Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
ଆରକେ ଶର୍ମାଙ୍କୁ ଖଲ୍ଲିକୋଟ ଦାୟିତ୍ୱ
ଆଇପିଏସ୍ ଆର୍କେ ଶର୍ମାଙ୍କୁ ଖଲ୍ଲିକୋଟ ଦାୟିତ୍ୱ । ଛତ୍ରପୁରରେ ରହି ଆଇନଶୃଂଖଳା ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଖଲିକୋଟର ହତ୍ୟାକାଣ୍ଡର ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ୧୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଠାରୁ ୨୧ ତାରିଖ ଯାଏଁ କ୍ୟାମ୍ପ କରିବେ ଆର.କେ…
ସମ୍ବଲପୁର ପରେ ନାକଟିଦେଉଳ ଜନସଭାକୁ ସମ୍ବୋଧନ କରିଛନ୍ତି ବିଜେଡି ସୁପ୍ରିମୋ
ସମ୍ବଲପୁର ପରେ ନାକଟିଦେଉଳ ଜନସଭାକୁ ସମ୍ବୋଧନ କରିଛନ୍ତି ବିଜେଡି ସୁପ୍ରିମୋ । ଏହାସହ ମଂଚ ଉପରୁ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ । ବିରୋଧୀ ଦଳ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଥିବା କହିଛନ୍ତି । ଜୁଲାଇ ମାସରୁ ମାଗଣା ବିଜୁଳି ଦିଆଯିବ ବୋଲି ପୁଣି କହିଛନ୍ତି…
ଆମ ଲୋକମାନେ ତାମିଲନାଡୁ ଯିବେ ଦାଦନ ଖଟିବାକୁ ଆଉ ତାମିଲନାଡୁରୁ ଲୋକ ଆସି ଆମର ମାଲିକ ହେବେ – ଧର୍ମେନ୍ଦ୍ର…
ବରଗଡ ଭଟଲିରେ ପ୍ରଚାର କଲେ ଧର୍ମେନ୍ଦ୍ର ପ୍ରଧାନ । ବରଗଡ ଲୋକସଭା ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । କହିଲେ, ଆଜି ଦେଶରେ ମହିଳା, ଯୁବକ, କୃଷକ ଆଗରେ ରହିଛନ୍ତି । ନରେନ୍ଦ୍ର ମୋଦୀ ନିଜେ ଦାରିଦ୍ର୍ୟତାରୁ ଉପରକୁ ଉଠିକି ଆସଲିଥିଲେ । ତାଙ୍କ ମା’ ପର ଘରେ ବାସନ ମାଜୁଥିଲେ, ଆଉ ତାଙ୍କ ବାପା ଚା…
ଭୁବନେଶ୍ୱର ସାଲିଆ ସାହିରେ ହେମାମାଳିନୀ
ଭୁବନେଶ୍ୱର ସାଲିଆ ସାହିରେ ବିଜେପିର ଆଶୀର୍ବାଦ ସଭା । ସଭାରେ ଯୋଗଦେଲେ ହେମାମାଳିନୀ । ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ ମାଗିଲେ । ସେହିପରି ଭୁବନେଶ୍ୱରରେ ରାଜ୍ୟସରକାରଙ୍କ ବିଫଳତା କଥା କହିବା ସହ ମୋଦୀଙ୍କ ସଫଳତାକୁ କହିଥିଲେ ।
ହେମାମାଳିନୀ କହିଥିଲେ, ଏଠାରେ…
ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଦରକାର – ହେମାମାଳିନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟରେ ଦେଶବାସୀ ଖୁସି, ଓଡ଼ିଶାରେ ଏଥର ବିଜେପି ସରକାର କରିବ। ଭୁବନେଶ୍ବର ବିମାନବନ୍ଦର ବାହାରେ ବିଜେପିର ଷ୍ଟାର୍ ପ୍ରଚାରକ ହେମାମାଳିନୀ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟର ୨୫ ବର୍ଷର ସରକାର…
ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ – ନବୀନ
ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସରକାର ମାଗଣା ବିଜୁଳି…
ଆଜି ରାଉରକେଲା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଆଜି ରାଉରକେଲା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନେତାଠୁ ନେଇ କର୍ମୀ । ଆଜି କଣ କହିବେ ଶାହା? କଣ କମିଟମେଂଟ କରିବେ ଜନ ସାଧାରଣକୁ? ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ଦେବେ କି କିଛି ନୂଆ ଉପହାର? ଏଭଳି ଅନେକ…
ଭୁବନେଶ୍ୱରରେ ପ୍ରଚାର କରିବେ ହେମାମାଳିନୀ
ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
ଆଜି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଆଜି…
ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଆରମ୍ଭ
ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ୍ ସୋ’ । ୨୦୧୯ ନିର୍ବାଚନ ଭଳି ହାଇଟେକ୍ ବସରେ ପ୍ରଚାର କରୁଛନ୍ତି ନବୀନ । ବସ୍ ଉପରକୁ ଉଠି ହାତ ହଲାଇ ଅଭିବାଦନ ନେବା ସହ ନିଜ ପ୍ରାର୍ଥୀଙ୍କ ପାଇଁ କରୁଛନ୍ତି ପ୍ରଚାର । ଏହି ରୋଡ ଶୋ ୟୁନିଟ୍-୬ ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ।…