Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ନବୀନ ନିବାସରେ ପରାଜିତ ପ୍ରାର୍ଥୀଙ୍କୁ ନେଇ ସମୀକ୍ଷା ବୈଠକ
ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ…
ବିଏସ୍କେଓ୍ବାଇ ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ଦୂର କଲେ ମୁଖ୍ୟ ଶାସନ ସଚିବ
ରାଜ୍ୟରେ ବିଏସ୍କେଓ୍ବାଇ ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ଦୂର କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଗୁରୁବାର ସେ ଏକ ଭିଡିଓ ଜାରି କରି ସ୍ପଷ୍ଟ କହିଛନ୍ତି ଯେ, ବିଏସ୍କେଓ୍ବାଇ ଯୋଜନା ଚାଲୁ ରହିଛି। ଏହି ଯୋଜନାରେ ରୋଗୀଙ୍କ ଚିକିତ୍ସା ଅବ୍ୟାହତ ରହିଛି। ବିଏସ୍କେଓ୍ବାଇ…
ବିଜେଡିର ତୁଙ୍ଗ ନେତା ମତଦାତାଙ୍କ ମୁଡ୍ ପଢ଼ିନପାରି ବୟାନବାଜିରେ ବ୍ୟସ୍ତ ରହିଲେ
ନିର୍ବାଚନର ଚତୁର୍ଥ ପର୍ଯ୍ୟାୟର ଫଳାଫଳ ହିଁ ବିଜେପି ସରକାର ଗଠନରେ ପ୍ରମୁଖ ଭୂମିକା ନିର୍ବାହ କରିଛି। ଏହି ପର୍ଯ୍ୟାୟରେ ବିଜେପି ଗତ ନିର୍ବାଚନରେ ଯେଉଁ ୯ଟି ଆସନ ପାଇଥିଲା ଯଦି େସତିକି ଆସନ ପାଇଥାନ୍ତା ତେବେ ବିରୋଧୀ ଦଳରେ ହିଁ ବସିଥାନ୍ତା। ଆଉ ବିଜେଡି ଯଦି ୪୨ରୁ ୪୦ଟି ଆସନ ଜିତିଥାନ୍ତା…
ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) । ବିଏସକେୱାଇ ବଦଳରେ ରାଜ୍ୟରେ କେନ୍ଦ୍ର ସରକାରଙ୍କର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଘୋଷଣା କରିଛନ୍ତି ।ମନମୋହନ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ
ଆଜି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି। ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି। ୭୮ ଆସନରେ ବିଜୟ ସହ ବିଜେପି…
ଓଡ଼ିଶା ରାଜ୍ୟରେ ବିଜେପି ଯୁଗର ଆରମ୍ଭ
୨୪ ବର୍ଷ ପରେ ବିଜେଡିର ବଡ ପରାଜୟ ହୋଇଛି । ଉପକୂଳରୁ ଆରମ୍ଭ କରି ଦକ୍ଷିଣ, ପଶ୍ଚିମ ଓ ଉତ୍ତରରେ ଉଡିଛି ବିଜେପିର ବିଜୟ ଧ୍ୱଜା । ତେବେ ବିଜେପିର ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ…
ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ…
ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼ । ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ ରାଜନୈତିକ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ
ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି | ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ…
ଝାରସୁଗୁଡ଼ାରେ ବିଜେପିକୁ ମିଳିଛି ପ୍ରଥମ ସଫଳତା
ଝାରସୁଗୁଡ଼ାରେ ବିଜେପିକୁ ମିଳିଛି ପ୍ରଥମ ସଫଳତା। ଝାରସୁଗୁଡ଼ା ଏବଂ ବ୍ରଜରାଜନଗରର ବିଜେପି ବିଧାନସଭା ପ୍ରାର୍ଥୀ ଯଥାକ୍ରମେ ଟଙ୍କଧର ତ୍ରିପାଠୀ ଓ ସୁରେଶ ପୂଜାରୀ ବିଜୟୀ ହୋଇଛନ୍ତି। ଟଙ୍କଧର ତ୍ରିପାଠୀ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେଡିର ଦୀପାଳି ଦାସଙ୍କୁ ୧୩୨୨ ଭୋଟରେ ପରାଜିତ…
୨୫ ବର୍ଷ ପରେ ରାଜ୍ୟର ରାଜନୈତିକ ସମୀକରଣରେ ନୂଆ ଧାରା
ଓଡ଼ିଶାରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ପ୍ରାରମ୍ଭିକ ଧାରାରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ଶାସକ ଦଳ ବିଜେଡି ବହୁ ଆସନରେ ପଛୁଆ ରହିଛି। ରାଜ୍ୟର ୧୪୭ ବିଧାନସଭା ଆସନ ମଧ୍ୟରୁ ବିଜେପି ୭୮ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ୧୨,…