Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ବେଦାନ୍ତ ଝାରସୁଗୁଡା ସମ୍ପ୍ରଦାୟିକ ଆଉଟରିଚ୍ ପଦକ୍ଷେପ ସହିତ ଜାତୀୟ କର୍କଟ ସଚେତନତା ଦିବସ ପାଳିତ
କ୍ୟାନସରର ପ୍ରତିରୋଧ ଏବଂ ପ୍ରାରମ୍ଭିକ ଚିହ୍ନଟ ବିଷୟରେ ଯୁବ ଛାତ୍ରୀମାନଙ୍କୁ ସଚେତନତା ସହିତ ସଜ୍ଜିତ କରିବା ପାଇଁ ଝାରସୁଗୁଡାର ମହିଳା ମହାବିଦ୍ୟାଳୟରେ ସଚେତନତା ଅଧିବେଶନ ଅନୁଷ୍ଠିତ ହୋଇଯାଇଡଛି।
ଝାରସୁଗୁଡା, ଓଡିଶା, ନଭେମ୍ବର ୮, ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ…
୨୪ ବର୍ଷ ବିଜେଡି କ୍ଷମତାରେ ରହି ବି ସୁନାବେଡ଼ାର କାହିଁକି ବିକାଶ କରିପାରିଲାନି ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ନୂଆପଡ଼ାରେ ରୋଡ୍ ସୋ’ କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଏହି ରୋଡ୍ ସୋ’ ମାଧ୍ୟମରେ ମତଦାତାଙ୍କୁ ଭୋଟ୍ ମାଗିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ରୋଡ୍ ସୋ’ ନୂଆପଡ଼ା ସହରରୁ…
ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣା: ୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ
ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍ । ଦଳଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଉନ୍ନୟନ କମିଶନ ଦେଇଥିବା ରିପୋର୍ଟରେ ପୁଲିସର ଅବହେଳା ସହ ଏଆଇ କାମ କରିନଥିବା ଦର୍ଶାଯାଇଛି । ଚଳିତ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବାକୁ ଏଆଇ ବ୍ୟବସ୍ଥା…
ବାଲିଯାତ୍ରାେରେ ବାସୀ ଖାଦ୍ୟ , ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ
ଆକ୍ସନରେ ଖାଦ୍ୟ ସୁରକ୍ଷା ବିଭାଗ । ଶନିବାର ଦିନ ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍ ମଧ୍ୟ କଟାଯାଇଛି ।
ଖବର…
ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି – ନବୀନ
ବିଜେପି ସରକାର ମିଥ୍ୟା ପ୍ରଚାର କରୁଛି। ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି। ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ନିର୍ବଚାନୀ ପ୍ରଚାର ବେଳେ ଏଭଳି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ପ୍ରଚାର ସଭାରେ ଜନସାଧାରଣଙ୍କୁ…
୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି
ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏଁ ସଡ଼କ ଓ ପରିବହନ ଉପରେ ହେବ ଆଲୋଚନା । ୮୪ତମ ଅଧିବେଶନରେ ଅଂଶଗ୍ରହଣ…
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ…
ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା
ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ। ଆୟକର ଫାଙ୍କି ନେଇ ଆୟକର ବିଭାଗ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଥିବା ଉତ୍କଳ ବିଲ୍ଡର୍ସର ୪ଜଣ ନିର୍ଦ୍ଦେଶକ ସନ୍ଦୀପ କୁମାର ବେଦ, ଅମିତ ବେଦ, ପ୍ରକାଶ ଭୁରା ଓ ଅଞ୍ଜନା ଦେବୀ ଭୁରାଙ୍କୁ ଆଜି ସକାଳୁ ଝାଳବୁହା ଜେରା କରୁଥିବା ଜଣାଯାଇଛି। ଏଥିଲାଗି…
‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ ମୁଖ୍ୟମନ୍ତ୍ରୀ
ଆଜି ୭ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ‘ବନ୍ଦେ ମାତରମ୍’ ଗାନ କରିଛନ୍ତି। ଏହାଛଡ଼ା…
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…