Trending
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
Browsing Category
Odisha
All about all odisha state news updates
ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଜିଠାରୁ ଆରମ୍ଭ
ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ ଓ ଜିଲାସ୍ତରୀୟ ପ୍ରତିଯୋଗିତାରେ କୃତୀ ୨ହଜାର…
ବଦଳି-ନିଯୁକ୍ତି ପାଇଁ ଚାପ ପକାଅ ନାହିଁ
ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ସରକାରୀ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ। ମୁଖ୍ୟ ସଚିବ ଆଜି ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀମାନଙ୍କ ଦ୍ୱାରା ବଦଳି ଓ ନିଯୁକ୍ତି ପାଇଁ ପକାଯାଉଥିବା ଅଯଥା…
ଋତୁସ୍ରାବ ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି
ମହିଳାଙ୍କୁ ଋତୁସ୍ରାବ ଛୁଟି ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗତ ଅଗଷ୍ଟ ମାସରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଥିଲେ। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଉଭୟ ଘରୋଇ ଏବଂ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ…
ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବହିସ୍କାର
ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମୀନତି ବେହେରା। ଜନତାଙ୍କ ସ୍ବାର୍ଥ ପାଇଁ ପଦରୁ ହଟାଯାଇଥିବା ମହିଳା ଶିଶୁ ବିକାଶ ବିଭାଗର ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ଏଥିସହ ମହିଳା କମିଶନଙ୍କ ନାମଫଳକକୁ କାଢି ଦିଆଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୨୯ ଅକ୍ଟୋବରରେ ମହିଳା…
ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍
ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ…
ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ ଘୋଷଣା
ରାଜ୍ୟରେ ମହିଳାମାନଙ୍କୁ ନ୍ୟାୟ ପ୍ରଦାନ ଲାଗି ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ରାଜ୍ୟ ସରକାର। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ୪ଟି କୋର୍ଟ ପ୍ରତିଷ୍ଠା ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏହି…
ପଦ୍ମ ସମ୍ମାନରେ ସମ୍ମାନିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା
ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା । ଏ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ବିଜେତା ପାଇବେ ଏ ସହାୟତା । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ । ନିଷ୍ପତ୍ତିକୁ ସ୍ବାଗତ କଲେ କେନ୍ଦ୍ରମନ୍ତ୍ରୀ…
ପଦ୍ମ ବିଜେତାଙ୍କ ପାଇଁ ଖୁସି ଖବର , ମିଳିବ 30 ହଜାର ଟଙ୍କା
ପଦ୍ମ ବିଜେତା ଓ ତାଙ୍କ ପରିବାର ପାଇଁ ଓଡ଼ିଶା ସରକାର ଖୁସି ଖବର ଆଣିଛନ୍ତି। ମୋହନ ଚରଣ ମାଝୀଙ୍କ ସରକାର ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ଭାବେ ମାସକୁ ୩୦ ହଜାର ଟଙ୍କା ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ ସହ…
ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳକ
ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ସଚିବ ପଦରୁ ବୀର ବିକ୍ରମ ଯାଦବଙ୍କୁ…
ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି
ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଶ୍ରୀଜୀଉଙ୍କ ପଞ୍ଚୁକ ନୀତି। ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ । କାର୍ତ୍ତିକ ମାସ ଆରମ୍ଭରୁ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ୧୨ ତାରିଖରେ ହେବ ଲକ୍ଷ୍ମୀନାରାୟଣ ବେଶ। ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ…