Trending
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
Browsing Category
Odisha
All about all odisha state news updates
ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟା
ସୃଷ୍ଟି ହେଲା ବାତ୍ୟା ।ବାତ୍ୟାର ରୂପ ନେଲା ଗଭୀର ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପାରାଦୀପ ରାଡାରରେ ବାତ୍ୟାର ଚିତ୍ର ଅନୁମାନ । ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟାର ଆଖି । କାଲି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନବ ।ଗତ ୬ ଘଣ୍ଟାହେବ ଘଣ୍ଟାପ୍ରତି ୩ କିଲୋମିଟର…
ଓଡିଶା ଏଫସି ୨-୧ ଗୋଲ୍ରେ ଇଷ୍ଟ୍ବେଙ୍ଗଲ ଏଫ୍ସିକୁ ପରାସ୍ତ କରିଛି
ଚଳିତ ଆଇଏସ୍ଏଲ୍ ଫୁଟ୍ବଲ୍ ପ୍ରତିଯୋଗିତାରେ ଓଡ଼ିଶା ଏଫ୍ସି ମଙ୍ଗଳବାର ଦ୍ବିତୀୟ ବିଜୟ ପାଇଛି। କଳିଙ୍ଗ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ଘରୋଇ ଦଳ ୨-୧ ଗୋଲ୍ରେ ଇଷ୍ଟ୍ବେଙ୍ଗଲ ଏଫ୍ସିକୁ ପରାସ୍ତ କରିଛି। ମ୍ୟାଚ୍ର ୨୨ତମ ମିନିଟ୍ରେ ଇସାକ୍ ରାଲ୍ଟେଙ୍କ ପାସ୍କୁ ରୟ…
ବିର୍ସା ମୁଣ୍ଡା ଷ୍ଟାଡିୟମରେ ବିରାଟ ଜନସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ
ଆସନ୍ତା ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ରାଉରକେଲା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ବିର୍ସା ମୁଣ୍ଡା ଆଥଲେଟିକ୍…
ରାଜ୍ୟବାସୀଙ୍କୁ ଧର୍ଯ୍ୟର ସହ ବାତ୍ୟା ମୁକାବିଲା କରିବା ପାଇଁ ଆହ୍ୱାନ ଦେଲେ ମନମୋହନ ସାମଲ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି…
ବାତ୍ୟା ‘ଦାନା’ର ମୁକାବିଲା ଲାଗି ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ନିୟୋଜିତ ହେବେ ୧୭ ଓଡ୍ରାଫ ଟିମ
ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପଦ୍ମନାଭ…
ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍ , ୩ଟି ଫ୍ଲାଟ୍ ଓ…
ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ ସ୍ଥଗିତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବାରୁ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ବାତ୍ୟାକୁ ଦ୍ରୁଷ୍ଟିରେ ଯୋଗୁ…
ବାତ୍ୟାକୁ ଦ୍ରୁଷ୍ଟିରେ ରଖି ସରକାର ଏହି ୧୪ଟି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର,…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ସୂଟିଙ୍ଗ ହେଉଛି…
ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍ସି କଲରଙ୍ଗି ଟ୍ରକ୍ ପାର୍କିଂୟାର୍ଡରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ଆଜି ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ର ପାଇଁ ପ୍ରଯୋଜନା ସଂସ୍ଥାର ପ୍ରବନ୍ଧକ ଜି ଭାରା ପ୍ରସାଦଙ୍କ ନେତୃତ୍ବରେ…
ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଦେଇଛନ୍ତି ଭେଟି
ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ…