Trending
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
Browsing Category
Odisha
All about all odisha state news updates
ଭିଜିଲାନ୍ସ ଜାଲରେ ପଡ଼ିଥିବା ଯନ୍ତ୍ରୀ ଓ ଅଫିସରଙ୍କୁ ଇଡି କରିବ ଜେରା
ଭିଜିଲାନ୍ସ ଜାଲରେ ପଡ଼ିଥିବା ଯନ୍ତ୍ରୀ ଓ ଅଫିସରଙ୍କୁ ଇଡି କରିବ ଜେରା । ଖୋଳି ବାହାର କରିବ ପୋତା ଧନର ରହସ୍ୟ । କୋଟି କୋଟି ଟଙ୍କା ସମ୍ପତ୍ତି ଠୁଳର ରହସ୍ୟ ଖୋଜି ବାହାର କରିବ ଇଡି । ୪ ମାସ ମଧ୍ୟରେ ଭିଜିଲାନ୍ସ ଜାଲରେ ପଡ଼ିଥିବା ସମସ୍ତ ଯନ୍ତ୍ରୀଙ୍କ ତଥ୍ୟ ଇଡିକୁ ଦେଇଛି ରାଜ୍ୟ…
୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା
‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ…
ଦିନିକିଆ ବଲାଙ୍ଗିର ଗସ୍ତରେ ମୋହନ ମାଝି
ବେଲପଡାରୁ ହେଲିକପ୍ଟରରେ ଆସି ପାଟଣାଗଡ ରମାଇ ହାଇସ୍କୁଲରେ ପହଞ୍ଚିବେ । ପାଟଣାଗଡ SDH ହସପିଟାଲକୁ ଉଦଘାଟନ କରିବେ ।ଏହାସହ ପାଟଣାଗଡ ବାଇପାସ୍ ୮ କିଲୋମିଟର ରାସ୍ତାର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ। ପାଟଣାଗଡ ରଜଖମାରରେ ମଧ୍ୟାହ୍ନ ଭୋଜନ କରିବେ ମୁଖ୍ୟମନ୍ତ୍ରୀ । ପୁଣି ହେଲିକେପ୍ଟରରେ…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ
ପୁରୀ ସହରରେ ଘନ କୁହୁଡ଼ିର ଆସ୍ତରଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବାକୁ ହଜାରହଜାର ହବିଷ୍ୟାଳିଙ୍କ ସକାଳୁ ସକାଳୁ ଭିଡ଼ । ଏହାରି ଭିତରେ ଆଜି ପୁରୀରେ ପ୍ରଥମ କୁହୁଡିର ଅନୁଭବ ହୋଇଛି। କୁହୁଡିର ପ୍ରଥମ ସ୍ପର୍ଶରେ ଶ୍ରୀମନ୍ଦିର ନୀଳଚକ୍ର ସମ୍ପୂର୍ଣ୍ଣ…
ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ
ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଗାଇବା ଛଡା ବାରରେ ନାଚ ସମ୍ପୂର୍ଣ୍ଣ ବ୍ୟାନ କରିଛି ଅବକାରୀ ବିଭାଗ । ବିଭାଗ ପକ୍ଷରୁ ଆସିଥିବା ଗାଇଡ଼ଲାଇନକୁ ଉଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ଗାଇଡଲାଇନ ଉଲଂଘନ କରିବେ ସେମାନଙ୍କ ଲାଇସେନ୍ସ ସରକାର ରଦ୍ଦ କରିବେ ।…
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ…
ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି
ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍ ଉପରେ ଏଲ୍ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି। ତେବେ ୧୪.୨ କିଲୋର ଘରେଇ ଗ୍ୟାସ୍ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅର୍ଥାତ ଘରେ ରନ୍ଧା ଯାଉଥିବା ଏଲ୍ପିଜି ଦରରେ…
ଆମ୍ବ ଟାକୁଆ ଖାଇ ଚାଲିଗଲା ଦୁଇ ମହିଳାଙ୍କ ଜୀବନ
କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏହାଛଡ଼ା ୬ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ (ଏମକେସିଜି)ରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି। ମୃତକ ଦୁଇଜଣ ହେଲେ ମାଣ୍ଡିପଙ୍କା ଗ୍ରାମର ରୁନି ମାଝୀ (୩୦),…
ବାଣ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ, ୨ ଆହତ
ଦୀପାବଳିରେ ଅଘଟଣ ଘଟିବାରୁ ବାଣ ବିସ୍ଫୋରଣରେ ତିନି ଜଣ ଆହତ ହୋଇଛନ୍ତି। ପୁରୀ ସଦର ଥାନା ବାଟ ଗାଁରେ ଘଟିଛି ଏହି ଘଟଣା। ଆହତମାନେ ହେଉଛନ୍ତି, ଗୁଲା ରାଉତ, ଲିପା ରାଉତ ଓ ସଞ୍ଜୟ ଜେନା। ଗୁଲା ଓ ସଞ୍ଜୟଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ି ଯାଇଥିବା…
ଦୀପାବଳି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋହନ ମାଝି
ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆରେ ସେ ଟୁଇଟ୍ କରି କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର…