Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
କଣ୍ଟାବାଞ୍ଜି ଆସନରେ ବଦଳିଗଲା ଟ୍ରେଣ୍ଡ
ଓଡ଼ିଶା ନିର୍ବାଚନର ଫଳାଫଳ ଉପରେ ଏବେ ସମସ୍ତଙ୍କ ନଜର । ଭୋଟ ଗଣତି ସମୟରେ ପ୍ରତିଟି ଆସନରେ ପ୍ରତି ମୁହୂର୍ତ୍ତରେ ବଦଳୁଛି ଟ୍ରେଣ୍ଡ । କଣ୍ଟାବାଞ୍ଜି ବିଧାନସଭା ଆସନରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଛି । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ରହିଥିବା ବେଳେ…
ଭୁବନେଶ୍ୱର ଲୋକସଭା ଆସନରେ
ଆରମ୍ଭ ହୋଇଛି ଲୋକସଭା ଓ ୨ ରାଜ୍ୟର ବିଧାନସଭା ନିର୍ବାଚନ ଭୋଟ ଗଣତି । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ବିଭିନ୍ନ କେନ୍ଦ୍ରରେ ଭୋଟ ଗଣତି ହୋଇଛି । ୭୦ଟି ଭୋଟ ଗଣତି କେନ୍ଦ୍ରରେ ୨.୫ କୋଟି ଭୋଟ ଗଣତି ଚାଲିଛି । ୬୯ଟି କେନ୍ଦ୍ରରେ ଇଭିଏମ୍ ଓ ବାଲାଟ ଏବଂ ଗୋଟିଏ ସେଣ୍ଟରରେ କେବଳ ପୋଷ୍ଟାଲ…
ଓଡ଼ିଶାରେ କିଏ ଗଢ଼ିବ ସରକାର ?
ଓଡ଼ିଶାରେ କାହାର ହେବ ବିଜୟ ? ଖୋଲିବ ଇଭିଏମ୍ ପେଡି । ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ। ଓଡ଼ିଶାରେ କିଏ ସରକାର ଗଢ଼ିବ ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ ୧୬ରେ ତାରିଖ ଘୋଷଣା ହୋଇଥିଲା । ଏହାପରେ ମାରାଥନ ପ୍ରଚାର ଅଭିଯାନ ଚାଲିଲା । ପୁଣି ଏପ୍ରିଲ ୧୯ରୁ ଜୁନ୍ ୧ ପର୍ଯ୍ୟନ୍ତ ୭ଟି…
ଭୋଟ୍ ଗଣତି ଆରମ୍ଭ
ଲୋକସଭା ତଥା ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ବିଧାନସଭା ନିର୍ବାଚନର ଭୋଟ୍ ଗଣତି ମଙ୍ଗଳବାର ପୂର୍ବାହ୍ନ ୮ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଭୋଟ ଗଣନା କେନ୍ଦ୍ରର ସୁରକ୍ଷା ପାଇଁ ଡବଲ ବ୍ୟାରିକେଟିଂ ସହିତ ସିସିଟିଭି ମନିଟରିଂ ବ୍ୟବସ୍ଥା ହୋଇଛି। ଭୋଟଗଣନା କେନ୍ଦ୍ର ଭିତରକୁ…
ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ,ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ
ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂଣ୍ଣ ନିଷ୍ପତ୍ତି । ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି…
ଆଜି ବିଶ୍ବ ବାଇସାଇକେଲ୍ ଦିବସ
ବ୍ୟକ୍ତିଗତ ଯାତାୟାତ ପାଇଁ କାର୍ ଓ ବାଇକ୍ ରାସ୍ତାକୁ କବ୍ଜା କରି ନେଇଛନ୍ତି। ତାହାରି ଭିତରେ କିଛି ହାତଗଣତି ସାଇକେଲ ଗଡ଼ୁଛି ସତ, କିନ୍ତୁ ତାହା ଯାତାୟାତର ଜରୁରୀ ମାଧ୍ୟମ ହୋଇ ରହିନାହିଁ। ସ୍ବାସ୍ଥ୍ୟ ସଚେତନ ଲୋକେ ଫିଟ୍ନେସ୍ ଓ ପରିବେଶ ସୁରକ୍ଷାକୁ ନଜରରେ ରଖି ସାଇକେଲ ବ୍ୟବହାର…
ଆଜି ପଞ୍ଚମ ପାଳିର ଶେଷ କ୍ୟାବିନେଟ୍
ଆଜି(ସୋମବାର) ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ପୂର୍ବାହ୍ଣ ସାଢ଼େ ୧୧ଟାରେ ଅନୁଷ୍ଠିତ ହେବ। ବିଜେଡି ସରକାରର ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ। ଏନେଇ ସବୁ ବିଭାଗର ମନ୍ତ୍ରୀ ମାନଙ୍କୁ ଅବଗତ କରାଯାଇଛି। ଚଳିତ ସାଧାରଣ…
ନିର୍ବାଚନ ଫଳାଫଳ ଘୋଷଣାକୁ ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି
ନିର୍ବାଚନ ଫଳାଫଳ ଘୋଷଣା ପରବର୍ତ୍ତୀ ଆଇନଶୃଙ୍ଖଳା ସ୍ଥିତି ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି । ଏନେଇ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ନିର୍ବାଚନ ଫଳାଫଳ ଘୋଷଣା ପରେ ହେବାକୁ ଥିବା ଶୋଭାଯାତ୍ରା…
ରାଜଧାନୀ ରାସ୍ତାରେ ସ୍ପାଇକ୍ ବ୍ୟାରିଅର୍ ଲାଗିବ
ରାଜଧାନୀ ରାଜରାସ୍ତାରେ ବିଭିନ୍ନ ଟ୍ରାଫିକ୍ ଛକରେ ଲାଗିବ ସ୍ପାଇକ୍ ବ୍ୟାରିଅର୍। ରଙ୍ଗ୍ ରୁଟ୍ରେ ଗାଡ଼ି ଚଳାଚଳକୁ ରୋକିବା ସହ ଅମାନିଆଙ୍କ ଗାଡ଼ିକୁ ଅଟକାଇବା ଲାଗି କମିସନରେଟ୍ ପୁଲିସ ଏହି ବ୍ୟବସ୍ଥା ଲାଗୁ କରିବାକୁ ଯାଉଛି। ବ୍ଲକିଂ ଚେକିଂ ବେଳେ ପୁଲିସ ଆଗରୁ ଚମ୍ପଟ ମାରୁଥିବା…
ଏକଜିଟ୍ ପୋଲ ରିପୋର୍ଟରେ ଓଡିଶାରେ ପଦ୍ମ ଫୁଟିବ
ସରିଛି ଭୋଟ ଏବେ କିଏ ଗଢ଼ିବ ସରକାର ତାକୁ ନେଇ ଚାଲିଚି ଚର୍ଚା । ଏକଜିଟ୍ ପୋଲ ରିପୋର୍ଟରେ ଓଡିଶା ଲୋକସଭା ନିର୍ବାଚନରେ ବିଜେପି ୧୫ରୁ ଅଧିକ ସିଟ୍ ଜିତିବା ନେଇ ଏକାଧିକ ସଂସ୍ଥା ଦାବି କରିଛନ୍ତି । ତେବେ ଏଗଜିଟ୍ ପୋଲର ଆକଳନ ଅନୁସାରେ, ଲୋକସଭା ନିର୍ବାଚନରେ ବିଜେପି, ବିଜେଡିଠାରୁ ଆଗରେ…