Trending
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
Browsing Category
Odisha
All about all odisha state news updates
କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର
ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ…
ଟ୍ରେନ ଉପରକୁ ଗୁଳି ମାଡ଼
ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ…
ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଗଜପତି ମହାରାଜା
ଆମେରିକାରେ ଅଦିନିଆ ରଥଯାତ୍ରାକୁ ବିରୋଧ କରିଛନ୍ତି ଗଜପତି ମହାରାଜା । ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି, ଅନ୍ୟ ଧର୍ମରେ ଏଭଳି କରାଯାଇଥିଲେ, ତାକୁ ସହ୍ୟ କରାଯାଇନଥାନ୍ତା।
ଅଦିନିଆ ରଥଯାତ୍ରା କରି ଶ୍ରୀ ଜଗନ୍ନାଥଙ୍କୁ ଉପହାସ…
ଟ୍ରେନକୁ କିଏ ମାରିଲା ଗୁଳି ?
ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନକୁ ଗୁଳିମାଡ଼ । ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା କୁହାଯାଉଛି । ଏନେଇ ତଦନ୍ତ ଆରମ୍ଭ ହୋଇଛି । ତେବେ ଏଥିରେ ଯାତ୍ରୀଙ୍କ କ୍ଷୟକ୍ଷତି ହୋଇନାହିିଁ । ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର…
କିଏ ହେବେ ଓଡିଶା କଂଗ୍ରେସର ନୂଆ ସଭାପତି ?
ସବୁ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା କଂଗ୍ରେସର ଏହି ବୈଠକ । କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ପିସିସି କାର୍ଯ୍ୟାଳୟ ଭିତରେ ଘମାସନ ଆଲୋଚନା ହୋଇଥିଲା । ଛତିଶଗଡ଼ର କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନ ଉପସ୍ଥିତିରେ ବସିଥିଲା ବୈଠକ…
ଦୁଇଦିନ ଭିତରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଦିନକ ପରେ ବାତ୍ୟା କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତେଣୁ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ…
ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ବୋମାରେ ଉଡେଇଦେବାକୁ ଧମକ
ଭୁବନେଶ୍ବର ବିମାନବନ୍ଦରରେ ଜରୁରୀ ଅବତରଣ । ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପୁଣି ବୋମା ଧମକ । ବିସ୍ଫୋରଣ କରି ବିମାନବନ୍ଦର ଉଡ଼ାଇଦେବାକୁ ଧମକ । ସୋମବାର ରାତିରେ ଭୁବନେଶ୍ବରରୁ ଦିଲ୍ଲୀ ଆଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ଧମକ ଆସିଥିଲା ।…
ବାଲିଯାତ୍ରା ପାଇଁ କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଉପର ପଡ଼ିଆରେ ବାଲିଯାତ୍ରା ନକରିବା ନେଇ ପ୍ରଶାସନକୁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ଏ ପ୍ରସଙ୍ଗରେ ଆଜି କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।
ଆଜି କୋର୍ଟରେ ସତ୍ୟପାଠ ଦାଖଲ ହେବ। ବ୍ୟବସାୟୀଙ୍କ ହିତ, କଟକବାସୀଙ୍କ…
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା
ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧…
ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କଲା ‘ଯଶୋଦା’
୬ ମାସ ତଳେ ଯଶୋଦାକୁ ଚନ୍ଦକା ଅଭୟାରଣ୍ୟରୁ ଶିମିଳିପାଳକୁ ଆଣାଯାଇଥିଲା । ଆସିବା ସମୟରୁ ଯଶୋଦା ଅସୁସ୍ଥ ରହିଥିଲା । ଗତ ତିନିମାସ ହେବ ତାର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅନେକ ବିଶେଷଜ୍ଞ ଡାକ୍ତରଙ୍କ ଦ୍ଵାରା ଚିକିତ୍ସା କରାଯାଉଥିଲା । ହେଲେ କୌଣସି ସୁଫଳ ମିଳିନଥିଲା । ଶେଷରେ…