ଷା ଓ ନିରାପତ୍ତା …
ଆଜି ଭୁବନେଶ୍ଵରରେ ସର୍ବଭାରତୀୟ ୫୯ତମ ଡିଜିପି ସମ୍ମିଳନୀ
ଓଡ଼ିଶା ଆସିବେ ପିଏମ୍ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ସାଂସଦ, ବିଧାୟକ ଓ ନେତାଙ୍କୁ ସରକାର ଓ ସଂଗଠନର ମନ୍ତ୍ର ଦେବେ ଭାରତୀୟ ରାଜନୀତିର ଦୁଇ ସଫଳ ଯୋଡ଼ି ମୋଦି ଓ…
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
୨୦୦୨ ଫେବୃଆରି ୨୭ରେ ଘଟିଥିବା ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ନିର୍ମାଣ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’। ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ୍ ହୋଇଛି। ଓଡ଼ିଶାରେ ପ୍ରତିଦିନ ୪୦ରୁ ଅଧିକ ସୋ’ ଲାଗିଛି। ଆଜି ଏହି ଚଳଚ୍ଚିତ୍ରକୁ ଆଜି ଓଡ଼ିଶା ସରକାର…
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର…
ଆଜିଠୁ ଆରମ୍ଭ ତିନିଦିନଆ ଡ଼ିଜିପି ସମ୍ମିଳନୀ
ଆସୁଛନ୍ତି ମୋଦୀ-ଶାହା, ଦଳୀୟ ମନ୍ତ୍ରୀ, ସାଂସଦ, ବିଧାୟକ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର । ଓଡ଼ିଶାରେ ବିଜେପି ସରକାର ଗଠନକୁ ୬ ମାସ ପୂରିବାକୁ ଯାଉଥିବା ବେଳେ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ଶୀର୍ଷ ନେତୃତ୍ବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ୍ ଶାହା । ଏହାକୁ ନେଇ…
15 ଦିନ ମଧ୍ୟରେ ଶେଷ ସୁଭଦ୍ରା ଯୋଜନା ଯାଞ୍ଚ୍
ରାଜ୍ୟ ସରକାରଙ୍କ ପକ୍ଷରୁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯାଇଛି। ତେବେ ଆବେଦନ କରିଥିବା ବହୁ ସଂଖ୍ୟକ ମହିଳାଙ୍କ ବ୍ୟାଙ୍କ ଖାତାରେ ଏପର୍ଯ୍ୟନ୍ତ ଟଙ୍କା ପହଞ୍ଚିନାହିଁ।କେତେକଙ୍କର ଆବେଦନ ସ୍ଥିତି ଅଣ୍ଡର ପ୍ରୋସେସ୍ ଦେଖାଉଥିବାବେଳେ ଅନ୍ୟ କେତେକଙ୍କର କୌଣସି ଜମିଜମା ଅବା ସରକାରଙ୍କ…
୯୪୧ ଜଣ ଅଗ୍ନିବୀରଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଏହି ନିଯୁକ୍ତି ସମାରୋହ ଆୟୋଜିତ ହୋଇଛି । ୯୪୧ ଜଣ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଅଗ୍ନିଶମ ବାହିନୀରେ ଆଗକୁ ମହିଳା ନିଯୁକ୍ତ ହୋଇପାରନ୍ତି । ମହିଳାଙ୍କ ନିଯୁକ୍ତି ନେଇ ବିଚାର…
ଡିଜିପି ସମ୍ମିଳନୀରେ ଯୋଗଦେବେ ମୋଦୀ ଓ ସାହା
ଆସନ୍ତକାଲିଠୁ ଭୁବନେଶ୍ବରରେ ତିନି ଦିନିଆ ଡିଜିପି ସମ୍ମିଳନୀ । ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ…
୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରିଛନ୍ତି ବାଚସ୍ପତି ସୁରମ ପାଢୀ
ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯ ଓ ୩୦ ତାରିଖରେ ବନ୍ଦ ରଖାଯିବ ବୋଲି ବାଚସ୍ପତି ଘୋଷଣା କରିଛନ୍ତି।…
ଭିଜିଲାନ୍ସ ଜାଲରେ ସିଡିପିଓ ସାରାଣୀ ପାଣିଗ୍ରାହୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଗଞ୍ଜାମ ଜିଲା ବେଗୁନିଆପଡା ସିଡିପିଓ ସାରାଣୀ ପାଣିଗ୍ରାହୀ। ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଆଗରେ ଧରାପଡିଛନ୍ତି। ଏକ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ସିଡିପିଓ ୧୨ ହଜାର ଟଙ୍କା ଲାଞ୍ଚ…