Trending
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
Browsing Category
Odisha
All about all odisha state news updates
ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ
ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ…
23 ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା
ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଭୟ । ପାଣିପାଗ କେନ୍ଦ୍ର କହିଲା ଏଯାଏଁ ହୋଇନାହିଁ ବାତ୍ୟା ଆକଳନ । 20 ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା । 22ରେ ଲଘୁଚାପ ଓ 24ରେ ନେଇପାରେ ଅବପାତର ରୂପ । 23 ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା |୧୪ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଦେଇଛି ପାଣିପାଗ…
24 ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି
ଆସନ୍ତା 24 ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି। ଗୁରୁବାର ମଧ୍ୟାହ୍ନ 12ଟାରୁ 12.30 ମଧ୍ୟରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବେ । ଶୁକ୍ରବାର ପୁରୀରେ ବସିଥିବା ଛତିଶାନିଯୋଗ ବୈଠକରେ 23 ଓ 24 ତାରିଖ ପାଇଁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ହୋଇଛି । 24 ତାରିଖ ଭୋର…
ଟ୍ରେନ୍ରେ ବାଣ ନେଉଛନ୍ତି କି? ଯିବେ ଜେଲ୍
ଦୀପାବଳି ପାଇଁ ଆପଣ ଯଦି ବାଣ କିଣୁଛନ୍ତି ତେବେ କିଛି ନୀତିନିୟମ ବିଷୟରେ ଜାଣିବା ଆବଶ୍ୟକ । କେଉଁ ବାଣ କିଣିବେ କିପରି ଫୁଟାଇବେ , ପିଲାମାନଙ୍କ ପାଇଁ କେଉଁ ବାଣ କିଣିବେ ଏ ବିଷୟରେ ସଚେତନ ହେବା ଜରୁରୀ । ତେବେ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ନୋଟିସ…
ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ସରକାର ନେଲେ ପଦକ୍ଷେପ
ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକା ଚୂଡାନ୍ତ ହୋଇସାରିବା ପରେ ଅନ୍ୟମାନଙ୍କୁ ପଞ୍ଜିକରଣ କରି ରଖିବାର ବ୍ୟବସ୍ଥା ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଯେଉଁମାନେ…
ପୁରୀରେ ନିର୍ମାଣ ହେବାକୁ ଥିବା ବିମାନବନ୍ଦର ପାଇଁ ଖୁବ୍ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ
ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି। ଏହି କମିଟି ଜମି ଅଧିଗ୍ରହଣ କରିବା ସହ ଜମି ମାଲିକମାନଙ୍କୁ ତୁରନ୍ତ…
ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ
ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…
ଆସନ୍ତାକାଲି ଠାରୁ ବନ୍ଦ ରହିବ ପାନୀୟ ଜଳ ଯୋଗାଣ
ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ ବୋଲି ଜଣାପଡିଛି। ଘାଟିକିଆ, ପୋଖରୀପୁଟ, ହାଇ ଲେଭେଲ ଟ୍ୟାଙ୍କ, ନୟାପଲ୍ଲୀ ଅଞ୍ଚଳ ଓ ଚନ୍ଦ୍ରଶେଖରପୁରରେ ପାଣି ଯୋଗାଣ ବନ୍ଦ…
କାର୍ତ୍ତିକ ମାସରେ 2ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ
କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ କରାଯାଇଛି ପରିବର୍ତ୍ତନ । ଆସନ୍ତାକାଲିଠୁ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିହେବ। କେବଳ ସିଂହଦ୍ଵାର ଓ ପଶ୍ଚିମଦ୍ବାର ଦେଇ ଭକ୍ତ ମାନେ ପ୍ରବେଶ କରିବେ।
ସିଂହଦ୍ଵାର ବ୍ୟତୀତ ଅନ୍ୟ ତିନି ଦ୍ବାର…