Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ଶଙ୍ଖ ଭବନ’ର ହେବ ତଦନ୍ତ
ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି…
ବଦଳିଲା ବିଜୁ କ୍ରୀଡ଼ା ପୁରସ୍କାରର ନାଁ
ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ…
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।
ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯…
ନୂଆ ସରକାରରେ ଆଡଭୋକେଟ ଜେନେରାଲ ହେଲେ ପୀତାମ୍ବର ଆଚାର୍ଯ୍ୟ
ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ମିଳିଛି । ନୂଆ ସରକାରେ ଆଡଭୋକେଟ ଜେନେରାଲ ହୋଇଛନ୍ତି ପୀତାମ୍ବର ଆଚାର୍ଯ୍ୟ । ତାଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ ।ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ…
ଆଜି ନୀଳାଦ୍ରି ବିଜେ
୧୨ ଦିନର ଲୀଳାଖେଳ ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ…
ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ
ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି…
ଚାଲୁ ରହିବ ଆହାର ଯୋଜନା
ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି।
ମନ୍ତ୍ରୀ ଆହାର କେନ୍ଦ୍ର ବୁଲି ସମୀକ୍ଷା କରିବା ସହ ଟୋକେନ୍ କାଟି…
ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ
ସୁପ୍ରିମକୋର୍ଟରେ ଗୁରୁବାର ୨ ନୂଆ ବିଚାରପତି ନିଯୁକ୍ତ ହୋଛନ୍ତି। ମାଡ୍ରାସ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଆର. ମହାଦେବନ ଏବଂ ଜମ୍ମୁ କଶ୍ମୀରର ତଥା ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ନଙ୍ଗମେଇକାପାମ କୋଟିଶ୍ୱର ସିଂ ମଧ୍ୟ ସୁପ୍ରିମକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ…
ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର
ଶୁଭ ମୁହୂର୍ତ୍ତରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଭିତରକୁ ଅଧିକୃତ ୧୧ଜଣିଆ ଟିମ୍ ପ୍ରବେଶ କରିଛନ୍ତି। କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି ପ୍ରମୁଖ ଏହି ଟିମରେ ରହିଛନ୍ତି। ଏଣେ ମହାପ୍ରଭୁଙ୍କ…