Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ବିଜେପିରେ ସାମିଲ ହେଲେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ
ବିଜେଡିକୁ ଲାଗିଛି ଆଉ ଏକ ଶକ୍ତ ଝଟକା । ନିର୍ବାଚନ ହାରିବା ପରେ ଦଳର ଜଣେ ବରିଷ୍ଠ ନେତା ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ୨୦୨୪ ନିର୍ବାଚନରେ ବିଜେଡିର…
ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ
ନିର୍ବାଚନରେ ପରାଜୟ ପରେ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ…
ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ଘଟଣା
ପୁରୀ ଶ୍ରୀମନ୍ଦିରରେ ଲାଗିଥିବା ଲାଇଟ୍ ପାଇଁ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟ ରାତିରେ ବହୁ ଦୂରକୁ ସ୍ପଷ୍ଟ ଭାବେ ଜଣାପଡ଼ୁଥିଲା । ମାତ୍ର ଗତ ୪ ତାରିଖରେ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଏହି ସବୁ ଲାଇଟଗୁଡ଼ିକୁ ଖୋଲି ନିଆଯାଇଥିବା ଅଭିଯୋଗ ହୋଇଥିଲା । ପରିକ୍ରମା ପ୍ରକଳ୍ପ…
ଇସ୍ତଫା ଦେଲେ ଲେନିନ୍
ଦୀର୍ଘ ୨୫ ଧରି ଓଡ଼ିଶାରେ କ୍ଷମତାସୀନ ରହିବା ପରେ ବିଜେଡି ଅଚାନକ କ୍ଷମତାଚ୍ୟୁତ ହେବା ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଜାରି ରହିଛି । ଆସନ୍ତା ୧୦ ତାରିଖରେ ନୂଆ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ଓଡ଼ିଶା ପର୍ଯ୍ୟଟନ…
ସୁରକ୍ଷା ବାହିନୀ ଓ ମାଓବାଦୀ ଗୁଳିବିନିମୟ -୭ ମାଓବାଦୀ ନିହତ
ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ଅନ୍ୟପକ୍ଷରେ ୩ଜଣ ଡିଆରଜି ଯବାନ ଆହତ ମଧ୍ୟ ହୋଇଛନ୍ତି । ଶୁକ୍ରବାର ନାରାୟଣପୁର, କୋଣ୍ଡାଗାଓଁ, ଦାନ୍ତେୱାଡା, ବସ୍ତର ଅଞ୍ଚଳର ଡିଆରଜି ଏବଂ ଆଇଟିବିପି ୪୫ ବାଟାଲିୟନ ପକ୍ଷରୁ…
ବିଜେଡିର ପରାଜୟର ସର୍ଭେ ରିପୋର୍ଟ ଲୁଚାଉଥିଲେ କିଏ?
ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍ ଏହାର ମୁଖ୍ୟ କାରଣ ତ ଆଉ କିଏ କହୁଛି ଉଭୟ ପାଣ୍ଡିଆନ୍ ଏବଂ ନବୀନ ହିଁ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ଏସବୁ…
୬ ମାସ ଛୁଟିରେ ସୁଜାତା
ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତିକେୟନ ଛଅ ମାସ ଛୁଟିରେ ଗଲେ । ନଭେମ୍ବର ୨୬ ତରିଖ ଯାଏଁ ସୁଜାତା ଛୁଟିରେ ରହିବେ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି କାରଣ ଦର୍ଶାଇ ସେ ଛୁଟିରେ ରହିଥିବା ଜଣାପଡିଛି।ଗତ ସାଧାରଣ ନିର୍ବାଚନ ସମୟରେ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିବା ସୁଜାତା ନିଜର…
ଏନଡିଏ ବୈଠକରେ ଓଡିଶା କଥା ଉଠାଇଲେ ମୋଦୀ
ଏନଡିଏ ବୈଠକରେ ଓଡିଶା କଥା ଉଠାଇଲେ ପ୍ରଧାନମନ୍ତ୍ରୀ ମୋଦୀ । ସମ୍ବିଧାନ ଭବନରେ ମହାପ୍ରଭୁଙ୍କୁ ମନେ ପକାଇବା ସହିତ ପ୍ରଭୁ ଜଗନ୍ନାଥଙ୍କୁ ଗରିବଙ୍କ ଦେବତା ବୋଲି କହିଛନ୍ତି ମୋଦୀ । ଖାଲି ସେତିକି ନୁହେଁ ଏଥର ଓଡିଶାରେ ଯେଉଁଭଳି କ୍ରାନ୍ତି ଦେଖିବାକୁ ମିଳିଲା, ତାକୁ ଦେଖି ଆଗାମୀ ୨୫ ବର୍ଷ…
ହଟିଲା ଲକ୍ଷ୍ମୀ ବସ୍ରୁ ଶଙ୍ଖ ଚିହ୍ନ
ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଲାଗୁ କରିଥିଲେ. ଲକ୍ଷ୍ମୀ ବସ୍ ସେବା ଏହି ବସ୍ଗୁଡିକ ଜିଲା ଓ ବ୍ଲକ୍ ସଦର ମହକୁମାରୁ ବିଭିନ୍ନ ଆଭ୍ୟନ୍ତରୀଣ ଅଞ୍ଚଳକୁ ଦୈନିକ ଯାତାୟାତ କରିବା ସହ ଯାତ୍ରୀଙ୍କ ଟିକଟ ମୂଲ୍ୟ ଏସିରେ ୧୦ ଓ ବିନା ଏସିରେ ୫ ଟଙ୍କା ଧାର୍ଯ୍ୟ କରାଯାଇଥିଲା।ଫଳରେ ଛାତ୍ରୀଛାତ୍ର…
ଚିନ୍ତାରେ ଗରିବ ଜନତା
ଦୀର୍ଘ ୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟରେ ଶାସନ କରିବା ପରେ ନିକଟରେ ଅପ୍ରତ୍ୟାଶିତ ଭାବେ ପରାଜୟ ବରଣ କରିଥିଲା । ଏବେ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବାକୁ ଯାଉଛି । ତେବେ ରାଜ୍ୟରେ ବିଜେଡି ସରକାର କ୍ଷମତାଚ୍ୟୁତ ହେବା ପରେ କିଛି ଘରୋଇ…