Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Browsing Category
Odisha
All about all odisha state news updates
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା ବୈଠକ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିଛି: ଆସିଲା ବନ୍ୟା ଭୟ
ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ସଂପର୍କିତ ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି।…
‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ: ସ୍ଥଳ ଭାଗ ଛୁଇଁଲା
ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ।ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି…
୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଛି
ଜିରୋ କାଜୁଆଲଟି ଆମ ଲକ୍ଷ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ଦାନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଉଛି, ଏବେ ଯାଏଁ ୩ ଲକ୍ଷରୁ…
ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ
ଭୁବନେଶ୍ୱର ବିମାନ ବନ୍ଦରରେ ବୋମା ଆତଙ୍କ । ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍ । ଧମକପୂର୍ଣ୍ଣ କଲ୍ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି ହୋଇଛି । ବିମାନ ବନ୍ଦରରେ କଡାକଡି ଯାଞ୍ଚ କରାଯାଉଛି ।
ସେହିପରି ଝାରସୁଗୁଡା ବିମାନବନ୍ଦରରେ ମଧ୍ୟ…
ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ…
ପାରାଦୀପ ଠାରୁ ୧୫୦ କି.ମି ଦୂରରେ ବାତ୍ୟା ଦାନା
ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର…
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ବାତ୍ୟା ପରିସ୍ଥିତିରେ ଲୋକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷରୁ ବାତ୍ୟା ପରିସ୍ଥିତିର ଉପରେ ନଜର ରଖାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏନଡିଆରଏଫ ଟିମ୍ ବାତ୍ୟା ପରିଚାଳନା…
ଦାନା ବିଭିନ୍ନ ସ୍ଥାନରେ ଭାଙ୍ଗୁଛି ଗଛ
ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକାରୁ ଧାମରା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ‘ଦାନା’ ଉପକୂଳ ଆଡକୁ ମାଡ଼ି ଆସୁଥିବା ବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି। ପବନର ବେଗ…
ବାତ୍ୟା ‘ଦାନା’ର ପ୍ରଭାବ
ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ର ପ୍ରଭାବରେ ଦୀଘା ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଛି।
କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ପୁରୀ…