Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Odisha
All about all odisha state news updates
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ , ସୂଚନା ଦେଲେ OMSA ସଭାପତି
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ। ଏନେଇ ସୂଚନା ଦେଇଛନ୍ତି OMSA ସଭାପତି। ସରକାରଙ୍କଠାରୁ ପ୍ରତିଶ୍ରୁତି ମିଳିଲା ପରେ…
କୋର୍ଟକୁ ବୋମା ଧମକ: ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ…
ସମ୍ବଲପୁର, କଟକ ଓ ଦେବଗଡ ଆଦି ବିଭିନ୍ନ ସ୍ଥାନର ଜିଲ୍ଲାସ୍ତରୀୟ କୋର୍ଟକୁ ବୋମା ଧମକ ଆସିଥିବା ଖବରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ…
ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ
ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କାର୍ଡ, ଡଗ୍ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି ।
ରାଜ୍ୟର ୩ଟି କୋର୍ଟ କଟକ ଜିଲା କୋର୍ଟ,…
ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ…
ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ସାରା ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…
ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା, ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ – ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…
ଆଜିଠୁ ରାଜ୍ୟରେ ସ୍ଵାଭାବିକ ହେଲା ଧାନ କିଣା। ୧୯ଟି ଜିଲ୍ଲାରେ ଉଠାଯାଉଛି ଧାନ। ମିଲର୍ସଙ୍କ କିଛି ଦାବିକୁ ରାଜ୍ୟ ସରକାର ମାନିଛନ୍ତି। ମଙ୍ଗଳବାର ମିଲର୍ସ ସଂଘ ସହିତ ଆଲୋଚନା ହୋଇଥିଲା। ଏନେଇ ସରକାରଙ୍କର ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛିବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର…
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ସଡ଼କ ଦୃଘଟଣା, ସ୍କୁଟି ଉପରେ ଚଢିଗଲା ଯାତ୍ରୀବାହୀ ବସ , ସାମ୍ବାଦିକା ମୃତ
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ନିକଟ ଜମାଲପୁର ଗ୍ରାମ୍ୟଛକ ନିକଟରେ ରାସ୍ତାରେ ଯାଉଥିବା ଏକ ସ୍କୁଟି ଉପରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଚଢିଯାଇଛି। ଏଥିରେ ସାମ୍ବାଦିକାଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ସାମ୍ବାଦିକା ହେଲେ…
ଆଜି ଭୁବନେଶ୍ୱରର କିଛି ପ୍ରମୁଖ ସ୍ଥାନରେ AQI ୨୦୦ ରୁ ୨୫୦ ମଧ୍ୟରେ ରହିଛି
ଭୁବନେଶ୍ୱରରେ ବାୟୁ ପ୍ରଦୂଷଣର ସ୍ଥିତି ଏବେ ଚିନ୍ତାଜନକ ରହିଛି। ଆଜି ୬ ଜାନୁଆରୀ, ୨୦୨୬ ର ରିପୋର୍ଟ ଅନୁଯାୟୀ, ଶୀତଦିନିଆ ପାଣିପାଗ ଯୋଗୁଁ ସହରର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ରେ ଅବନତି ଦେଖାଦେଇଛି। ଆଜି ଭୁବନେଶ୍ୱରର କିଛି ପ୍ରମୁଖ ସ୍ଥାନରେ AQI ୨୦୦ ରୁ ୨୫୦ ମଧ୍ୟରେ ରହିଛି, ଯାହାକୁ…
ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା
ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା ୨୦୨୬ ।ଚଳିତବର୍ଷ ପ୍ରଦର୍ଶନୀ ପଡ଼ିଆରେ ଏହି ମେଳା ଅନୁଷ୍ଠିତ କରାଯିବ । ଯାହା ଜାନୁଆରୀ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମେଳା ବୁଲିପାରିବେ ରାଜଧାନୀବାସୀ ।
ତେବେ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା।ସେ ଓଡ଼ିଶାର ବିକାଶ ପଥକୁ…
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବ
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବ। ସେପଟେ ରାଜ୍ୟର ବିଭିନ୍ନ ଜିଲାରେ…