Trending
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
Browsing Category
Odisha
All about all odisha state news updates
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା , ଆ- କା- ମା – ବୈ
ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ସକାଳୁ ସକାଳୁ ଡଙ୍ଗାଭସାଇଛନ୍ତି ଓଡ଼ିଶାବାସୀ । ବଡ଼ି ଭୋରରୁ ଏଥିପାଇଁ ଚଳଚଂଚଳ ହୋଇଉଠିଛି ସାରା ଓଡ଼ିଶା । ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ମହାନଦୀ, କାଠଯୋଡି, ଭୁବନେଶ୍ୱର…
ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର
ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର। ପ୍ରତି ଜିଲ୍ଲାରେ ଚାଷୀ ସମାବେଶ କରାଯିବ। ଆସନ୍ତା ୮ ତାରିଖରେ ବରଗଡ଼ ସୋହେଲାରୁ ଚାଷୀ ସମାବେଶ ଜରିଆରେ ଏହି ଉତ୍ସବ ଆରମ୍ଭ କରାଯିବ। ପରବର୍ତ୍ତୀ ସମୟରେ ରାଜ୍ୟର ପ୍ରତି ଜିଲ୍ଲାରେ ଚାଷୀ ସମାବେଶ ଜରିଆରେ ଉତ୍ସବ ପାଳନ ହେବ।…
ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଲେ
ଆଜିର ଶିଶୁ ହେଉଛନ୍ତି ଆସନ୍ତା କାଲିର ନାଗରିକ। ଦେଶର ଭବିଷତ ହେଉଛନ୍ତି ଆଜିର ଛୋଟ ଶିଶୁ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ଏହା କହିଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ ।
ମୁଖ୍ୟମନ୍ତ୍ରୀ…
ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ
ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
ଏଥିରେ…
ବଡସିଂହାର ବେଶରେ ଦର୍ଶନ ଦେଲେ ବାବା ଧବଳେଶ୍ୱର
ଆଜି ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର। ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର।…
ଜାନୁଆରୀରେ ଯୋଗ୍ୟ ହିତାଧିକାରୀମାନଙ୍କୁ ମିଳିବ ନୂଆ ରାସନ କାର୍ଡ
ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ…
ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା
ଶ୍ରୀମନ୍ଦିରର ସବୁ ସୁରକ୍ଷା ବ୍ୟବସ୍ଥା ଭେଦି ମନ୍ଦିରର ଗୁମୁଟ ପର୍ଯ୍ୟନ୍ତ ମହିଳାଜଣକ ପଳାଇଥିଲେ । ଲୋକଙ୍କ ଭିଡ଼ ଭିତରେ ଶ୍ରୀମନ୍ଦିର ଭିତରକୁ ପଶିଗଲେ ଜଣେ ଅଣହିନ୍ଦୁ ମହିଳା । ପରେ ସଂପୃକ୍ତ ମହିଳାଙ୍କୁ ମନ୍ଦିରରୁ ଧରିଛି ଜଗନ୍ନାଥ ଟେମ୍ପୁଲ ପୋଲିସ । ଅଣହିନ୍ଦୁ ମହିଳା ଜଣକ ଚାଇନିଜ୍ ଭାଷାରେ…
ମନୋଜ ମିଶ୍ରଙ୍କ ନାମରେ ଥାନାରେ ଏତଲା
ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ । ମନୋଜ ନିର୍ଦେଶକମାନଙ୍କ ଚରିତ୍ର ହନନ କରୁଥିବା ଅଭିଯୋଗ ହୋଇଛି । ସାମାଜିକ ଗଣମାଧ୍ୟମରେ ସମ୍ମାନ ହାନୀ କରୁଥିବା ନେଇ ଏତଲାରେ ଉଲ୍ଲେଖ ରହିଛି । ରାଜ୍ୟରେ ବିଭିନ୍ନ ସମୟରେ ମୁକ୍ତିଲାଭ…
ପଞ୍ଚୁକ ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ଵର ପୀଠ
ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି…
ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର…