Trending
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
Browsing Category
Odisha
All about all odisha state news updates
ନବୀନ ନିବାସକୁ କଳାକାରଙ୍କ ଡାକରା ପରେ ବର୍ଷିଲା ବିଜେପି
ନିର୍ବାଚନ ସମୟରେ ଷ୍ଟାରଙ୍କୁ ନେଇ ଜୋର ଧରିଲା ରାଜନୀତି । ନବୀନ ନିବାସକୁ କଳାକାରଙ୍କ ଡାକରା ପରେ ବର୍ଷିଲା ଭାରତୀୟ ଜନତା ପାର୍ଟି । ସାମ୍ବାଦିକ ସମ୍ମିଳନୀ ଜରିଆରେ ବିଜେଡିକୁ ପ୍ରଶ୍ନ କରିଛି ବିଜେପି । ବିଜେପି ନେତ୍ରୀ ତଥା ଅଭିନେତ୍ରୀ ପିଙ୍କି ପ୍ରଧାନ ପ୍ରଶ୍ନ କରିଛନ୍ତି, ରାଜ୍ୟ ସରକାର…
ବିଜେପିରେ ମିଶିଲେ ବରିଷ୍ଠ ବିଜେଡି ନେତା ଅଜୟ ନାୟକ
ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ। ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ବ୍ୟୋମକେଶଙ୍କୁ ମାମୁଁ ହେଉଛନ୍ତି ଅଜୟ ନାୟକ। ସେ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା କୁହାଯାଉଥିଲା। ବିଜେପି ନେତା ସମୀର…
ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ
ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ ବୌଦ୍ଧ ବ୍ଲକ ଅଧୀନ ଦହ୍ୟା ସରକାରୀ ନୋଡାଲ…
ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ
ଏଣିକି ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ। ଶ୍ରୀମନ୍ଦିରକୁ ଅନେକ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପ୍ରତିହାରୀ ନିଯୋଗର ଏଭଳି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ସ୍ବୀକୃତି ଦେଇଥିବା ନିଯୋଗର ସମ୍ପାଦକ ରାମନାରାୟଣ ଗୋଛିକାର…
ଆଜି ରାଜଧାନୀ ପ୍ରତିଷ୍ଠା ଦିବସ
ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…
୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ
୩ ଜଣ ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଡାଇରେକ୍ଟର ତଥା ଅତିରିକ୍ତ ସଚିବ ବିନୀତ ଭରଦ୍ୱାଜଙ୍କୁ ଓଡ଼ିଶା ଜୀବିକା ଭୁବନେଶ୍ୱର, ଭୁବନେଶ୍ୱରର ରାଜ୍ୟ ମିଶନ ଡାଇରେକ୍ଟର…
ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ଖୋର୍ଦ୍ଧା ଜଙ୍କିଆଠାରେ ପ୍ରଶାନ୍ତ ଜଗଦେବ ଜଣେ ସାମ୍ବାଦିକଙ୍କ ସହ କିଛି ସାଧାରଣ ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବିଜେପି ରାଲିରେ ସାଂସଦ ଅପରାଜିତା…
ନବୀନ ନିବାସରେ କଳାକାରଙ୍କ ଭିଡ
ନବୀନ ନିବାସରେ ଶୁକ୍ରବାର କଳାକାରଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି। ଚଳଚ୍ଚିତ୍ର ଅଭିନେତା, ଅଭିନେତ୍ରୀ ଏବଂ ଗୀତିକାର ନବୀନ ନିବାସରେ ପହଞ୍ଚି ସାରିଛନ୍ତି। ହାସ୍ୟଅଭିନେତା ଏବଂ ୟୁଟ୍ୟୁବର ମଧ୍ୟ ପହଞ୍ଚିଛନ୍ତି।ସ୍ୱରାଜ ବାରିକ, ଅମ୍ଳାନ ଦାସ, କମେଡିଆନ ଗୁଡୁ, ପପୁ, ଶଙ୍କର, ଭୂମିକା,…
ଦିଲ୍ଲୀ ଗଲେ ପିସିସି ସଭାପତି ଶରତ ପଟ୍ଟନାୟକ ,କହିଲେ ୧୫ ସୁଦ୍ଧା ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା
କଂଗ୍ରେସର ଟିକେଟ କସରତ । ୧୫ ସୁଦ୍ଧା ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ଟିକେଟ । ଏଥିପାଇଁ ପସିସି ସଭାପତି ଶରତ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି । ଶନିବାର ସ୍କ୍ରିନିଂ କମିଟି ବୈଠକ ଓ ରବିବାର ସିଇସି ବୈଠକ ଥିବାବେଳେ ବୈଠକରେ ଚୂଡାନ୍ତ ପରେ ଏକାଧିକ ପ୍ରାର୍ଥୀ ତାଲିକା ଆସିପାରେ । ଏହା…
ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳାଙ୍କ ପରଲୋକ
ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ।ଦିର୍ଘଦିନ…