Browsing Category

Odisha

All about all odisha state news updates

ମହିଳା ନିର୍ଯ୍ୟାତନା କ୍ଷେତ୍ରରେ ବିଜେପି ସରକାରଙ୍କ ଶୂନ୍ୟ ସହନଶୀଳତା

ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳା କର୍ମଚାରୀଙ୍କୁ ସିଡିପିଓ ଡାକ୍ତରଖାନା ଛାଡିନଥିବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ  ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦ୍ରାପଡ଼ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।…

ଡ୍ୟାନସ ବାରରେ ମହିଳା ଆଉ ନାଚିପାରିବେନି

ଡ୍ୟାନସ ବାରରେ ମହିଳା ଆଉ ନାଚିପାରିବେନି ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି ।  ଅବକାରୀ ନୀତିରେ ବଡ ପରିବର୍ତ୍ତନ କରାଯାଇଛି । ଏଣିକି ଡାନ୍ସ ବାରରେ ନୃତ୍ୟ କରିପାରିବେନି ବାରଗାର୍ଲ୍ । ଅର୍କେଷ୍ଟ୍ରା ପରିବେଷଣ କରାଯାଇପାରିବ । ବାରରେ କୌଣସି ବାର ଗାର୍ଲ୍ସ ନୃତ୍ୟ ପରିବେଷଣ…

ଆଜି ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ…

ଓଡିଶାରେ ହ୍ରାସ ପାଇବ ପେଟ୍ରୋଲ ଓ ଡିଜେଲ ଦର

ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। କମିବ ପେଟ୍ରୋଲ ଓ ଡିଜେଲ ଦର। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ମାଲକାନଗିରି,…

ଦୀପାବଳି ପାଇଁ ଲାଗୁ ହେଲା ଗାଇଡ୍‌ଲାଇନ୍‌

ରତିପାହିଲେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ଲାଗି ମନା କରାଯାଇଛି।…

ବିଜେଡ଼ି ଛାଡିଲେ ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ

ଦଳ ଉପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡୁଛନ୍ତି ନେତା | ଆଜି ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ ବିଜେଡ଼ି ଛାଡିଛନ୍ତି | ବିଜେଡ଼ି ପ୍ରାଥିନୀ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ସୁନନ୍ଦା ଦାସ |ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପାତ୍ର ପଠାଇଛନ୍ତି |୫ମାସ ହେବ ଦଳରେ ଅଣଦେଖା…

ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ

ଲିଙ୍ଗରାଜ ମନ୍ଦିରରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା । ବିବାଦ ପରେ ଆକ୍ସନ ମୋଡକୁ ଆସିଛି ଲିଙ୍ଗରାଜ ମନ୍ଦିର ପ୍ରଶାସନ । ସଂପୃକ୍ତ ସେବାୟତ ତଥା ସୁପରଭାଇଜର ରାଜକିଶୋର ମହାପାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହେବ ବୋଲି କହିଛନ୍ତି ମନ୍ଦିର ପରିଚାଳନା…

ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି। ଫଳରେ ପୁଣି ଥରେ…

ପ୍ରମିଳାଙ୍କୁ ଚ୍ୟାଲେଞ୍ଜ ଦେଲେ ଜୟନାରାୟଣ!

ବିଜେଡି ଆଗାମୀ ଦିନରେ ରହିବ କି ନାହିଁ ସେ କଥା ଚିନ୍ତା କରନ୍ତୁ। ତାଙ୍କର ୨ ସାଂସଦ ଆସିଲେଣି। ଜିଲ୍ଲାସ୍ତରରେ ଗଣ୍ଡଗୋଳ ଲାଗି ରହିଛି। ବିଜେଡିକୁ କିଭଳି ସମ୍ଭାଳି ରଖିବେ ସେକଥା ଚିନ୍ତା କରନ୍ତୁ। ଆଜି ଗୋଟିଏ ହୁଇସିଲ୍‌ ମାରିଲେ ବିଜେଡି ଭାଙ୍ଗିଯିବ ବୋଲି ଜୟନାରାୟଣ କହିଛନ୍ତି। ବିରୋଧୀଦଳ…

ଆଜି ହେଉଛି ଧନତେରାସ: ସୁନା ଦୋକାନାରେ ଗହଳି

ଆଜିର ଦିନରେ ସୁନା କିଣିଲେ ସବୁବେଳ ଶୁଭ ହୋଇଥାଏ ବୋଲି ଏକ ବିଶ୍ବାସ ରହିଛି। ସେଥିପାଇଁ ଅନେକ ସୁନା କିଣିବା ପାଇଁ ଏହି ଦନକୁ ଅପେକ୍ଷା କରିଥାନ୍ତି। ତେବେ ଆଜିର ସୁନା ଦର ଯାହା ରହିଛି ତାହା ଲୋକଙ୍କୁ ହତାସ କରିଦେଇଛି। କାରଣ ଗତ ବର୍ଷ ତୁଳନାରେ ଏଥର ପ୍ରାୟ ୧୭ ହଜାର ଟଙ୍କା ଅଧିକ ରହିଛି।…