Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
ବିଜେପି ଛାଡ଼ିଲେ ଅଭିନେତ୍ରୀ ଜିନା ସାମଲ
ବିଜେପି ଛାଡିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ ଓରଫ ସ୍ୱାତୀ । ଦଳ ପାଇଁ ବର୍ଷ ବର୍ଷ ଧରି କାମ କରିଥିଲେ ମଧ୍ୟ ଦଳ ଅଣଦେଖା କରୁଥିବା ଅଭିଯୋଗ ଆଣି ଦଳ ଛାଡିଛନ୍ତି ଜିନା । ଦଳ ପାଇଁ ଝାଳ ବୁହାଇ କାର୍ଯ୍ୟ କରିଥିଲେ ମଧ୍ୟ ଶୀର୍ଷ ନେତୃତ୍ୱଙ୍କ ବିଶ୍ୱାସଭାଜନ ହୋଇପାରିନଥିବା ଇସ୍ତଫା ପତ୍ରରେ…
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି
ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି । ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଛନ୍ତି ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି । ଜମିଜମା ମାମଲା ସମାଧାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି
ବଦଳିଲେ ମିଶନଶକ୍ତି ସଚିବ
ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି…
ଆଜି ରାୟଗଡାରେ କଂଗ୍ରେସ କରିବ ଶକ୍ତି ପ୍ରଦର୍ଶନ , ରାହୁଲ ଗାନ୍ଧୀ କରିବେ ପ୍ରଚାର, ଉତ୍ସାହିତ ଦଳୀୟ ନେତା ଓ କର୍ମୀ
ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ଆଜି ଦକ୍ଷିଣ ଓଡିଶାରେ ଦମ୍ ଦେଖାଇବ କଂଗ୍ରେସ । ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲାରେ କରିବେ ପ୍ରଚାର । ରାହୁଲ ମଧ୍ୟାହ୍ନ ୧୨ଟାରେ ରାୟଗଡ଼ାରେ ପହଞ୍ଚିିବାର କାର୍ଯ୍ୟକ୍ରମ ରହିଛି । ରାୟଗଡ଼ା ଜିଆଇଏସିଆର କଲେଜ ନିକଟ…
ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ବିଜେପି ତରଫରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନାମାଙ୍କନ ଭରିଛନ୍ତି । ହଜାର ହଜାର ସମର୍ଥକଙ୍କ ସହ ସେ ସମ୍ବଲପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ଭରିଛନ୍ତି । ତାଙ୍କ ପାଇଁ ସମର୍ଥକ ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ପ୍ରଣବ ପ୍ରଣବ…
୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ…
ନାମାଙ୍କନ ଭରିଲେ ମନ୍ମଥ ରାଉତରାୟ
ନାମାଙ୍କନ ଦାଖଲ କଲେ ମନ୍ମଥ ରାଉତରାୟ । ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ନାମାଙ୍କନ ଭରିଛନ୍ତି । ତେବେ ଆଜି ସକାଳୁ କର୍ମୀଙ୍କ ଗହଳି ଭିତରେ ନାମାଙ୍କନ ଭରିବାକୁ ବାହାରିଥିଲେ ମନ୍ମଥ…
ଖୋର୍ଦ୍ଧା ପର୍ଯ୍ୟନ୍ତ କାହିଁକି ଦୌଡିଲେ ମନ୍ମଥ ରାଉତରାୟ ?
ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଗୁରୁବାର ସକାଳୁ ମନ୍ମଥଙ୍କୁ ନେଇ ରାଜନୈତିକ ମହଲ ତଥା ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।ନାମାଙ୍କନ ପତ୍ର ଦାଖଲ କରିବା…
କୁଆପଥର ମାଡ଼ ଯୋଗୁ ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ
ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍ ଭାଙ୍ଗିଯାଇଥିଲା। ଏଣୁ ଟେକ୍ଅପ୍ କରିବାର ୧୦ ମିନିଟ୍ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ ଯାତ୍ରୀ ଥିଲେ। ତେବେ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି…