Trending
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
Browsing Category
Odisha
All about all odisha state news updates
ଓଡ଼ିଶାରେ କିଏ ମାରିବ ବାଜି?
ସରିଛ ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ସରିଛି। ତେବେ ଏହାରି ଭିତରେ ଏକଜିଟ ପୋଲ ବା ବୁଥ୍ ବାହୁଡା ମତ ପ୍ରକାଶ ପାଇଛି। ଓଡ଼ିଶାକୁ ନେଇ ବିଭିନ୍ନ ଏଜେନ୍ସି ଭିନ୍ନ ଭିନ୍ନ ଆକଳନ କରିଥିବାବେଳେ ଇଣ୍ଡିଆ ଟୁଡେ-ଆକ୍ସିସ…
ଜଳୁଛି ପଶ୍ଚିମ ଓଡ଼ିଶା
ପଶ୍ଚିମ ଓଡ଼ିଶାରେ ଆହୁରି ଦୁଇ ଦିନ କଲବଲ କରିବ ଗ୍ରୀଷ୍ମପ୍ରବାହ । ପରେ କମିବ ତାତି । ଆଗାମୀ ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ଗ୍ରୀଷ୍ମଲହରୀ ନେଇ ଆଜି ପଶ୍ଚିମ ଓଡିଶାର ୫ ଜିଲ୍ଲା ବରଗଡ଼,…
ଓଡିଶା ଲୋକସଭା ଆସନକୁ ନେଇ ‘ଇଣ୍ଡିଆଟିଭି’ର ଆକଳନ:ବିଜେଡିକୁ ୪ରୁ୬ ସିଟ ମିଳିବା ନେଇ ପୂର୍ବାନୁମାନ
ଓଡିଶା ଲୋକସଭା ଆସନକୁ ନେଇ ଇଣ୍ଡିଆ ଟିଭିର ପୂର୍ବାନୁମାନ । ବିଜେପିକୁ ୧୫ରୁ ୧୭ ଆସନ ମିଳିବା ନେଇ ଆକଳନ । ବିଜେଡିକୁ ୪ରୁ ୬ ଆସନ ମିଳିବା ନେଇ ପୂର୍ବାନୁମାନ । ସେହିପରି କଂଗ୍ରେସକୁ ମିଳିପାରେ ୦ରୁ ୧ ଆସନ । ସେହିପରି ଏନଡିଏ ମେଣ୍ଟକୁ ୩୭୧ ଆସନ ମିଳିବା ନେଇ ଆକଳନ ହୋଇଥିବାବେଳେ ଇଣ୍ଡିଆ…
ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ
ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ସମୟ ଶେଷ ହୋଇଛି। କିନ୍ତୁ ମତଦାନ କେନ୍ଦ୍ର ପରିସରରେ ଯେଉଁ ମତଦାତା ଏବେ ବି ଧାଡ଼ିରେ ଅଛନ୍ତି ସେମାନେ ଭୋଟ୍ ଦେବେ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି ମଧ୍ୟରେ ଜଗତସିଂହପୁରରେ ସର୍ବାଧିକ ଓ ଭଦ୍ରକରେ ସର୍ବନିମ୍ନ…
ପୁରୀ ବାଣ ବିସ୍ଫୋରଣ ଘଟଣା ; ଆଉ ଜଣେ ମୃତ, ମୃତ୍ୟୁ ସଂଖ୍ୟା ୮
ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶନିବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଏସଆରସିଙ୍କ ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ମେଡିକାଲରେ ୨୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହି ଚିକିତ୍ସିତ…
ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୯.୭୭ ପ୍ରତିଶତ ମତଦାନ
ରାଜ୍ୟରେ ପଡୁଛି ଶେଷ ପର୍ଯ୍ୟାୟ ଭୋଟ୍ । ଦିନ ୩ଟା ସୁଦ୍ଧା ରାଜ୍ୟରେ ହୋଇଛି ୪୯.୭୭ ପ୍ରତିଶତ ମତଦାନ । କିଛି ସ୍ଥାନରେ ସୁରୁଖୁରରେ ମତଦାନ ଚାଲିଥିଲା ବେଳେ ଅନ୍ୟକିଛି ସ୍ଥାନରେ ଗଣ୍ଡଗୋଳ ପରିସ୍ଥିତି ଦେଖିବାକୁ ମିଳିଛି । ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%,…
ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ
ଭୋଟ୍ ଦେଉଛି ଓଡିଶା । ଶେଷ ପର୍ଯ୍ୟାୟରେ ଆଜି ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ତେବେ ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍ ପଡିଛି । ବାଲେଶ୍ୱର ଜିଲ୍ଲାରେ ୭.୭୭ ପ୍ରତିଶତ ଭୋଟ୍ ପଡିଥିବାବେଳେ,…
ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ମତଦାନ ଜାରି
ରାଜ୍ୟରେ ବହୁ ପ୍ରତୀକ୍ଷିତ ଚତୁର୍ଥ ପର୍ଯ୍ୟାୟ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନ ୪୨ ବିଧାନସଭା ଆସନରେ ମତଦାତାମାନେ ଭୋଟ ଦେଉଛନ୍ତି । ଶେଷ ପର୍ଯ୍ୟାୟ ମତଦାନ ପାଇଁ ୧୦ ହଜାର…
ରାଜ୍ୟର ୯ଟି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ , ଅସହ୍ୟ ଗରମ ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି
ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଭଳି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଦ୍ରତା ୮୦ % ରୁ ଅଧିକ ରହିଛି । ଏହି ଜିଲ୍ଲା ଗୁଡିକରେ ପ୍ରଚଣ୍ଡ ଗୁଳୁଗୁଳି ରହିବାର ସମ୍ଭାବନା ରହିଛି। କିନ୍ତୁ ଏହି ସବୁ ଜିଲ୍ଲା ଗୁଡିକ ଠାରୁ…
ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…