Browsing Category

Odisha

All about all odisha state news updates

ଓଡ଼ିଶାରେ ଓଡ଼ିଆ ଲୋକର ସରକାର ଦରକାର – ଧର୍ମେନ୍ଦ୍ର ପ୍ରଧାନ

ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ୨୫ ତାରିଖରେ ଏ ଅଞ୍ଚଳରେ ପରିବର୍ତ୍ତନ ନିଶ୍ଚୟ ହେବ । ୨୪ ବର୍ଷର ଅପାରଗ ସରକାର ବଦଳିବ, ଆଗାମୀ ଦିନରେ ଓଡ଼ିଶାରେ…

ମାଓ ଶିବିରରୁ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ଓ ବନ୍ଧୁକ ଜବତ

ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି। ମାଓ କ୍ୟାମ୍ପରୁ ୪ ଲକ୍ଷ ମୂଲ୍ୟର ୨ ହଜାର ନୋଟ୍ ସହ ଦେଶୀ ବନ୍ଧୁକ ଓ…

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ଲାଗି ପ୍ରଚାର କରିବାକୁ ନଡ୍ଡା ଧାମନଗର ଆସିବେ ବୋଲି ଜିଲା ମିଡିଆ ସେଲ୍‌…

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି

ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା…

ଓଡିଶା ଆସୁଛନ୍ତି ‘ରାମ’

ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି ସରକାରଙ୍କୁ ଘେରାବନ୍ଦୀ କରି ରଖୁଛନ୍ତି। ଏହି…

ପାଟଣା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍

କେନ୍ଦୁଝରର ପାଟଣା ନିର୍ବାଚନ ମଣ୍ଡଳୀରେ ଆଜି ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଆଉ କହିଥିଲେ, ଆମ ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇ ଭଉଣୀମାନଙ୍କୁ ବହୁତ ଭଲ ପାଆନ୍ତି । ଆଦିବାସୀ ଭାଇ, ଭଉଣୀମାନଙ୍କ ପରିଚୟ ହେଉଛି କଳା,…

୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ – ଅମିତ ଶାହ

ଏଥର ୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ। ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡ଼ି ପଡ଼ିଆରେ ଆୟୋଜିତ ବିଶାଳ ଜନ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।ଅମିତ ଶାହ ଆହୁରି କହିଛନ୍ତି, ଦେଶରେ ପଞ୍ଚମ ପର୍ଯ୍ୟାୟରେ ମୋଦୀଙ୍କୁ ୩୧୦…

ଆଜି ଓଡ଼ିଶା ଆସୁଛନ୍ତି ଶାହା

୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି  ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…

କ୍ଷମା ମାଗିଲେ ସମ୍ବିତ ପାତ୍ର

ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।ସମ୍ବିଟ ପାତ୍ର ରାତି ପ୍ରାୟ ୧ଟା ସମୟରେ ସୋସିଆଲ ମିଡିଆ…

ଦ୍ୱିତୀୟ ଥର ପାଇଁ ରୋଡ ସୋ’ କରିଛନ୍ତି ନବୀନ

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ…