Browsing Category

Odisha

All about all odisha state news updates

ଆଜି ଆସୁଛନ୍ତି ଅମିତ ଶାହ

ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ ଚଳାଇଥିବାବେଳେ ପ୍ରଚାରକୁ ଶାଣିତ କରିବାକୁ ମଙ୍ଗଳବାରସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିରେ, ଅପରାହ୍ନ ୨ଟା୧୫ରେ କୋରେଇ…

ନିମାପଡା ଗଡ ଜଗିବାକୁ ୮ ସଂଯୋଜକ ନିୟୋଜିତ କଲା ବିଜେଡି

ବିଜେଡିକୁ ଘାରିଛି ନିମାପଡା ଚିନ୍ତା । ପୁବତନ ବିଧାୟକ ସମୀର ରଂଜନ ଦାଶ ବିଜେପିକୁ ଯିବା ପରେ ନିମାପଡାରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେଡିର ରଣନୀତି ଆରମ୍ଭ ହୋଇଛି । ବିଭିନ୍ନ ଦଳ ରାଜନୀତିକୁ ଲକ୍ଷ୍ୟ କରି ନିଜ ନିଜ ପତିଆରା  ନିମାପଡାରେ ଆରମ୍ଭ କରିଦେଇଛନ୍ତି । ନିମାପଡା…

ଆସିଲା ଆଉ ଏକ ଏଡିଆର ରିପୋର୍ଟ , ୧୨୮୩ ପ୍ରାର୍ଥୀଙ୍କ ମଧ୍ୟରୁ ୪୧୨ ପ୍ରାର୍ଥୀ କୋଟିପତି

ସାଧାରଣ ନିର୍ବାଚନ ଲଢୁଥିବା ମୋଟ ୧୨ ଶହ ୮୩ ଜଣ ପ୍ରାର୍ଥୀଙ୍କୁ ନେଇ ଆସିଲା ଏଡିଆର ରିପୋର୍ଟ । ସେମାନଙ୍କ ମଧ୍ୟରୁ ୩୪୮ ଜଣ ପ୍ରାର୍ଥୀଙ୍କ ନାଁରେ ମାମଲା ରହିଛି । ୨୯୨ ନାଁରେ ଗୁରୁତର ମାମଲା ରହିଛି । ଏଡିଆର ରିପୋର୍ଟ  ଅନୁସାରେ ୪୧୨ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିଛନ୍ତି । ବିଧାୟକଙ୍କ…

ନିମାପଡ଼ା ଆସିବେ ଶାହା

 ଆସନ୍ତା ୨୮ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି। କେନ୍ଦ୍ର ଗୃହମନ୍ତ୍ରୀଙ୍କ…

ଆଜି କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକରେ ନବୀନ, ପାଣ୍ଡିଆନଙ୍କ ପ୍ରଚାର

ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ…

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା

ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ…

ବନ୍ଧା ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ…

ବାତ୍ୟା ରୂପ ନେଲା‘ରେମାଲ’

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇଥିଲା। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ…

ସନ୍ଧ୍ୟା ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ମତଦାନ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଆଜି ସନ୍ଧ୍ୟା ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ମତଦାନ ହୋଇଛି। ଦେବଗଡ଼ରେ ସର୍ବାଧିକ ୬୭ ପ୍ରତିଶତ ମତଦାନ ହୋଇଛି। ଅନୁଗୁଳରେ ୬୫.୧୯, କଟକରେ ୫୩.୧୪, ଢେଙ୍କାନାଳରେ ୫୮.୬୯, ପୁରୀରେ ୬୧.୯୬, ନୟାଗଡ଼ରେ ୬୧.୦୮, ସମ୍ବଲପୁରରେ ୬୫.୬୧ ,‌ କେନ୍ଦୁଝର…

ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ ହୋଇଛି । ତା ସହିତ ରାଜ୍ୟରେ ସୁରୁଖରରେ ନିର୍ବାଚନ ଚାଲିଛି । ଅପରାହ୍ନରେ ଆହୁରି ମତଦାନ ସଂଖ୍ୟା ବଢିପାରେ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ । ତେବେ ଅପରାହ୍ନ ୬ଟା ଭିତରେ ଭୋଟରଙ୍କୁ ଭୋଟ…