Browsing Category

Odisha

All about all odisha state news updates

ଆଉ ନାହାନ୍ତି ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟ

ଆଉ ନାହାନ୍ତି ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟ । ୭୮ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି । ବିଜେଡିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ପ୍ରଭାତ କୁମାର ସାମନ୍ତରାୟ । ବିଜେଡିର ଜଣେ ସାଂସଦ ଭାବରେ ଦୁଇ ଦୁଇଥର ନିର୍ବାଚିତ…

କଂଗ୍ରେସ ନେତାଙ୍କ ନାମରେ କାହିଁକି ଭରତପୁର ଥାନାରେ ଦାୟର ହେଲା ମାମଲା ?

ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ହୋଇଛି । ନିର୍ବାଚନ ପ୍ରଚାର ସମୟରେ ବକେୟା ଟଙ୍କାକୁ ନେଇ ରାଜ୍ୟ କଂଗ୍ରେସର ୩ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି।…

ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତାଙ୍କୁ ଦିଅ

ଭୁବନେଶ୍ବର: ଅମର ଶତପଥୀ ଓ ପ୍ରସନ୍ନ ପାଟଶାଣୀଙ୍କ ବିସ୍ପୋରକ ବୟାନ ଉପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ‘ପାଣ୍ଡିଆନ ଆମ ନେତା ନୁହନ୍ତି। ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ। ପ୍ରସନ୍ନ ପାଟ୍ଟଶାଣୀ ଏଥର ଟିକେଟ…

୭୯ ବର୍ଷରେ ପାଦ ଦେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆଜି ୭୮ ତମ ଜନ୍ମଦିବସ । ୭୮ ବର୍ଷ ପୂରି ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ । ଏହି ଅବସରରେ ନବୀନଙ୍କୁ ସବୁ ମହଲରୁ ଛୁଟିଛି ଶୁଭେଚ୍ଛାର ସୁଅ । ନବୀନଙ୍କ ଜନ୍ମଦିନକୁ ଆଜି ଜନସେବାର ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜୁ ଜନତା ଦଳ ୧୯୪୬ ମସିହା…

ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂରିବ ୭୮ ବର୍ଷ । ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ।  ରକ୍ତ ଅଭାବରୁ ଯେପରି କୌଣସି ଜୀବନ ନ ଯାଏ, ସେଥିପାଇଁ ବ୍ୟାପକ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ କରିବାକୁ ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ…

ମେଲାଣି ନେବେ ମା’ : ଜାରି ହେଲା କଟକଣା

ସରିଛି ଦୁର୍ଗା ପୂଜା ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା ଦୁର୍ଗା । କଟକରେ  170 ରୁ ଉର୍ଦ୍ଧ୍ବ ମେଢ଼ ଆଜି ବିସର୍ଜନ ହେବେ । ସେଥିପାଇଁ ଦେବା ଗଡାରେ ସମସ୍ତ ବ୍ଯବସ୍ଥା କରାଯାଇଛି। ତେବେ ମାଆଙ୍କ ବିସର୍ଜନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଦେବୀଗଡାରେ 3ଟି ଅସ୍ଥାୟୀ ପୋଖରୀ ନିର୍ମାଣ…

ଆଜିଠାରୁ ଆରମ୍ଭ ହେଲା ଶ୍ରୀଜିଉଙ୍କର କାର୍ତ୍ତିକ ନୀତି

ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ବିନ ମାସ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଏହି ନୀତି ମହାପ୍ରଭୁଙ୍କ ଚାଲିବାକୁ ଥିବାବେଳେ ଏହି ଏକ ମାସ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ ଆରମ୍ଭ ହୋଇଛି।…

ଆଜି  ଭସାଣି

ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି  ପବିତ୍ର ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ସ୍ୱରୂପ ରାବଣ ପୋଡ଼ି ଉତ୍ସବ ସରିଛି ।  ମା’ଙ୍କ ଦର୍ଶନ ପାଇଁ  ଏଥର ବିଭିନ୍ନ ପୂଜା ମଣ୍ଡପରେ ପ୍ରବଳ ଜନ ସମାଗମ ହୋଇଥିଲା। ଆଜି ଭସାଣି ପାଇଁ ପ୍ରସ୍ତୁତି ଚାଲିଛି । ଦଶହରାରେ…

ମାଗଣା ମହାପ୍ରସାଦ ମିଳିବ

ପୁରୀରେ ମହାପ୍ରଭୁଙ୍କୁ ମନ୍ଦିର ଭିତରେ ଦର୍ଶନ କରିବା ପରେ ଏଥର ଭକ୍ତମାନେ ମାଗଣା ମହାପ୍ରସାଦ ପାଇବେ ।  ଏବେ ରାଜ୍ୟ ସରକାର ଏନେଇ ଯୋଜନା କରି ଭକ୍ତଙ୍କୁ କିପରି ମହାପ୍ରସାଦ ମିଳିବ ସେ ନେଇ ସ୍ଥିର କରିଛନ୍ତି । ଏହା ସହ ଭିଡ ଦର୍ଶନକୁ ମଧ୍ୟ ଶୃଙ୍ଖଳିତ କରାଯିବ ।  ସୃଙ୍ଖଳିତ…

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା : ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ

ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡୁଆ । ଖୁବଶୀଘ୍ର ଏହି ଯୋଜନା ଆରମ୍ଭ କରିବେ ରାଜ୍ୟ ସରକାର । ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାଅ୍ରାସାଦ କୁଡୁଆ ଦିଆଯିବ । ଏଥି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ଦାନ…