Browsing Category

Odisha

All about all odisha state news updates

ରତ୍ନଭଣ୍ଡାରକୁ ନେଇ ରାଜନୌତିକ ଦଳ ମଧ୍ୟରେ ଟଣାଓଟରା, ସେପେଟ ଭଣ୍ଡାର ଖୋଲାଯାଇ ଗଣତି ମଣତି ହେବା ଦରକାର -ସେବାୟତଙ୍କ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଫୁଲବାଣୀରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ସରକାରଙ୍କୁ ଆକ୍ରମଣ କରିଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଜି ଏହି ପ୍ରସଙ୍ଗକୁ ଆହୁରି ତେଜିଛନ୍ତି। ରାଜନୈତିକ ପ୍ରସଙ୍ଗ କରି ଦୁଇ ଦଳ ମଧ୍ୟରେ ଟଣାଓଟରା ବି ଆରମ୍ଭ ହୋଇଛି।…

ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ଓଡ଼ିଶାବାସୀଙ୍କୁ ମୋଦୀଙ୍କ ଆହ୍ବାନ

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ…

ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୯.୨୫% ମତଦାନ

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୯.୨୫% ମତଦାନ…

ବିଭିନ୍ନ ସ୍ଥାନରେ ଇଭିଏମ୍ ଖରାପ ,ମତଦାନ ବିଳମ୍ବ

ଇଭିଏମରେ ଅସୁବିଧା ନେଇ ମତଦାନରେ ବିଳମ୍ବ । ଧାଡିରେ ଛିଡା ହୋଇଛନ୍ତି କୋରାପୁଟ୍ ଜିଲ୍ଲାପାଳ ଓ ତାଙ୍କ ପତ୍ନୀ । କୋରାପୁଟ ନିର୍ବାଚନ ମଣ୍ଡଳୀର ଆଦର୍ଶ ମତଦାନ କେନ୍ଦ୍ରର ୧୩୯ ନମ୍ବର ବୁଥରେ ଭୋଟ୍ ଦାନ ବିଳମ୍ବ । ମେସିନ୍ ଅଚଳ ଯୋଗୁଁ ଅନେକ ଲୋକ ଲାଇନରେ ଛିଡା ହୋଇଛନ୍ତି ।ଇଭିଏମ ଅସୁବିଧା ନେଇ…

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ…

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ…

ଓଡ଼ିଶାର ୪ ଲୋକସଭା , ୨୮ ବିଧାନସଭା ଆସନରେ ମତଦାନ ଆରମ୍ଭ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହାର ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ…

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

“ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ ସ୍ପଷ୍ଟ । ଓଡ଼ିଶା ଚାହୁଁଛି ଦୁଇଥର ପଦ୍ମ, ଦୁଇ ଗୁଣା ବିକାଶ । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଓଡିଶାରେ ହେବ ବିଜେପିର ସରକାର ଓ କେନ୍ଦ୍ରରେ ପୁଣି ଥରେ ହେବ…

ରାତି ପାହିଲେ ଭୋଟ ,ପ୍ରେସମିଟରେ ଡିଜିପିଙ୍କ ସୂଚନା , ଶାନ୍ତିଶୃଙ୍ଖଳାରେ ନିର୍ବାଚନ ପାଇଁ ସୁରକ୍ଷା କଡ଼ାକଡ଼ି

:ରାତି ପାହିଲେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡ଼ିବ ଭୋଟ । ୪ଲୋକସଭା ଏବଂ ୨୮ଟି ବିଧାନସଭା ପାଇଁ ହେବ ମତଦାନ । ନିର୍ବାଚନ ପ୍ରସ୍ତୁତି ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ । ସୁରକ୍ଷା ସହ ନିରପେକ୍ଷ ମତଦାନ ପାଇଁ ୧୭ ହଜାର ପୋଲିସ ଓ ୧୦୭ କମ୍ପାନୀ…

ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ

ମେ ୧୩କୁ ଦେଶରେ ୪ର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧…