Trending
- ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ହେଉଥିବା ବିଳମ୍ବ ନେଇ ପ୍ରତାପ ଦେବଙ୍କ କଟାକ୍ଷ
- ଆଜି BSF ପ୍ରତିଷ୍ଠା ଦିବସ: ସୀମା ସୁରକ୍ଷା ବଳର ବୀରତ୍ୱକୁ ସମ୍ମାନ
- ମୋଦୀ କହିଲେ- ବିରୋଧୀ ହତାଶ
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
Browsing Category
Odisha
All about all odisha state news updates
ନିର୍ବାଚନ ଲଢ଼ି ପାରିବେନି ୧୦୬୯, ଓଡିଶାରୁ ଅଛନ୍ତି ୩୫ ଜଣ
ଭାରତୀୟ ନିର୍ବାଚନ ଆୟୁକ୍ତ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୦ଏ ଅନୁଯାୟୀ ଅଯୋଗ୍ୟ ବ୍ୟକ୍ତିଙ୍କ ତାଲିକା ଜାରି କରିଛନ୍ତି। ଅଯୋଗ୍ୟ ଘୋଷିତ ବ୍ୟକ୍ତି ମାନେ ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିପାରିବେ ନାହିଁ। ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ଅଯୋଗ୍ୟ ଘୋଷିତ…
ଓଡିଶାରେ ଚାରିଟି ପର୍ଯ୍ୟାୟରେ ହେବ ଭୋଟ
ବାଜିଛି ୨୦୨୪ ନିର୍ବାଚନ ବିଗୁଲ । ନିର୍ବାଚନ କମିଶନ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଘୋଷଣା ଅନୁସାରେ ଓଡିଶାରେ ଚାରିଟି ପର୍ଯ୍ୟାୟରେ ହେବ ଭୋଟ । ମେ’୧୩ ତାରିଖରେ ଓଡ଼ିଶାରେ ପଡିବ ଭୋଟ । ମେ’ ୧୩, ମେ’ ୨୦, ମେ’ ୧୫ ଓ ଜୁନ ୧ ତାରିଖରେ ମତଦାନ କରିବେ ଓଡ଼ିଶାବାସୀ । ଜୁନ ୪ ତାରିଖରେ ହେବ…
ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା
ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦ ଟଙ୍କା ପାଇବେ ସମିତି ସଭ୍ୟ । କେବଳ ସରପଞ୍ଚଙ୍କ ଦରମା ବଢିବା ପରେ…
ଆଜିର ରାଶିଫଳ
ମେଷ:କର୍ମକ୍ଷେତ୍ରରେ ମାନସମ୍ମାନ ସହ ପଦୋନ୍ନତି ପାଇଁ ଶୁଭଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ।
ବୃଷ:ପରିବାରରେ ହସଖୁସିରେ ସମୟ ବିତାଇବେ ଏବଂ ମାଙ୍ଗଳିକ କାର୍ଯ୍ୟରେ ଯୋଗ…
ଆଜି ବସିବ ଶେଷ କ୍ୟାବିନେଟ୍
ଆଜି ଦିନ ୧୧ଟାରେ ବସିବ ରାଜ୍ୟ କ୍ୟାବିନେଟ୍ । ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍। ଏକାଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଶେଷ କ୍ୟାବିନେଟ ଥିବାରୁ ରାଜ୍ୟବାସୀଙ୍କ ରହିବ ନଜର । ବିଭିନ୍ନ ବିଭାଗର ଦାବି ନେଇ ହୋଇପାରେ ଆଲୋଚନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
ବିଜେଡିରୁ ଇସ୍ତଫା ଦେଲେ ଅରିନ୍ଦମ ରାୟ
ବିଜେଡିରୁ ଇସ୍ତଫା ଦେଲେ ଅରିନ୍ଦମ ରାୟ । ସାଧାରଣ ସମ୍ପାଦକ ଓ ପ୍ରାଥମିକ ସଦସ୍ୟ ପଦ ଛାଡିଲେ ଅରିନ୍ଦମ । ଇସ୍ତଫା ନେଇ ବିଜେଡି ସୁପ୍ରିମୋଙ୍କୁ ଲେଖିଲେ ଚିଠି । ଫେସବୁକ ପେଜରେ ଚିଠି ସେୟାର କରିଛନ୍ତି ଅରିନ୍ଦମ । ପୂର୍ବରୁ ଅରିନ୍ଦମଙ୍କ ରାଜନୈତିକ ଗତି ନେଇ ଚର୍ଚ୍ଚା ଲାଗି ରହିଥିଲା । ବିଜେପି…
ବିନ୍ଦୁ ସାଗରରୁ ଅଜଣା ମହିଳାଙ୍କ ମୃତଦେହ
ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ନିକଟସ୍ଥ ବିନ୍ଦୁ ସାଗରରୁ ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳାଙ୍କ ପରିଚୟ ଏଯାବତ୍ ମିଳି ପାରି ନଥିବା ବେଳେ ଶବ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ଅଣାଯାଇଛି । ମୃତ ମହିଳାଙ୍କ ଶବ ଉଦ୍ଧାର ପରେ ଅନେକ ପ୍ରଶ୍ନ ଉଠିଛି । ତେବେ ଏହା ପ୍ରକୃତରେ…
୫୫ ଖିଲାପକାରୀଙ୍କ ଉପରେ ୨୯.୫୦ କୋଟି ବକେୟା
ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଅତି ନଗଣ୍ୟ ରହିବ। ଆର୍ଥତ୍କ ବର୍ଷ ପୂରିବାକୁ ଆଉ ମାତ୍ର ୧୫ଦିନ ଥିବାବେଳେ ଏବେସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ୬୦% ରାଜସ୍ବ ଆଦାୟ ହୋଇପାରିନାହିଁ। ଗୋଟିଏ ପଟେ ଟ୍ୟାକ୍ସ କଲେକ୍ଟର ତଥା ୱାର୍ଡ ଅଫିସରଙ୍କୁ ଟାର୍ଗେଟ ପୂରଣ କରିବାକୁ ପରୱାନା…
ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣା
ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଥିବା ଜଣାଯାଇଛି। ତାଙ୍କ ପିଏସଓ ବି ଆହତ ହୋଇଛନ୍ତି।ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ରେଢ଼ାଖୋଲ ନିକଟ ଲୁହାପଙ୍କ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା। ଏହି ସମୟରେ…
ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୧୦/୦୪ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ…