Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଗତ ୧୦ ବର୍ଷ ଧରି ସ୍ୱଚ୍ଛତା ଅଭିଯାନକୁ ମୋଦିଜୀ ଗୁରୁତ୍ୱ ଦେଇ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି
ଆଜି ସାରା ଦେଶ ଗାନ୍ଧିଜୀଙ୍କ ୧୫୫ତମ ଜନ୍ମ ଜୟନ୍ତୀ ପାଳନ କରୁଛି । ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ଚିନ୍ତାଧାରା ଆଜି ବି ଶାସ୍ୱତ ଓ ପ୍ରାସଙ୍ଗିକ ହୋଇ ରହିବା ସହିତ ସମସ୍ତଙ୍କ ପାଇଁ ସର୍ବଦା ପ୍ରେରଣା ସାଜିଛି । ଗାନ୍ଧିଜୀ ସର୍ବଦା ସ୍ୱଚ୍ଛତାକୁ ଗୁରୁତ୍ୱ ଦେଇ ଆସୁଥିଲେ ଏବଂ ଏହାକୁ ଯଶସ୍ୱୀ…
ପୂର୍ବତଟ ରେଳପଥ ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ
ପୂର୍ବତଟ ରେଳପଥ ଆଜି ସ୍ୱଚ୍ଛତା ଦିବସ ପାଳନ କରି ସ୍ୱଚ୍ଛତାକୁ ପ୍ରୋତ୍ସାହିତ କରିବା ସହ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ଦର୍ଶନକୁ ସମ୍ମାନିତ କରିଛି | ଚାଲୁରହିଥିବା ସ୍ୱଚ୍ଛତା ପକ୍ଷ୍ୟ କାର୍ଯ୍ୟକ୍ରମର ଏକ ଅଂଶ ଭାବରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି…
ନବୀନ ବାବୁ ଏବେ ବି ମିଥ୍ୟାର ସାହାରା ନେଉଛନ୍ତି : ବିଜେପି
ଭୁବନେଶ୍ବର: ସେମାନେ ମହିଳାଙ୍କୁ ୫ ଟଙ୍କା ଦେଇନଥିଲେ ବିଜେପି କୋଟିଏରୁ ଅଧିକ ମହିଳାଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ କାର୍ଯ୍ୟ ଆରମ୍ଭ କରିଛି । ଏକଥା କହିଛି ବିଜେପି । କାରଣ ପଦଯାତ୍ରାରେ ବିଜେପି ସରକାରକୁ ନିଶାନା କରିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମିଛ କହି ବିଜେପି…
ମୁଣ୍ଡଜାମିନ ରଖି ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ
ରାଜଧାନୀର ମୈତ୍ରୀବିହାର ଅଂଚଳରେ ମୁଣ୍ଡଜାମିନ ରଖି ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ ହୋଇଥିବା କମିଶନର କହିଛନ୍ତି । ଏକ ଆପାର୍ଟମେଣ୍ଟରେ ଝିଅ ସାମ୍ନାରେ ମାକୁ ଗଣଦୁଷ୍କର୍ମ ମାମଲାକୁ ନେଇ ବଡ ସୂଚନା ଦେଇଛନ୍ତି କମିଶନର | ସେ କହିଛନ୍ତି ଯେ ୨୯ ରାତିରେ ମୈତ୍ରୀବିହାର ଅଞ୍ଚଳରେ ରାତି ପ୍ରାୟ…
ଭଦ୍ରକରେ ଫେରୁଛି ଶାନ୍ତି
ଭଦ୍ରକରେ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ଉପୁଜିବା ପରେ ଏହା ହିଂସାର ରୂପ ନେଇଥିଲା | ସେହି ଅଞ୍ଚଳରେ ୧୪୪ଧାରା ଲାଗିବା ସହ ଇଣ୍ଟରନେଟ ସେବାଗୁଡିକୁ ସମ୍ପୂର୍ଣ ବନ୍ଦ କରିଦିଆଯାଇଥିଲା | ଭଦ୍ରକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା ଓ ଇଣ୍ଟରନେଟ ସେବା ଯୋଗାଇବାପାଇଁ…
ଭାଜପା ଉପରେ ବର୍ଷିଲେ ନବୀନ
ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ
ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ…
ଆଜି ମହାଳୟା ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ
ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି ପିଣ୍ଡଦାନ…
ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟି
ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟି। ଆଜି କମିଟିର ସଦସ୍ୟମାନେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଦେଖିବା ସହ ସ୍ଥିତି ପରଖିଛନ୍ତି। ଏ ଦିଗରେ ଖୁବଶୀଘ୍ର ସରକାରଙ୍କ ସହ ଆଲୋଚନା ହେବ ବୋଲି ଷ୍ଟାଣ୍ଡିଂ କମିଟିର…
ସ୍ବାଭାବିକ ହେଲା ଭଦ୍ରକ ଓ ଧାମନଗର
ଦୀର୍ଘ ୪ ଦିନ ପରେ ସ୍ବାଭାବିକ ହେଲା ଭଦ୍ରକ ଓ ଧାମନଗର ଇଣ୍ଟରନେଟ ସୁବିଧା । ଗତ ୨୭ ତାରିଖରେ ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟ ନେଇ ଭଦ୍ରକରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ଏନେଇ ୨୮ ତାରିଖରୁ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରି ଦେଇଥିଲା ପ୍ରଶାସନ । କିନ୍ତୁ ଏବେ ବି ଜାରି ରହିଛି ୧୬୩…