Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ହାତବାନ୍ଧି ବସିଛନ୍ତି ମହାରଣା
କରତକଳରୁ ତେର ପରସ୍ତ ପୋଟଳ କାମ ପାଇଁ ପାଞ୍ଚ ପାହିଆ ପଟା ପହଞ୍ଚି ନାହିଁ। ପଟା ରଥଖଳାରେ ନିର୍ଦ୍ଧାରିତ ସମୟରେ ପହଞ୍ଚି ନଥିବାରୁ ମହାରଣା ସେବକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କାଠ ପହଞ୍ଚି ନଥିବାରୁ ଧାର୍ଯ୍ୟ ସମୟରେ ରଥକାମ ସାରିବା ଆହ୍ବାନ ପାଲଟିବ ବୋଲି କହିଛନ୍ତି। ରଥଯାତ୍ରାକୁ ଆଉ…
ଲକ୍ଷ୍ମୀ ବସକୁ ନେଇ ଚାଲିଛି ତର୍ଜମା
ବଦଳିବ ‘ଲକ୍ଷ୍ମୀ’ ବସର ନାଁ! ନାଁରେ କିଛି ନାହିଁ, ସେବା ମିଳିବା ଦରକାର ।” ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି ମନ୍ତ୍ରୀ । ବୈଠକ ପରେ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ ବିଭୁତି ଜେନା । କହିଲେ ‘ଲକ୍ଷ୍ମୀ’ ବସ୍…
ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି
ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।ଏଥର ଲଢେଇ ଆର ପାର ହେବ,…
ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା…
ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ
ଆଜି ନିଜ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ବତନ୍ତ୍ର ହେଲିକ୍ୟାପ୍ଟରରୁ ଭୁବନେଶ୍ବରରୁ ଯାଇଁ ଘଟଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଉଭୟ ପାର୍ଶ୍ବରେ ଶହ ଶହ ମହିଳା । ମୁଖ୍ୟମନ୍ତ୍ରୀ ହେବା ପରେ କେନ୍ଦୁଝରକୁ ଏହା ତାଙ୍କର ପ୍ରଥମ ଗସ୍ତ।…
ସୁଭଦ୍ରା ଯୋଜନା : ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା
ରାଜ୍ୟରେ ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଚାରିଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି । ସେହି ଘୋଷଣା ଭିତରେ ସବୁଠାରୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା । ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା ।…
ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା
ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ।…
ବନ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ଦୁର୍ବଳ ନଦୀ ବନ୍ଧ ଗୁଡିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର
ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି…