Trending
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଫାୟାର ବ୍ରାଣ୍ଡ ନେତା
ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି…
ଆଜି ପୁଣିଥରେ ରାଜଧାନୀରେ ରୋଡ ସୋ’କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଚତୁର୍ଥ ପର୍ଯ୍ୟାୟ ମତଦାନ ୨୫ ତାରିଖ ଶନିବାର ଅନୁଷ୍ଠିତ ହେବ । ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ରାଜଧାନୀରେ ରୋଡ ସୋ’ କରିଛନ୍ତି । ରେଣ୍ଟାଲ କଲୋନୀ ଓମଫେଡ୍ ଛଳରୁ ଏହି ରୋଡ ସୋ’ ଆରମ୍ଭ ହୋଇଛି । ଏହି ରୋଡ…
ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସର ପ୍ରସ୍ତୁତି ବୈଠକ
ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସର ପ୍ରସ୍ତୁତି ବୈଠକ । ମୁକ୍ତ, ଅବାଧ ନିର୍ବାଚନ ନେଇ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି କମିସନର ସଂଜୀବ ପଣ୍ଡା । ନିର୍ବାଚନ ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ଓ ୧୨ କମ୍ପାନୀ ସିଏପିଏଫ୍ ଫୋର୍ସ । ରାଜଧାନୀରେ ୫ଟି…
୨୯ରେ ବାଲେଶ୍ୱର ଓ କେନ୍ଦ୍ରାପଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୋଦୀ
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପୁଣିଥରେ କର୍ମୀଙ୍କ ମନରେ ଜୋଶ ଭରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଆସିବେ । ପ୍ରଥମେ ବାଲେଶ୍ୱର ଓ ପରେ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ସମାବେଶ କରିବେ । ଚଳିତ…
୨୩ରେ ଓଡ଼ିଶା ଆସିବେ ଯୋଗୀ
୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକାଧିକ ଥର ଓଡ଼ିଶା ଗସ୍ତରେ…
ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ଦଳର ସୁପ୍ରିମୋ ନବୀନ
ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ…
ଓଡ଼ିଶାରେ ଓଡ଼ିଆ ଲୋକର ସରକାର ଦରକାର – ଧର୍ମେନ୍ଦ୍ର ପ୍ରଧାନ
ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ୨୫ ତାରିଖରେ ଏ ଅଞ୍ଚଳରେ ପରିବର୍ତ୍ତନ ନିଶ୍ଚୟ ହେବ । ୨୪ ବର୍ଷର ଅପାରଗ ସରକାର ବଦଳିବ, ଆଗାମୀ ଦିନରେ ଓଡ଼ିଶାରେ…
ମାଓ ଶିବିରରୁ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ଓ ବନ୍ଧୁକ ଜବତ
ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି। ମାଓ କ୍ୟାମ୍ପରୁ ୪ ଲକ୍ଷ ମୂଲ୍ୟର ୨ ହଜାର ନୋଟ୍ ସହ ଦେଶୀ ବନ୍ଧୁକ ଓ…
୨୩ରେ ଧାମନଗର ଆସିବେ ଜେପି ନଡ୍ଡା
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ଲାଗି ପ୍ରଚାର କରିବାକୁ ନଡ୍ଡା ଧାମନଗର ଆସିବେ ବୋଲି ଜିଲା ମିଡିଆ ସେଲ୍…
ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି
ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା…