Trending
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଯୋଗୁଁ ୪ ସରକାରୀ କର୍ମଚାରୀ ନିଲମ୍ବିତ
ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା…
ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରଶଂସା ସାଉଣ୍ଟିଲେ ଆଶା ଦିଦି ଶିବାନୀ
ବାତ୍ୟା ‘ଦାନା’ ଓଡ଼ିଶାରେ ମାଡ଼ ହେବା ପୂର୍ବରୁ ପ୍ରଭାବିତ ଜିଲ୍ଲାଗୁଡ଼ିକ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏହି ସ୍ଥାନାନ୍ତରଣ କାର୍ଯ୍ୟରେ ସାମିଲ ହୋଇଥିବା କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ଏବେ ରାଜ୍ୟବ୍ୟାପୀ…
ବାତ୍ୟା ଅଞ୍ଚଳରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ
ବାତ୍ୟା ପ୍ରଭାବିତ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଓ ବଗପାଟିଆରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା…
ନଭେମ୍ବର ୨୯ରେ ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ…
ନୂଆବର୍ଷରେ ରିଲିଜ୍ ହୋଇପାରେ ‘ଦାହାନ୍’
‘ପ୍ରତୀକ୍ଷା‘, ‘ତ୍ରିକନ୍ୟା’ ଓ ‘କର୍ମ’ ପରେ ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ତାଙ୍କର ନୂଆ ସିନେମା ‘ଦାହାନ୍’କୁ ନୂଆବର୍ଷରେ ରିଲିଜ୍ କରିବାର ଯୋଜନା କରିଛନ୍ତି। ଅମୀୟ ପଟ୍ଟନାୟକ ପ୍ରଡକସନ୍ ବ୍ୟାନରରେ ନିର୍ମିତ ‘ଦାହାନ୍’ ତାଙ୍କର କାହାଣୀ ଉପରେ…
କନ୍ଧମାଳରେ ଏନ୍କାଉଣ୍ଟର ଜଣେ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ
ବାଲିଗୁଡ଼ା: କନ୍ଧମାଳରେ ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟର । ଏନକାଉଁଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। କନ୍ଧମାଳ-କଳାହାଣ୍ଡି ଜିଲ୍ଲା ସୀମାନ୍ତ ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ…
ଝାରପଡ଼ା ଜେଲ ଭିତରେ କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ:ଜେଲ୍ରଙ୍କୁ ୩ କଏଦୀ ଆକ୍ରମଣ
ଭୁବନେଶ୍ବର: ଝାରପଡ଼ା ଜେଲ ଭିତରେ କଏଦୀଙ୍କ ଉତ୍ପାତ । କିଛି ଦିନ ତଳେ ଏହି ଜେଲରୁ ଗଂଜେଇଠୁ ଆରମ୍ଭ କରି ଫୋନ, ଛୁରି ମିଳିଥିଲା । ଆଜି କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହେବା ଫଳରେ ତୁମୁଳ କାଣ୍ଡ ଘଟିଛି। କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ପାଇଁ ଜେଲରେ ସାଇରନ୍ ବାଜିଥିବା ଜଣାପଡିଛି।…
ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା
ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା…
ସ୍ବାଭାବିକ ହେଲା ବିମାନସେବା, ବିଳମ୍ଭରେ ଚାଲୁଛି ଟ୍ରେନ
ଭୁବନେଶ୍ବର: ଭୁବନେଶ୍ବରରେ ସ୍ବାଭାବିକ ହେଲା ବିମାନସେବା,କିନ୍ତୁ ବିଳମ୍ଭରେ ଚାଲୁଛି ଟ୍ରେନ । ସକାଳ ୮ଟାରୁ ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହୋଇଛି । ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା । ଟ୍ରେନ ମଧ୍ୟ ବାତିଲ ହୋଇଥିଲା । ବାତିଲ ଟ୍ରେନ କୁ ଛାଡି ଅନ୍ୟ…
କେନ୍ଦ୍ରପଡାରେ ତାଣ୍ଡବ ରଚିଲା ବାତ୍ୟା ‘ଦାନା’
କେନ୍ଦ୍ରାପଡାର ହବାଳି ଖଟି ନେଚର କ୍ୟାମ୍ପ ନିକଟରେ ରାତି 12ଟା 5 ମିନିଟ୍ ରେ ସ୍ଥଳଭାଗ ଛୁଇଁଥିଲା ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ୍ ପରେ କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ତାଣ୍ଡବ ରଚିଛି ବାତ୍ୟା । ତୁହାକୁ ତୁହା ପବନ ସହ ଲଗାଣ ବର୍ଷାରୁ ବେହାଲ ହେଲା ସ୍ଥିତି । କେଉଁଠି ଉଡିଛି…