Browsing Category

Odisha

All about all odisha state news updates

ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ସେହିପରି ପ୍ରଧାନମନ୍ତ୍ରୀ…

ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ

ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ ।  ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିର ଗଣତି ଶେଷ ହୋଇଛି ।  ଦୀର୍ଘ ଦଶ ଘଣ୍ଟା ପରେ ହୁଣ୍ଡିରୁ ନଗଦ ୫୪ ଲକ୍ଷ ୧୫ହଜାର ୯୦୨, ୧୭୬୪ ଗ୍ରାମ ରୂପା ଓ ୬୪ଗ୍ରାମ ସୁନା ବାହାରିବା ସହ ୧୧ଟି ବିଦେଶୀ ଓ…

କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି…

କଟକରେ ନାବାଳିକା ଅପହରଣ ମାମଲାକୁ ନେଇ ପୋଲିସର ତନାଘନା ଜାରି ରହିଛି । ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ । ୭ ବର୍ଷର ନାବାଳିକାଙ୍କୁ ଦୁଇ ଦିନ ହେଲା ଖୋଜୁଛି କମିଶନରେଟ୍ ପୋଲିସ । ଦୁଇ ଦିନ ଖୋଜିବା ପରେ ଏବେ ସିସିଟିଭି ଭିଡିଓ ସାମ୍ନାକୁ ଆସିଛି ।…

ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି

ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି। ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଧରି ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି କାର୍ଯ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କରାଯିବ। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ। ଗଣତି ମଣତି…

ଆରପାରିରେ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେଇଛି। ୧୯୬୭ରୁ ୧୯୯୦ ମଧ୍ୟରେ ଶ୍ରୀ ମାଝୀ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଛନ୍ତି।ଡାବୁଗାଁ…

ଜୁଏଲ ଓରାମ ନିଜ ଦଳର ନେତାଙ୍କ ବିରୋଧରେ ଯେଉଁ ସାଂଘାତିକ ବୟାନ ଦେଇଛନ୍ତି, ତାହା ତାଙ୍କର ସମ୍ପୂର୍ଣ୍ଣ ବ୍ୟକ୍ତିଗତ ମତ…

କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ସାମ୍ପ୍ରତିକ ବିବାଦୀୟ ବୟାନକୁ ନେଇ ରାଜ୍ୟ ରାଜନୀତି ଗରମ ଥିବା ବେଳେ, ଏହି ପ୍ରସଙ୍ଗରେ ପ୍ରଥମ ଥର ପାଇଁ ନିଜର ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ବୟାନ ସମ୍ପର୍କରେ ଦଳ…

ନେପାଳ ବନ୍ୟା : ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ୭ ମୃତଦେହ ଉଦ୍ଧାର

ନେପାଳରେ ଭୟଙ୍କର ବନ୍ୟାରେ ଶତାଧିକ ଲୋକ ଭାସିଯାଇ ପ୍ରାଣ ହରାଇଥିବା ବେଳେ ଉତ୍ତରପ୍ରଦେଶର ଗଣ୍ଡକ (ନାରାୟଣୀ) ନଦୀରୁ ୭ ମୃତଦେହ ଉଦ୍ଧାର କରାଯାଇଛି। ମହାରାଜଗଞ୍ଜ ଓ କୁଶୀନଗର ଜିଲ୍ଲାରେ ନଦୀରୁ ଏହିସବୁ ମୃତଦେହ ମିଳିଥିବା ସୂଚନା ମିଳିଛି। ଶୁକ୍ରବାର ସକାଳ ସୁଦ୍ଧା ଏହି ମୃତଦେହଗୁଡ଼ିକ ଉଦ୍ଧାର…

ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ: ନିଶା ସିଣ୍ଡିକେଟ ଧ୍ବଂସ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଲେ…

ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି । ପୋଲିସ ସଂସ୍କାର ପାଇଁ…

କାହିଁକି ଅଟକି ଗଲା ଆଟଲାସ ସାଇକେଲ , ହିରୋରୁ ପାଲଟିଗଲା ଜିରୋ

କାହିଁକି ବନ୍ଦ ହେଇଗଲା ଆଟଲାସ ସାଇକେଲ ।ଯେଉଁ ସାଇକେଲ ଥିଲା ପ୍ରତି ଘରର ଗର୍ବ , ଆଜି କେଉଁଠି ହଜିଗଲା?ଭାରତର ନମ୍ବର 1 ସାଇକେଳ କମ୍ପାନୀ ଶେଷରେ କାହିଁକି ହରିଗଲା?କୋଟି କୋଟି ସ୍କୃତିକୁ ଛାଡ଼ି ହଠାତ୍ କାହିଁକି ବନ୍ଦ ହେଲା ଆଟଲାସ ।ଆଟଲାସ ବନ୍ଦ ହେବ ପଛର ସତ୍ୟ ଶୁଣିଲେ ଆଖିରେ ଲୁହ ଆସିଯିବ…

ଗାଡ଼ି ସୋ’ରୁମ୍ ରେ ଭୟାବହ ଅଗ୍ନିକାଣ୍ଡ,ସମସ୍ତ କାର୍ ପୋଡ଼ି ପାଉଁଶ

ଗାଡ଼ି ସୋ’ରୁମ୍ ରେ ଭୟାବହ ଅଗ୍ନିକାଣ୍ଡ । ବ୍ରହ୍ମପୁରର ହଳଦିଆପଦରରେ ଥିବା ଗାଡ଼ି ସୋ’ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବା ସହ ସୋରୁମ୍‌ରୁ ଧୂଆଁର କଳା ଆସ୍ତରଣ ବାହାରୁଥିବା ଦେଖିବାକୁ ମିଳିଛି । ସୋ’ରୁମ୍ ରେ ଥିବା ସମସ୍ତ କାର୍ ପୋଡ଼ି ପାଉଁଶ ହୋଇଯାଇଛି…