Trending
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
Browsing Category
Odisha
All about all odisha state news updates
ଦାନା ବିଭିନ୍ନ ସ୍ଥାନରେ ଭାଙ୍ଗୁଛି ଗଛ
ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକାରୁ ଧାମରା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ‘ଦାନା’ ଉପକୂଳ ଆଡକୁ ମାଡ଼ି ଆସୁଥିବା ବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି। ପବନର ବେଗ…
ବାତ୍ୟା ‘ଦାନା’ର ପ୍ରଭାବ
ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ର ପ୍ରଭାବରେ ଦୀଘା ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଛି।
କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ପୁରୀ…
ଚଢା ଦରରେ ବିକ୍ରି ହେଉଥିଲେ ଫୋନ୍ କରନ୍ତୁ
ଯଦି ବେପାରୀ କଳାବଜାରୀ କରୁଛନ୍ତି ତେବେ ଫୋନ କରନ୍ତୁ । ସରକାର ଜାରି କରିଛନ୍ତି ଫୋନ ନମ୍ବର । ଅତ୍ୟାବଶ୍ୟକ ସାମଗ୍ରୀର ଦରରେ ଅହେତୁକ ବୃଦ୍ଧି ଅଭିଯୋଗ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି ହେଲା ହେଲ୍ପ ଲାଇନ୍ ନମ୍ବର। ୦୬୭୪-୨୩୯୬୨୨୭ରେ ଅଭିଯୋଗ କରିପାରିବେ…
ହେଲପଲାଇନ୍ ନମ୍ବର ଜାରି କଲେ ବିଜେଡି ଓ ବିଜେପି
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରାଜନୀତି ସରଗରମ ହୋଇଛି । ବାତ୍ୟା ଦାନା ପାଇଁ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ହେଲପ ଲାଇନ ନମ୍ବର ଜାରି କରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି । କହିଛନ୍ତି ସଜାଗ ରହି…
କିଏ ହେବ ମହିଳା ଆୟୋଗ ଅଧ୍ୟକ୍ଷା ?
ରାଜ୍ୟର ମୋହନ ମାଝୀ ସରକାର ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ବରଖାସ୍ତ କରିବା ପରେ କିଏ ନୂଆ ଅଧ୍ୟକ୍ଷା ହେବେ ତାକୁ ନେଇ ରାଜନୀତି ଜୋର ଧରିଛି । ଏହି ବଡ଼ ପଦବୀରେ ବିଜେଡିର କେଉଁ ମହିଳା ନେତ୍ରୀଙ୍କୁ ଦାୟିତ୍ବ ଦିଆଯାଉଛି ତାହାକୁ ଅପେକ୍ଷା କରିଛନ୍ତି ରାଜ୍ୟବାସୀ ।…
ମାଓବାଦୀ ବୋମା ବିସ୍ଫୋରଣ ଯୋଜନାକୁ ବିଏସ୍ଏଫ୍ ଯବାନ କଲେ ପଣ୍ଡ
ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍ଏଫ୍ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍ଏଫ୍ ଯବାନମାନେ କୋଣ୍ଡାକାମ୍ବେରୁ ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ସମୟରେ ଅଣ୍ଡ୍ରାପାଲ୍ଲୀ…
ଓଡ଼ିଶାରେ UG, PG ପାଠ୍ୟକ୍ରମ ପଢ଼ୁଥିଲେ ପାଇବେ ଛାତ୍ରବୃତ୍ତି
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । UG ,PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଆରମ୍ଭ ହେଲା ଅନଲାଇନ୍ ଆବେଦନ ପ୍ରକ୍ରିୟା । ଏହି ଛାତ୍ର ବୃତ୍ତି…
ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା ପାଇଁ ନିର୍ଦେଶ ଦେଲେ ମନମୋହନ ସାମଲ
ବାତ୍ୟା ‘ଦାନା’ର ପ୍ରଭାବ ଓଡିଶା ଉପରେ ପଡିବ ବୋଲି ଆକଳନ କରାଯାଇଛି । ଆମେ ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା । ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଓ ପ୍ରସ୍ତୁତି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ପ୍ରଶାସନ, ସରକାର, ଅଗ୍ନିଶମ, ଏନଡିଆରଏଫ, ଏସଡିଆରଏଫ ଉଦ୍ଧାରକାରୀ ଦଳ…
ମହିଳା ମାଓବାଦୀ କଲେ ଆତ୍ମସମର୍ପଣ
କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ ଭବାନୀପାଟଣାସ୍ଥିତ କଳାହାଣ୍ଡି ଏସ୍ପିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା…
ଜାଣନ୍ତୁ କେଉଁ ୪ଜିଲ୍ଲାରେ ବାତ୍ୟା ରଚିବ ତାଣ୍ଡବ ?
ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । କାଲି ରାତିରୁ ୨୫ ପୂର୍ବାହ୍ଣ ଯାଏ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର |
ବାତ୍ୟା ପାଇଁ OAS ପ୍ରିଲିମ ପରୀକ୍ଷା ସ୍ଥଗିତ…