Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Odisha
All about all odisha state news updates
ଆୟୁଷ୍ମାନ ଭାରତ PM-JAY ଏବଂ BSKY/GJAY ସ୍ୱାସ୍ଥ୍ୟ ଯୋଜନାରେ ଅନିୟମିତତା ଅଭିଯୋଗ,ଘରୋଇ ହସ୍ପିଟାଲକୁ ଶୋ’ କଜ୍ ନୋଟିସ୍…
ଘରୋଇ ହସ୍ପିଟାଲଗୁଡ଼ିକର ମନମାନି ବିରୋଧରେ ଓଡ଼ିଶା ସରକାର ଆକ୍ସନ ମୋଡ଼କୁ ଆସିଛନ୍ତି। ଆୟୁଷ୍ମାନ ଭାରତ PM-JAY ଏବଂ BSKY/GJAY ସ୍ୱାସ୍ଥ୍ୟ ଯୋଜନାରେ ଅନିୟମିତତା ଅଭିଯୋଗ ପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଯାଞ୍ଚ ସମୟରେ ତ୍ରୁଟି ଚିହ୍ନଟ ହେବା ପରେ ଭୁବନେଶ୍ୱରସ୍ଥିତ…
ପୁରୀରେ ଆଜିଠୁ ଆରମ୍ଭ ହୋଇଛି ରଥଭଙ୍ଗା କାମ,ରଥ ସମ୍ପୂର୍ଣ୍ଣ ଭଙ୍ଗାଯାଇ ସମସ୍ତ କାଠ ଶ୍ରୀମନ୍ଦିର ପ୍ରଶାସନର ଜିମା…
ପୁରୀରେ ଆଜିଠୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି । ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି ।…
ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ,ମୋଟ ୯ ଟି କାର୍ଯ୍ୟ ଦିବସ
ସେପ୍ଟେମ୍ବର ମାସରେ ବିଧାନସଭା ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଯାହା ଅକ୍ଟୋବର ୩ ଯାଏଁ ଚାଲିବ । ଚଳିତ ଥର ହେବାକୁ ଥିବା ମୌସୁମୀ ଅଧିବେଶନରେ ମୋଟ ୯ ଟି କାର୍ଯ୍ୟ ଦିବସ ରହିଛି । ଗୋଟିଏ ଛୁଟି ଦିନ ଥିବା ବେଳେ ୨ ଦିନ ନୋ ମିଟିଙ୍ଗ ଡେ ରହିଛି।…
ଶ୍ରୀମନ୍ଦିରରେ ଆସୁଛି ନୂଆ ଧାଡ଼ି ଦର୍ଶନ ବ୍ୟବସ୍ଥା,ଘଣ୍ଟାକୁ ୧୦ ହଜାର ଭକ୍ତ କରିପାରିବେ ଦର୍ଶନ, ୩ରୁ ୪ ମାସରେ…
ଶ୍ରୀମନ୍ଦିରରେ ଆସୁଛି ନୂଆ ଧାଡ଼ି ଦର୍ଶନ ବ୍ୟବସ୍ଥା । ଘଣ୍ଟାକୁ ୧୦ ହଜାର ଭକ୍ତ କରିପାରିବେ ଦର୍ଶନ, ୩ରୁ ୪ ମାସରେ କାର୍ଯ୍ୟକାରୀ ହେବ ଯୋଜନା । ସୋମବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବୈଠକ ପରେ ଆଇନ ମନ୍ତ୍ରୀ କହିଛନ୍ତି…
ଲୋକାୟୁକ୍ତ ଚୟନ କମିଟିରେ ପୂର୍ବତନ CJI ଜଷ୍ଟିସ୍ ଜି.ବି. ପଟ୍ଟନାୟକ,ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…
ଲୋକାୟୁକ୍ତ ଚୟନ କମିଟିରେ ପୂର୍ବତନ CJI ଜଷ୍ଟିସ୍ ଜି.ବି. ପଟ୍ଟନାୟକ। ଓଡ଼ିଶା ଲୋକାୟୁକ୍ତଙ୍କ ଚୟନ କମିଟିର ସଦସ୍ୟ ଭାବେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଗୋପାଳ ବଲ୍ଲଭ ପଟ୍ଟନାୟକ ଙ୍କୁ ମନୋନୀତ କରାଯାଇଛି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ…
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ,PPPAC ଦେଲା ମଞ୍ଜୁରୀ
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ । ଲିଜ ସୂତ୍ରରେ ଦେବା ସଂପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ଆପ୍ରାଇଜାଲ କମିଟି- PPPAC ମଞ୍ଜୁରୀ ଦେଇଛି । ବଣ୍ଡଲ- ୩ କାଟାଗୋରୀରେ ଭୁବନେଶ୍ବର ବିମାନବନ୍ଦର ସହ କର୍ଣ୍ଣାଟକର…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୨୦ତମ ଅଭିଯୋଗ ଶୁଣାଣି ଅନୁଷ୍ଠିତ,ସିଙ୍ଗିଲ ଓ୍ଵିନଡୋ ସିଷ୍ଟମ ମାଧ୍ୟମରେ ୧୪…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ୨୦ତମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ୧୦ ଜଣ ମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଆଜି ୬ ଶହରୁ ଅଧିକ ଅଭିଯୋଗ ଆସିଛି । ସମସ୍ତଙ୍କ ସହ ଆଲୋଚନା କରି ଏହାର ସମାଧାନ ପାଇଁ ବ୍ୟବସ୍ଥା…
ସୁନ୍ଦରଗଡ଼ କେ.ବଲାଙ୍ଗ ଶିଲକୁଟା ରିଜର୍ଭ ଫରେଷ୍ଟରୁ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ
ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ । ସୁନ୍ଦରଗଡ଼ କେ.ବଲାଙ୍ଗ ଶିଲକୁଟା ରିଜର୍ଭ ଫରେଷ୍ଟରୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ଠାରୁ ସୂଚନା ପାଇ ଚଢ଼ାଉ କରାଯାଇଥିଲା । ମାଟିତଳୁ ୯ ଏମ୍ ଏମ୍ କାର୍ବାଇନ, IED କଣ୍ଟେନର ଓ ଡିଟୋନେଟର, ମାଗାଜିନ, ୱାକିଟକି…
ଆଜି ଶ୍ରାବଣ ମାସର ଶେଷ ସୋମବାର,ବୋଲବମ୍ ହର ହର ବମ୍ ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ
ଆଜି ଶ୍ରାବଣ ମାସର ଶେଷ ସୋମବାର । ରାଜ୍ୟର ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଲାଗିଛି । ବୋଲବମ୍ ହର ହର ବମ୍ ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ହରହର ମହାଦେବଙ୍କ ଧ୍ୱନି । ଭୋଳାବାବାଙ୍କ ଆଶୀର୍ବାଦ ପାଇବା ପାଇଁ ହାତରେ କଳସ ଓ କାନ୍ଧରେ ବାହୁଙ୍ଗି ଧରି ମାଇଲ୍ ମାଇଲ୍ ବାଟ ଚାଲି…
ବଗି ଛାଡ଼ି ଆଗକୁ ଚାଲିଲା ଇଞ୍ଜିନ
ବଲାଙ୍ଗିର ରେଳଷ୍ଟେସନରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ପୁରୁଣାକଟକ-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସରେ ରବିବାର ଏକ ଅଘଟଣ ଘଟିଛି। ଚଳନ୍ତା ଟ୍ରେନରୁ ବଗିଗୁଡ଼ିକ ଅଲଗା ହୋଇଯାଇଥିବା ବେଳେ ଇଞ୍ଜିନ ବଗି ଛାଡ଼ି ଆଗକୁ ଚାଲିଯାଇଥିଲା। ଫଳରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀଙ୍କ ମଧ୍ୟରେ ଭୟ…